୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ ବିବାହରେ କେବଳ କିଛି ନିକଟତମ ସହଯୋଗୀ ଯୋଗଦେବେ। ପୂର୍ବରୁ ସେ କରନ ସିଂ ଗ୍ରୋଭରଙ୍କୁ ବିବାହ କରିଥିଲେ। ମାତ୍ର ୨ ବର୍ଷ ଏକାଠି ରହିବା ପରେ ଉଭୟଙ୍କ ଛାଡ଼ପତ୍ର ହୋଇଥିଲା।
ଜେନିଫର ୱିଙ୍ଗେଟ ଟେଲିଭିଜନର ଜଣେ ଜଣାଶୁଣା ଚେହେରା। ଅନେକ ହିଟ ଶୋ’ରେ ସେ ଅଭିନୟ କରିଛନ୍ତି। ସେ ଟେଲିଭିଜନ ଶିଳ୍ପର ସର୍ବାଧିକ ଦରମା ନେଉଥିବା ଅଭିନେତ୍ରୀମାନଙ୍କ ମଧ୍ୟରେ ମଧ୍ୟ ସ୍ଥାନ ପାଇଛନ୍ତି। ସେ ୨୦୦୯ ଶୋ’ ‘ଦିଲ ମିଲ ଗୟେ’ ସହିତ ପରିଚିତି ପାଇଥିଲେ। ସେ ଗୋଟିଏ ଶୋ’ର ପ୍ରତି ଏପିସୋଡ ପାଇଁ ୧.୫ ଲକ୍ଷରୁ ୨ ଲକ୍ଷ ପର୍ଯ୍ୟନ୍ତ ଚାର୍ଜ କରନ୍ତି।

ଯଦି ଏକ ଶୋ’ ୨୦୦ ଏପିସୋଡ ପାଇଁ ଚାଲିଥାଏ, ତେବେ ସେ ଏଥିରୁ କୋଟି କୋଟି ଟଙ୍କା ରୋଜଗାର କରନ୍ତି। ନିକଟରେ ସେ ଟେଲିଭିଜନରୁ OTTକୁ ଆସିଛନ୍ତି। ସେ ଗୋଟିଏ ଧାରାବାହିକ ପାଇଁ ୬ କୋଟିରୁ ୮କୋଟି ପର୍ଯ୍ୟନ୍ତ ଚାର୍ଜ କରନ୍ତି।
ଜେନିଫର ୪୫ ରୁ ୫୮ କୋଟି ପର୍ଯ୍ୟନ୍ତ ମୋଟ ସମ୍ପତ୍ତିର ଅଧିକାରୀ। ସେ ୧୫ରୁ ଅଧିକ ବ୍ରାଣ୍ଡର ବ୍ରାଣ୍ଡ ଆମ୍ବାସାଡର। ଏଥିରୁ ସେ ବାର୍ଷିକ କୋଟି କୋଟି ଟଙ୍କା ରୋଜଗାର କରନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri