ତାଲିବାନର ଆତଙ୍କବାଦୀମାନଙ୍କୁ ରାଖୀ ବାନ୍ଧିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ; ଟୁଇଟ୍‌ କରି ମୋଦିଙ୍କୁ କହିଲେ…

ବମ୍ବେ: ଆଫଗାନିସ୍ତାନକୁ ନିଜ ଦଖଲକୁ ନେଇଛି ତାଲିବାନ। ଏହାକୁ ନେଇ ଦେଶରେ ସୃଷ୍ଟି ହୋଇଛି ଭୟର ବାତାବରଣ। ଲୋକମାନେ ପ୍ରାଣ ବଞ୍ଚାଇବାକୁ ଦେଶ ଛାଡ଼ି ଚାଲିଯିବାକୁ ଚାହୁଁଥିବା ବେଳେ ସେଠାକାର ମହିଳାମାନେ ବିଶେଷଭାବେ ପ୍ରଭାବିତ ହୋଇଛନ୍ତି। କାରଣ ତାଙ୍କ ଉପରେ ଅତ୍ୟାଚାର ହେଉଛି। ଏପରି ସ୍ଥିତିରେ ଅନେକ ଭାରତୀୟ କଳାକାର ଆଫଗାନ ନାଗରିକଙ୍କୁ ସମବେଦନା ଜଣାଉଛନ୍ତି। ଅଭିନେତ୍ରୀ ମାହିକା ଶର୍ମା ମଧ୍ୟ ଏହି କ୍ରମରେ ଯୋଡ଼ି ହୋଇଛନ୍ତି। ସେ ତାଲିବାନର ଆତଙ୍କବାଦୀମାନଙ୍କୁ ରାଖୀ ବାନ୍ଧିବାକୁ ଚାହୁଁଥିବା କହିଛନ୍ତି।

ଏକ ଟୁଇଟ୍‌ କରି ମାହିକା କହିଛନ୍ତି, ମୁଁ ଆଫଗାନିସ୍ତାନର ମହିଳାମାନଙ୍କୁ ବଞ୍ଚାଇବା ଲାଗି ଆଗକୁ ଆସିବାକୁ ଚାହୁଁଛି। ମୁଁ ସମସ୍ତ ତାଲିବାନର ଆତଙ୍କବାଦୀଙ୍କୁ ରାଖୀପୂର୍ଣ୍ଣିମାରେ ରାଖୀ ବାନ୍ଧିବାକୁ ଚାହୁଁଛି। ଏହାପରେ ସେମାନଙ୍କୁ ପିଟି ପିଟି ମହିଳାଙ୍କର ସମ୍ମାନ କିଭଳି କରାଯାଏ ତାହା ଶିଖାଇବି। ସେମାନଙ୍କ ଘରେ ମା’ ଭଉଣୀ ନାହାନ୍ତି। ଏଣୁ ଭଉଣୀ ହିସାବରେ ତାଙ୍କୁ ପିଟିପାରିବି ବୋଲି ସେ କହିଛନ୍ତି। ଏହାଛଡ଼ା ମାହିକା ନିଜର ଟୁଇଟ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିନ୍ତାଧାରା କିଭଳି ଲାଗିଲା ବୋଲି ମଧ୍ୟ ସେ ପଚାରିଛନ୍ତି। ମାହିକାଙ୍କର ଏଭଳି ବୟାନ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ହୋଇଛି।

ତେବେ ଏହା ପ୍ରଥମ ଥର ନୁହେଁ ଯେତେବେଳେ ମାହିକା ଏଭଳି ବୟାନବାଜି କରିଛନ୍ତି। ଅଭିନୟକୁ ଆସିବା ଏବଂ ବୋଲ୍ଡ ବୟାନ ଦେବା କାରଣରୁ ମାହିକାଙ୍କ ପରିବାର ତାଙ୍କ ସହ ସମସ୍ତ ସମ୍ପର୍କ ଛିନ୍ନ କରିଦେଇଥିଲେ। ସେ ଏକଦା ପର୍ନ ଷ୍ଟାର ଡୈନୀ ଡି ଏବଂ ପାକିସ୍ତାନ କ୍ରିକେଟର ଶାହିଦ ଆଫ୍ରିଦିଙ୍କ ସହ ସେକ୍ସ କରିବାକୁ ଚାହୁଁଥିବା କହିଥିଲେ। ଏହାକୁ ନେଇ ବହୁତ ଚର୍ଚ୍ଚା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri