Posted inଜାତୀୟ

୩୦ ବର୍ଷ ପରେ ଭାରତଠାରୁ ଚାଉଳ କିଣିଲା ଚାଇନା

ମୁମ୍ବାଇ,୩।୧୨: ସୀମା ବିବାଦ ସତ୍ତ୍ୱେ ଏବେ ଭାରତ- ଚାଇନା ସମ୍ପର୍କରେ ସାମାନ୍ୟ ସୁଧାର ଆସିଛି। ଦୀର୍ଘ ୩୦ ବର୍ଷ ପରେ ଚାଇନା ପ୍ରଥମ ଥର ଭାରତରୁ ଚାଉଳ କିଣିବା ଆରମ୍ଭ କରିଛି। ଭାରତ ବିଶ୍ୱର ସର୍ବବୃହତ୍‌ ଚାଉଳ ରପ୍ତାନିକାରୀ ଦେଶ ହୋଇଥିବାବେଳେ ଚାଇନାକୁ ରିହାତି ମୂଲ୍ୟରେ ଏହା ଯୋଗାଇଛି। ବାର୍ଷିକ ୪ ନିୟୁତ ଟନ୍‌ ଚାଉଳ ଭାରତଠାରୁ ଆମଦାନି କରିଥାଏ। ତେବେ ଚାଉଳର ମାନକୁ ନେଇ ଗତ କିଛିବର୍ଷ ହେବ ଭାରତଠାରୁ ଚାଉଳ ଆମଦାନି କରୁ ନ ଥିଲା। ଏବେ ଚାଉଳ ଯୋଗାଣ କମ୍‌ ରହିଛି। ଚାଇନାର ପାରମ୍ପରିକ ଚାଉଳ ଯୋଗାଣକାରୀ ରାଷ୍ଟ୍ର ଥାଇଲାଣ୍ଡ, ଭିଏତ୍‌ନାମ, ମ୍ୟାନ୍‌ମାର, ପାକିସ୍ତାନରେ ବଳକା ଚାଉଳ କମ୍‌ ରହିଛି। ଚାଇନାର ଆବଶ୍ୟକତା ମେଣ୍ଟାଇବାରେ ଏହା ଯଥେଷ୍ଟ କମ୍‌ ହେବ। ଏଥିସହ ଭାରତର ରିହାତି ଘୋଷଣା ଚାଇନାକୁ ପୁଣି ଆକୃଷ୍ଟ କରିଛି। ଫଳରେ ଚାଇନା ଭାରତୀୟ ଚାଉଳ ଆମଦାନି କରିବାକୁ ଆଗେଇ ଆସିଛି। ଆଗାମୀ ବର୍ଷ ଭାରତୀୟ ଚାଉଳର ମାନ ଦେଖିବା ପରେ ଚାଇନା ଅଧିକ ଆମଦାନି କରିବ ବୋଲି ଚାଉଳ ରପ୍ତାନିକାରୀ ମହାସଂଘର ସଭାପତି ବି.କେ. କ୍ରିଷ୍ଣ ରାଓ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟାଭାଟମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri