ବୋଲ୍ଡ ଅବତାରରେ ଛୋଟ ପରଦାର ସଂସ୍କାରୀ ବୋହୂ

ମୁମ୍ବାଇ: ଛୋଟ ପରଦାର ସଂସ୍କାରୀ ବୋହୂ ଭାବେ ପରିଚିତ ଟିନା ଦତ୍ତା ବାସ୍ତବ ଜୀବନରେ ବହୁତ ବୋଲ୍ଡ। ଏହାର ଝଲକ ଟିନା ନିଜେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଧାରାବାହିକ ‘ଉତ୍ତରନ’ରେ ସବୁବେଳେ ଶାଢ଼ି ଶୁଟ୍‌ରେ ନଜର ଆସୁଥିବା ଟିନା ଅସଲ ଜୀବନରେ ଖୁବ୍‌ ବୋଲ୍ଡ। ଟିନା ଟପ୍‌ଲେସ୍‌ ହୋଇ ଏକ ଚାଦର ଘୋଡ଼ାଇ ହୋଇଥିବା ଫଟୋ ଭାଇରାଲ ହେଉଛି।

ଟିନା ସୋସିଆଲ ମିଡିଆରେ ବହୁ ଆକ୍ଟିଭ୍‌। ସେ ସୋସିଆଲ ମିଡିଆରେ ତାଙ୍କର ଅନେକ ଫଟୋ ଶେୟାର ମଧ୍ୟ କରିଥା’ନ୍ତି। ଏବେ ଟିନା ତାଙ୍କର କିଛି ହଟ୍‌ ଏବଂ ଗ୍ଲାମରସ୍‌ ଫଟୋ ଶେୟାର କରିଛନ୍ତି। ଯାହାକୁ ଦେଖି ତାଙ୍କ ପ୍ରଶଂସକମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଆନ୍ତି। ଟିନା ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମରେ ଯେଉଁ ଫଟୋ ଶେୟାର କରିଛନ୍ତି, ଏଥିରେ ସେ କେବଳ ଏକ ବେଡ୍‌ସିଟ୍‌ ଘୋଡ଼ାଇ ହୋଇ ଶୋଇଛନ୍ତି। ତାଙ୍କ ଦେହରେ ଆଉ କୌଣସି ପୋଷାକ ନାହିଁ। ସିମ୍‌ଲାକୁ ଛୁଟି କାଟିବାକୁ ଯାଇ ଟିନା ଏହି ଫଟୋ ଉଠାଇଛନ୍ତି। ତାଙ୍କର ଏପରି ଫଟୋ ଦେଖି ପ୍ରଶସଂକମାନେ କହିଛନ୍ତି, ନିଆଁ ଲଗାଇଦେଲ। ଦିନକୁ ଦିନ ଟିନାଙ୍କର ଏହି ଫଟୋ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri