୪୪ ବର୍ଷ ବୟସରେ ମା’ ହେଲେ ଏହି ଅଭିନେତ୍ରୀ

ଅଭିନେତ୍ରୀ ଶମା ସିକନ୍ଦର ପ୍ରାୟତଃ ବୃତ୍ତିଗତ ଜୀବନ ଅପେକ୍ଷା ବ୍ୟକ୍ତିଗତ ଜୀବନ ପାଇଁ ଅଧିକ ଚର୍ଚ୍ଚାରେ ଥାନ୍ତି। ଏବେ ପୁଣି ଥରେ ସେ ଆଲୋଚନାକୁ ଆସିଛନ୍ତି। କାରଣ ଶମା ୪୪ ବର୍ଷ ବୟସରେ ମା’ ହୋଇଛନ୍ତି। ଏହି ସୂଚନା ଶେୟାର କରି ସେ ସୋସିଆଲ ମିଡିଆରେ ତାଙ୍କ ଛୋଟ ଝିଅର ଫଟୋ ଶେୟାର କରିଛନ୍ତି। ଫଟୋରେ ଶମା ତାଙ୍କ ଶିଶୁ କନ୍ୟାକୁ କୋଳରେ ଧରିଥିବାର ଦେଖାଯାଉଛି। ଫଟୋ ଶେୟାର କରି ଅଭିନେତ୍ରୀ କ୍ୟାପସନରେ ଲେଖିଛନ୍ତି, ଆଜିକାଲି ମୋ ଜୀବନ ଏହିପରି ଚାଲିଛି। ଶମା ଶିଶୁ କନ୍ୟାକୁ ଜନ୍ମ ଦେଇଛନ୍ତି କି ତାକୁ ପୋଷ୍ୟ ଗ୍ରହଣ କରିଛନ୍ତି ତାହା ପ୍ରକାଶ କରିନାହାଁନ୍ତି। ଖୁବ ଶୀଘ୍ର ଏହି ଗୁପ୍ତ କଥା ସେ ଆନୁଷ୍ଠାନିକ ଭାବରେ ଘୋଷଣା କରିବେ ବୋଲି କୁହାଯାଉଛି।

ଶମା ଅନେକ ବର୍ଷ ଧରି ପରଦାରୁ ଦୂରରେ ଅଛନ୍ତି। ଶମା ତାଙ୍କଠାରୁ ଚାରି ବର୍ଷ ସାନ ଜେମ୍ସ ମିଲିରନଙ୍କୁ ବିବାହ କରିଛନ୍ତି। ବିବାହ କରିବା ପୂର୍ବରୁ ଏହି ଯୋଡ଼ି କିଛି ବର୍ଷ ପାଇଁ ଡେଟ କରିଥିଲେ। ତା’ପରେ ସେମାନଙ୍କର ଗୋଆରେ ଏକ ଡେଷ୍ଟିନେସନ ବିବାହ ହୋଇଥିଲା।
ଶମାଙ୍କ ସ୍ବାମୀ ଜେମ୍ସ ଜଣେ ବ୍ୟବସାୟୀ। ପ୍ରାୟତଃ କାମ ପାଇଁ ବିଦେଶ ଭ୍ରମଣ କରନ୍ତି। ସେ ତାଙ୍କ ସ୍ତ୍ରୀଙ୍କ ସହିତ ମୁମ୍ବାଇରେ ଅଧିକାଂଶ ସମୟ ବିତାଇଥାନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

‘ତୁମର ସ୍ବାମୀ ମରିଯିବ…’, ଏମିତି କହି ତିନି ବର୍ଷ ଧରି ମହିଳାଙ୍କୁ ବଳାତ୍କାର କଲେ ‘କ୍ୟାପ୍ଟେନ’, ପେନ ଡ୍ରାଇଭରେ ମିଳିଲା ୫୮ଟି ଭିଡିଓ

ନାସିକ,୨୦।୩: ମହାରାଷ୍ଟ୍ରର ନାସିକରେ, ପୋଲିସ ଗୁରୁବାର ଅବସରପ୍ରାପ୍ତ ମର୍ଚ୍ଚାଣ୍ଟ ନେଭି ଅଧିକାରୀ ଅଶୋକ କୁମାର ଖରାଟଙ୍କୁ ଗିରଫ କରିଛି। ଅଶୋକଙ୍କ ବିରୋଧରେ ତିନି ବର୍ଷରୁ ଅଧିକ ସମୟ…

ବଢିଲା ଯୁଦ୍ଧ ଭୟ! ଆମେରିକାକୁ ଆଖି ଦେଖାଇଲା ଶ୍ରୀଲଙ୍କା

ନୂଆଦିଲ୍ଲୀ,୨୦।୩: ଇରାନ, ବର୍ତ୍ତମାନ ମୁସଲିମ ବିଶ୍ୱରେ ବିଚ୍ଛିନ୍ନ ହୋଇଯାଇଥିବା ବେଳେ, ଶ୍ରୀଲଙ୍କାରୁ ଗୁରୁତ୍ୱପୂର୍ଣ୍ଣ ସମର୍ଥନ ପାଇଛି। ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ସଂସଦକୁ ସୂଚନା ଦେଇଛନ୍ତି…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଦ୍ୱୈତ ସଦସ୍ୟତାକୁ ନେଇ ସଙ୍କଟ: ନୀତୀଶ-ନୀତିନଙ୍କୁ ୧୦ ଦିନ ମଧ୍ୟରେ ନେବାକୁ ପଡିବ ନିଷ୍ପତ୍ତି – ନଚେତ ଯାଇପାରେ ରାଜ୍ୟ ସଭା ଆସନ

ନୂଆଦିଲ୍ଲୀ,୨୦।୩: ପୁଣିଥରେ ବିହାର ରାଜନୀତିରେ ସାମ୍ବିଧାନିକ ବ୍ୟବସ୍ଥା ସମ୍ପର୍କରେ ଉତ୍ତେଜନା ତୀବ୍ର ହୋଇଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଭାଜପା ନେତା ନୀତିନ ନବୀନଙ୍କ ରାଜ୍ୟ ସଭା…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ପାଳିଲେ ପଖାଳ ଦିବସ: ଧାନବିକ୍ରି ଦାବି ନେଇ…

ବରଗଡ଼,୨୦ା୩(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ଦାବି ନେଇ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଆନ୍ଦୋଳନ ଜାରି ରହିଛି। ଗତ ୫ତାରିଖରୁ ଧାନବସ୍ତା ଗଦା କରି ବରଗଡ଼ ଜିଲା…

LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ ଡେଲିଭରି ପାଇଁ ଅପେକ୍ଷା କରନ୍ତୁ…’

ନୂଆଦିଲ୍ଲୀ,୨୦।୩: ଏକ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ, ପେଟ୍ରୋଲିୟମ ମନ୍ତ୍ରଣାଳୟର ଯୁଗ୍ମ ସଚିବ କହିଛନ୍ତି ଯେ ଦେଶର ସମସ୍ତ ରିଫାଇନାରୀ ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ସେ ଉଲ୍ଲେଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri