ବୁଦ୍ଧିମାନ କିନ୍ତୁ ନିଜର ଗର୍ବି ସ୍ବଭାବ ଯୋଗୁ ନିଜର କ୍ଷତି କରିଥାନ୍ତି ଏହି ୩ ରାଶିର ବ୍ୟକ୍ତି

ଜ୍ୟୋତିଷଶାସ୍ତ୍ରରେ ରାଶି ଅନୁଯାୟୀ ଗୁଣ, ଦୋଷ ଏବଂ ସ୍ବଭାବ ଆଦି ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। କିଛି ଲୋକ ବହୁତ ବୁଦ୍ଧିମାନ ହୋଇଥିଲେ ହେଁ ଅହଂଙ୍କାର ପାଇଁ ସବୁକିଛି ବରବାଦ କରିଦେଇଥାନ୍ତି। ଆସନ୍ତୁ ଜାଣିବା:

ମିଥୁନ: ଏହି ରାଶିର ଜାତକଧାରୀ ବହୁତ ବୁଦ୍ଧିମାନ, ଚତୁର ହୋଇଥାନ୍ତି। ଆତ୍ମବିଶ୍ୱାସରେ ଭରପୂର ହୋଇଥିବା ଯୋଗୁ ଯେକୌଣସି ସ୍ଥାନରେ ସହଜରେ ଏମାନେ ନିଜର ପରିଚୟ ସୃଷ୍ଟି କରିଥାନ୍ତି। ହେଲେ ଏହି ରାଶିର ପ୍ରକୃତି ଅହଂ ଭାବନା ଜାଗ୍ରତ କରାଏ। ଏଥିଯୋଗୁ ଏହି ରାଶିର ଲୋକ ନିଜ କ୍ୟାରିୟରରେ ବହୁତ ଆଗକୁ ବଢ଼ି ପାରନ୍ତି ନାହିଁ।

ମକର: ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ମକର ରାଶିର ଲୋକଙ୍କ ମଧ୍ୟରେ ଗର୍ବ, ଅହଂଙ୍କାର ଭରପୂର ଥାଏ। ଏଥିଯୋଗୁ ସେମାନେ ଜୀବନରେ ବିଶେଷ କିଛି କରିପାରନ୍ତି ନାହିଁ। କେବଳ ଏହି କାରଣରୁ ସେମାନେ ଭଲ କାମକୁ ବିଗାଡ଼ି ଦେଇଥାନ୍ତି। ଏମାନେ ବହୁତ ଅଭିମାନୀ ମଧ୍ୟ ହୋଇଥାନ୍ତି।

ବୃଷ: ଏହି ରାଶିର ଲୋକ ଅଭିମାନୀ ହୋଇଥାନ୍ତି। ଏମାନେ ନିଜ ଛଡ଼ା ଅନ୍ୟ କାହାକୁ ପରବାୟ କରନ୍ତି ନାହିଁ। ଏହି ରାଶିର ଜାତକଧାରୀ ଭାବନ୍ତି, ସେମାନେ ଯାହା କୁହନ୍ତି ତାହା ଠିକ୍‌। ଅନ୍ୟମାନେ ଯାହା କହୁଛନ୍ତି ତାହା ଭୁଲ। ଏଭଳି ଦୃଷ୍ଟିକୋଣ ଯୋଗୁ ସେମାନେ ନିଜର କ୍ଷତି କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ରାଜେଶ ମହାରଣା, ତାଙ୍କ ସମର୍ଥକ

ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର…

ସରକାରୀ କାର୍ଯ୍ୟକ୍ରମରେ ତାମିଲ ସଙ୍ଗୀତ ଗାନ ବାଧ୍ୟତାମୂଳକ; ତାମିଲନାଡୁ ବିଧାନସଭାରେ ପ୍ରସ୍ତାବ ଉପସ୍ଥାପିତ; ସମର୍ଥନ କଲେ DMK-AIADMK

ଚେନ୍ନାଇ,୧୦।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏହି ପ୍ରସ୍ତାବ ଅନୁଯାୟୀ, ରାଜ୍ୟ ସାରା ସରକାରୀ କାର୍ଯ୍ୟ ଆରମ୍ଭରେ…

ଅଧିକ ସମୟ ଭିଡିଓଗେମ୍‌ ଖେଳୁଥିଲେ…

ଭିଡିଓ ଗେମ୍‌ ଖେଳିବା ଆଜିକାଲି ଯୁବପିଢ଼ିଙ୍କର ଏକ ଅଭ୍ୟାସରେ ପରିଣତ ହୋଇଯାଇଛି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। କିନ୍ତୁ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ…

ଅନ୍ୟ ଗ୍ରହରେ ବସତି ସମସ୍ୟା

ପ୍ରଥମେ ସୌର ଗ୍ରହମାନଙ୍କ ତଥ୍ୟାବଳୀ ସମ୍ପର୍କରେ ଜ୍ଞାତ ହେବା ପ୍ରାସଙ୍ଗିକ ହେବ। ଗ୍ରହଗୁଡିକରେ ବସତି ସ୍ଥାପନ ନେଇ ଅନେକ ଆଲୋଚନା ଚାଲିଛି। ତେବେ ଏ ବିଷୟରେ କେତେକ…

ଗାଜା ଶାନ୍ତି ଯୋଜନାକୁ ଇସ୍ରାଏଲ୍‌ର ପ୍ରତ୍ୟାଖ୍ୟାନ

ଜେରୁଜେଲମ୍‌, ୧୦ା୮: ଗାଜା କିମ୍ବା ଓ୍ବେଷ୍ଟ ବ୍ୟାଙ୍କରେ ପାଲେଷ୍ଟାଇନ୍‌ ରାଷ୍ଟ୍ର ଗଠନ ହୋଇପାରିବ ନାହଁି ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିବା ସହ ୧୫-ସୂତ୍ରୀ ଗାଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri