ଏହି ଅଭିନେତ୍ରୀ କରୋନା ପଜିଟିଭ ଚିହ୍ନଟ

ଦକ୍ଷିଣ ଭାରତର ଟିଭି ଧାରାବାହିକର ଏକ ଚର୍ଚ୍ଚିତ ନାମ ନବ୍ୟା ସ୍ବାମୀ। ଏବେ ଏହି ଅଭିନେତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ନିଜେ ନବ୍ୟା ସୋସିଆଲ ମିଡିଆରେ ନିଜର ଏକ ଭିଡିଓ ଶେୟାରକରି ଏହି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି ଯେ, କରୋନାର କେତୋଟି ଲକ୍ଷଣ ଯେପରି ମୁଣ୍ଡ ବିନ୍ଧା, ଥକାପଣ ଆଦି ୪/୫ ଦିନ ହେବ ଲାଗି ରହିଥିଲା। ତେଣୁ ସେ ଡାକ୍ତରଙ୍କୁ ଦେଖାଇ କରୋନା ଟେଷ୍ଟ କରିବା ପରେ ରିପୋର୍ଟ ପଜିଟିଭ ଆସିଛି। ଏବେ ସେ ଚିକିତ୍ସାଧୀନ ଅଛନ୍ତି। ମେଡିଶିନ ଖାଇବା ସହ ରୋଗ ପ୍ରତିରୋଧକ ଶକ୍ତ ବୃଦ୍ଧି ପାଇଁ ଖାଦ୍ୟ ଖାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଆର୍‌ସିରୁ ଧ୍ୟାନ ହଟାଇବାକୁ ବଳାତ୍କାର, ଏନ୍‌କାଉଣ୍ଟର, ପିଆଜ ମାରାତ୍ମକ ଯୋଜନା: ବିଶାଲ

ମୁମ୍ବାଇ,୯।୧୨: ବଲିଉଡ୍‌ ସିଙ୍ଗର ତଥା ମ୍ୟୁଜିକ କମ୍ପୋଜର ବିଶାଲ ଦଦଲାନି କିଛି ନା କିଛି ବିବାଦୀୟ ବୟାନ ପାଇଁ ଅନେକ ସମୟରେ ଆସିଥାଆନ୍ତି ଚର୍ଚ୍ଚାକୁ। ଏବେ...

ଖିଲାଡି କିଙ୍ଗଙ୍କୁ ଜନ୍ମଦିନରେ ଏଭଳି ଶୁଭେଚ୍ଛା ଜଣାଇଲେ ସୁଦର୍ଶନ: କହିଲେ ‘ଆପଣ ରୋଲ ମଡେଲ, ହିରୋ’

ଆଜି ଖିଲାଡି କିଙ୍ଗ୍‌ ଅକ୍ଷୟ କୁମାରଙ୍କ ହାପି ବର୍ଥ ଡେ। ୧୯୬୭ ସେପ୍ଟେମ୍ବର ୯ ତାରିଖଷର ଅମୃତସରରେ ଜନ୍ମଗ୍ରହଣ କରିଥିଲେ ଅକ୍ଷୟ। ଏହି ଅବସରରେ ତାଙ୍କ...

ସୋସିଆଲ ମିଡିଆ ଛାଡିଲେ ପରିଣିତି

ମୁମ୍ବାଇ: କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଏବେ ବଲିଉଡ୍‌ ସେଲିବ୍ରିଟିମାନେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ଥିବା ଦେଖାଯାଉଛି। ହେଲେ...

ଅଭିନେତା ସାଇ ସୁରଜ

ସାଇ ସୁରଜ! ଏଇ ନଁାଟି ବେଶ୍‌ ଜଣାଶୁଣା ଓଡ଼ିଆ ଯାତ୍ରା ଦର୍ଶକଙ୍କ ପାଇଁ। ସମ୍ପ୍ରତି ଅପେରା ‘ସୂର୍ଯ୍ୟମନ୍ଦିର’ରେ ଅଭିନୟ ଜାରି ରଖିଥିବା ସୁରଜଙ୍କର ପିଲା ବେଳୁ...

ବଡ ପରଦାକୁ ଫେରିବେ ଶାହାରୁଖ!

ମୁମ୍ବାଇ: ଦୀର୍ଘ ପ୍ରାୟ ୨ ବର୍ଷର ବ୍ରେକ୍‌ଅପ୍‌ ପରେ ପୁଣିଥରେ ଶାହାରୁଖ ଖାଁ ବଡ ପରଦାକୁ ଫେରିବେ ବୋଲି ଶୁଣିବାକୁ ମିଳିଛି। ଏଥର କୁଆଡେ ସେ...

ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛୁକ ପ୍ରସଙ୍ଗରେ ଅକ୍ଷୟଙ୍କ ପ୍ରତିକ୍ରିୟା: ମୁଁ ଖୁସିରେ ରହିବାକୁ ଚାହେଁ

ବମ୍ବେ: ଏକଦା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାକ୍ଷାତକାର କରି ଚର୍ଚ୍ଚାର ପରିସରକୁ ଆସିଥିଲେ ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର। କେହି କେହି ସେ ରାଜନୀତିରେ ପ୍ରବେଶ...

ଜୁଲାଇ ୨୪ରେ ରିଲିଜ୍‌ ହେବ ସୁଶାନ୍ତ ସିଂ ରାଜପୁତଙ୍କ ଶେଷ ଫିଲ୍ମ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ତାଙ୍କ କ୍ୟାରିୟରକୁ ନେଇ ଅନେକ ସ୍ବପ୍ନ ଦେଖିଥିଲେ। କିନ୍ତୁ ତାଙ୍କ ଆତ୍ମହତ୍ୟା ଘଟଣା ଏ ସବୁଥିରେ ପୁର୍ଣ୍ଣଚ୍ଛେଦ ପକାଇଛି।...

ଛାଡ଼ପତ୍ର ପରେ ମଧ୍ୟ ବଦଳିନାହିଁ ସମ୍ପର୍କ: ସୁଜୈନ ଏବଂ ପିଲାଙ୍କ ସହ ମୁଭି ଡେଟ୍‌ରେ ହ୍ରିତିକ୍‌

ମୁମ୍ବାଇ: ଅଭିନେତା ତଥା ସୁପରଷ୍ଟାର ହ୍ରିତିକ୍‌ ରୋଶନ ଜଣେ ଭଲ ଅଭିନେତା ସାଙ୍ଗକୁ ଭଲ ପୁତ୍ର ଏବଂ ପିତା ମଧ୍ୟ। ପିତା ରାକେଶ ରୋଶନଙ୍କ ସ୍ବାସ୍ଥ୍ୟ...

Coronavirus Update


Archives

Model This Week

Why Dharitri