ମାଧୁରୀଙ୍କୁ ନିଜ ବେଡ୍‌ରୁମ୍‌କୁ ନେବାକୁ ଚାହୁଁଛନ୍ତି ୧୭ ବର୍ଷର ସାନ ଏହି ଅଭିନେତା

ବଲିଉଡ୍‌ର ଧକ୍‌ ଧକ୍‌ ଗର୍ଲ ମାଧୁରୀ ଦୀକ୍ଷିତ ସବୁଠୁ ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ। ତାଙ୍କର ସମଗ୍ର ବିଶ୍ୱରେ ଲକ୍ଷରେ ନୁହେଁ, କୋଟିରେ ପ୍ରଶଂସକ ରହିଛନ୍ତି। ଏପରିକି ବଲିଉଡ୍‌ର ଅନେକ କଳାକାର ମଧ୍ୟ ତାଙ୍କର ପ୍ରଶଂସକ। ଅଭିନୟ କ୍ୟାରିୟରରେ ମାଧୁରୀ ଅନେକ ଭୂମିକାରେ ଅଭିନୟ କରିଛନ୍ତି। ତାଙ୍କର ସମସ୍ତ ଲୁକ୍‌କୁ ପ୍ରଶଂସକ ପସନ୍ଦ ମଧ୍ୟ କରନ୍ତି। ବଲିଉଡ୍‌ର ଯୁବ ତାରକାମାନେ ମଧ୍ୟ ତାଙ୍କ ସହ କାମ କରିବାକୁ ଚାହୁଁଛନ୍ତି। ନିକଟରେ ବଲିଉଡ୍‌ର ଯୁବ ତାରକା ସିଦ୍ଧାର୍ଥ ମଲହୋତ୍ରା କରଣ ଜୋହରଙ୍କ ପ୍ରସିଦ୍ଧ ଶୋ’ ‘କଫି ଓ୍ବିଥ୍‌ କରଣ’ରେ ପହଞ୍ଚି ମାଧୁରୀଙ୍କ ବିଷୟରେ ଏକ ଆଶ୍ଚର୍ଯ୍ୟଜନକ କଥା କହିଥିଲେ।
ଏହି ଅବସରରେ କରଣ ସିଦ୍ଧାର୍ଥଙ୍କୁ ପଚାରିଥିଲେ ଯେ, କେଉଁ ବଲିଉଡ୍‌ ଅଭିନେତ୍ରୀଙ୍କୁ ତୁମେ ତୁମର ବେଡ୍‌ରୁମ୍‌କୁ ନେବାକୁ ଚାହୁଁଛ। ସଙ୍ଗେ ସଙ୍ଗେ ସିଦ୍ଧାର୍ଥ ମାଧୁରୀଙ୍କ ନାମ ନେଇଥିଲେ। ସିଦ୍ଧାର୍ଥଙ୍କ ମୁହଁରୁ ମାଧୁରୀଙ୍କ ନାମ ଶୁଣିବା ପରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସିଦ୍ଧାର୍ଥଙ୍କ ସହ କରଣଙ୍କ ଏହି ଶୋ’ରେ ଆଲିଆ ଭଟ୍ଟ, ବରୁଣ ଧାଓ୍ବନ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri