ଆମାବାସ୍ୟାରେ ସ୍ବାମୀଙ୍କ ପାଦ ଛୁଇଁ ପୂଜା କଲେ ଏହି ଅଭିନେତ୍ରୀ

ସାଉଥ୍‌ ଅଭିନେତ୍ରୀ ପ୍ରଣିତା ସୁଭାଷ ଭୀମନା ଅମାବାସ୍ୟାରେ ପୂଜାର୍ଚ୍ଚନା କରିଛନ୍ତି। ପୂଜାର୍ଚ୍ଚନାର ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଫଟୋରେ ସେ ହଳଦିଆ ରଙ୍ଗର ସୁଟ ପିନ୍ଧି ତାଙ୍କ ସ୍ବାମୀଙ୍କ ପାଦ ଛୁଇଁଥିବାର ନଜର ଆସିଛନ୍ତି।
ସ୍‌ସେ କ୍ୟାପସନରେ ଲେଖିଛନ୍ତି- ମୁଁ ଭୀମନା ଅମାବାସ୍ୟାରେ ପୂଜା କରିଥିଲି। ଆପଣମାନଙ୍କ ପାଇଁ ଏହା ପିତୃସତ୍ତାର ଏକ ଶୋ ’ହୋଇପାରେ (ଗତ ବର୍ଷ ମୁଁ ଟ୍ରୋଲ ହୋଇଥିଲି) କିନ୍ତୁ ମୋ ପାଇଁ ଏହାର ଅର୍ଥ ବହୁତ। ସନାତନ ଧର୍ମରେ ଅଧିକାଂଶ ରୀତିନୀତିରେ ଏହା କାହିଁକି ଗୁରୁତ୍ୱପୂର୍ଣ୍ଣ ତାହା ପଛରେ ଏକ କାହାଣୀ ରହିଛି। ହିନ୍ଦୁ ରୀତିନୀତି ପିତୃସତ୍ତାତ୍ମକ ବୋଲି ଯୁକ୍ତି କରିବା ନିରର୍ଥକ। କାରଣ ଏହା ଅଳ୍ପ କେତେକ ବିଶ୍ୱାସ ମଧ୍ୟରୁ ଗୋଟିଏ, ଯେଉଁଠାରେ ଦେବତା ଏବଂ ଦେବୀଙ୍କୁ ସମାନ ଭାବରେ ପୂଜା କରାଯାଏ।
ଗତ ବର୍ଷ ପ୍ରଣିତା ଏହି ପୂଜାର ଫଟୋ ଶେୟାର କରିଥିଲେ। ତାଙ୍କୁ ଅନେକ ଟ୍ରୋଲର ସାମ୍ନା କରିବାକୁ ପଡିଥିଲ। ପ୍ରଣିତା ୨୦୨୧ରେ ବ୍ୟବସାୟୀ ନିତିନ ରାଜୁଙ୍କୁ ବିବାହ କରିଥିଲେ। ତାଙ୍କର ଏକ ଝିଅ ଅଛି। ପ୍ରଣିତା ସାଉଥ୍‌ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ସକ୍ରିୟ ଅଛନ୍ତି। ସେ ବଲିଉଡରେ ମଧ୍ୟ ପାଦ ଦେଇଛନ୍ତି। ସେ ପ୍ରଥମେ ୨୦୨୧ରେ ହଙ୍ଗାମା ୨ରେ ନଜର ଆସିଥିଲେ। ଏହା ତାଙ୍କର ପ୍ରଥମ ହିନ୍ଦୀ ଚଳଚ୍ଚିତ୍ର। ଏହା ପରେ ସେ ଅଜୟ ଦେବଗାନଙ୍କ ଫିଲ୍ମ ଭୁଜ: ଦି ପ୍ରାଇଡ ଅଫ ଇଣ୍ଡିଆରେ ଅଭିନୟ କରିଥିଲେ।

 

View this post on Instagram

 

A post shared by Pranita Subhash (@pranitha.insta)


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri