ଘରୋଇ କଲେଜରୁ ଚିହ୍ନଟ ହେଲେ ୩୨ ଆକ୍ରାନ୍ତ

ଭବାନୀପାଟଣା,୨୯।୩: କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଏକ ଘରୋଇ କଲେଜରୁ ୩୨ଜଣ ଛାତ୍ରୀଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଜିଲା ପ୍ରଶାସନ ପାଇଁ ଚିନ୍ତାର ବିଷୟ ପାଲଟିଛି। ଅନ୍ୟପକ୍ଷେ କଳାହାଣ୍ଡି ଜିଲାରୁ ସୋମବାର ୫୦ ଚିହ୍ନଟ ହୋଇଛନ୍ତି। କେସିଙ୍ଗାରୁ ୩, ନର୍ଲାରୁ ୩, ପରଲାରୁ ୨, ଧର୍ମଗଡରୁ ୩, ଜୁନାଗଡରୁ ୩, ଭବାନୀପାଟଣାରୁ ୪ଜଣ ଚିହ୍ନଟ ହୋଇଥିବା ବେଳେ ଘରୋଇ କଲେଜରୁ ୩୨ଜଣ ଛାତ୍ରୀଛାତ୍ର କରୋନା ଆକ୍ରାନ୍ତ ହୋଇଛନ୍ତି। ପୂର୍ବରୁ ମଧ୍ୟ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ସଡ଼କ ସୁରକ୍ଷା, ଶ୍ରମିକଙ୍କ ସମସ୍ୟା ନେଇ ଗୁରୁତ୍ୱ

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): ସଡ଼କ ଦୁର୍ଘଟଣା ହ୍ରାସ କରିବା, ଯାତାୟାତ ନିୟମର ଅନୁପାଳନ ଏବଂ ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ଲକ୍ଷ୍ୟରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri