ବିନା ମେକ୍‌ଅପ୍‌ରେ ଏମିତି ଦେଖାଯାଆନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: ବି-ଟାଉନ୍‌ର ଅଭିନେତ୍ରୀମାନେ ସୌନ୍ଦର୍ଯ୍ୟ ଦୃଷ୍ଟିରୁ କେହି କାହାଠାରୁ କମ୍‌ ନୁହନ୍ତି। କେବଳ ସୌନ୍ଦର୍ଯ୍ୟରେ ନୁହନ୍ତି ଷ୍ଟାଇଲ୍‌ ଏବଂ ଫ୍ୟାଶନ ଦୃଷ୍ଟିରୁ ମଧ୍ୟ ଏହି ସୁନ୍ଦରୀଙ୍କର କଳନା ନାହିଁ। ମାତ୍ର ଯେତେବେଳେ ବିନା ମେକ୍‌ଅପ୍‌ କଥା ଆସେ ସେତେବେଳେ ସେମାନେ ବାସ୍ତବରେ କେମିତି ତାହା ଜଣାପଡ଼ିଯାଇଥାଏ। ତେବେ ତଳେ ଥିବା କିଛି ଫଟୋରେ ନଜର ପକାନ୍ତୁ। ବିନା ମେକ୍‌ଅପ୍‌ରେ କେଉଁ ଅଭିନେତ୍ରୀ କେମିତି ଦେଖାଯାଆନ୍ତି…

ଆଲିଆ ଭଟ୍ଟ:

ଆଲିଆ ଭଟ୍ଟ ସବୁବେଳେ ତାଙ୍କ ସ୍କିନ୍‌ର ଯତ୍ନ ନିଅନ୍ତି। ସେଥିପାଇଁ ସେ ୩୦ ବର୍ଷରେ ୧୮-୨୦ ବର୍ଷୀୟା ଯୁବତୀ ପରି ଚମକିଥାନ୍ତି। ସେ ପ୍ରାୟତଃ ସୋସିଆଲ ମିଡିଆରେ ବିନା ମେକ୍‌ଅପ୍‌ରେ ଥିବା ଫଟୋ ଶେୟାର କରନ୍ତି।

ଜ୍ୟାକ୍‌ଲିନ୍‌ ଫର୍ନାଡିସ୍‌:


କିକ୍‌ ଗର୍ଲ ଜ୍ୟାକଲିନ୍‌ଙ୍କ ବିନା ମେକ୍‌ଅପ୍‌ ଲୁକ୍‌ ସୋସିଆଲ ମିଡିଆରେ ଛାଇ ହୋଇରହିଛି। ସେ ପ୍ରତିଦିନ ବ୍ୟାୟାମ କରିଥାନ୍ତି। ବ୍ୟାୟାମ ପରେ ତାଙ୍କ ସ୍କିନ୍‌ ଉଜ୍ଜ୍ୱଳ ଏବଂ ସୁନ୍ଦର ଦେଖାଯାଏ।

ଅନୁଷ୍କା ଶର୍ମା:

ଅଭିନେତ୍ରୀ ଅନୁଷ୍କା ଶର୍ମା ବିନା ମେକ୍‌ଅପ୍‌ରେ ବି ଖୁବ୍‌ ସୁନ୍ଦର ଦେଖାଯାଆନ୍ତି। ତାଙ୍କ ସ୍କିନ୍‌ ପୂରା ହୀରା ପରି ଉଜ୍ଜ୍ୱଳ ଦେଖାଯାଏ। ତାଙ୍କର ବିନା ମେକ୍‌ଅପ୍‌ ଲୁକ୍‌ ଦେଖି ଦର୍ଶକମାନେ ପସନ୍ଦ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri