ଚତୁର୍ଥ ଦିନରେ ୩୭ଟି ନାମାଙ୍କନ ଦାଖଲ

ଭୁବନେଶ୍ୱର,୬।୩(ବ୍ୟୁରୋ): ନାମାଙ୍କନ ଦାଖଲର ଶନିବାର ଥିଲା ଚତୁର୍ଥ ଦିନ । ଓଡ଼ଶାରୁ ପୌରାଧ୍ୟକ୍ଷ ଓ ମେୟର ପଦ ପାଇଁ ୩୭ଟି ଏବଂ କାଉନସିଲର ଓ କର୍ପୋରେଟର ପାଇଁ ୨୭୫ଟି ନାମାଙ୍କନ ପତ୍ର ଦାଖଲ ହୋଇଛି । ସାମୁହିକ ଭାବେ ୭୧୩ଟି କର୍ପୋରେଟର ଓ ମେୟର ପଦ ପାଇଁ ୨୩ଟି ଫର୍ମ ବିକ୍ରି ସରିଥିବା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟପଟେ ମେୟର ପଦବୀ ପାଇଁ ମହାନଗର ନିଗମ ଚଳଚଞ୍ଚଳ ହୋଇଛି। ଏହାରି ଭିତରେ ବିଏମ୍‌ସି ମେୟର ପାଇଁ ପ୍ରଥମ ନାମାଙ୍କନ ପଡିଛି । କର୍ପୋରେଟର ପଦ ପାଇଁ ୧୩୨ ଏବଂ ମେୟର ପଦ ପାଇଁ ୮ଟି ଫର୍ମ ବିକ୍ରି ହୋଇଥିବା ବେଳେ ୨୦ଜଣ କର୍ପୋରେଟର ଏବଂ ଜଣେ ମେୟର ପଦ ପାଇଁ ନାମାଙ୍କନ ଭରିଛନ୍ତି । ତିନି ପ୍ରମୁଖ ଦଳର ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରି ନ ଥିବାବେଳେ ଶନିବାର ବିଜେଡିି ଏବଂ ଭାଜପା ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri