ଏପ୍ରିଲ ପହିଲାରୁ ଏହି ବ୍ୟାଙ୍କ ବନ୍ଦ କରିଦେବ ବ୍ୟାଙ୍କିଂ ଓ ୟୁପିଆଇ ସେବା, ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୩: ଯଦି ଆପଣଙ୍କର ବ୍ୟାଙ୍କରେ ଆକାଉଣ୍ଟ ବା ଆପଣ ୟୁପିଆଇ ୟୁଜର୍ସ ତେବେ ଏହି ଖବର ଆପଣଙ୍କ ପାଇଁ ନିହାତି ଜରୁରୀ । କାରଣ ଆସନ୍ତା ମାସରୁ ବ୍ୟାଙ୍କ ଏକ ମହତ୍ତ୍ୱପୂର୍ଣ୍ଣ ପରିବର୍ତ୍ତନ କରିବାକୁ ଯାଉଛି। ୧ ଏପ୍ରିଲରୁ ବ୍ୟାଙ୍କ ଆକାଉଣ୍ଟ, ଗୁଗଲ ପେ , ଫୋନପେ ଓ ପେଟିଏମ ଭଳି ୟୁପିଆଇ ଆପ ସହ ଜଡ଼ିତ ଆକାଉଣ୍ଟକୁ ବନ୍ଦ ହେବାକୁ ଯାଉଛି।

ନ୍ୟାଶନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ (ଏନପିସିଆଇ) ବ୍ୟାଙ୍କ ଇନକ୍ଟାଭ ନମ୍ବରଗୁଡିକୁ ୩୧ ମାର୍ଚ୍ଚ ଯାଏ ହଟାଇବାକୁ ନିର୍ଦ୍ଦେଶ ଦେଇଛି। ଏହି ପରିବର୍ତ୍ତନର ଉଦ୍ଦେଶ୍ୟ ଇନଆକ୍ଟିଭ ବା ରିସାଇକିଲ କରାଯାଇ ଥିବା ମୋବାଇଲ ନମ୍ବରରେ ହେବାକୁ ଥିବା ସମସ୍ୟାର ସମାଧାନ କରିବା। ଇନଆକ୍ଟିଭ ବା ରିସାଇକିଲ କରାଯାଇ ଥିବା ମୋବାଇଲ ନମୱର ନେଣଦେଣରେ ସମସ୍ୟା ସୃଷ୍ଟି ହୋଇଥାଏ।

କହି ରଖୁଛୁ କି , ଯଦି କୌଣସି ନମୱରର ବ୍ୟବହାର ୯୦ ଦିନ ଯାଏ ଭଏସ କଲ, ଏସଏମଏସ ବା ଡାଟା ପାଇଁ କରାଯାଇ ନଥାଏ ତ, ସେ ଇନଆକ୍ଟିଭ ହୋଇ ଯାଏ। ଏମିତି ନମୱର ପୁଣି ଥରେ ନୂଆ ୟୁଜର୍ସଙ୍କୁ ଦିଆଯାଇ ଥାଏ। ଏଥିରେ ଯେବେ ଏହି ନମ୍ବର ଆପଣଙ୍କ ବ୍ୟାଙ୍କ ଓ ଅନ୍ୟ ଫାଇନେନ୍ସିଆଲ ସେବା ସହ ଜଡ଼ିତ ଥାଏ ତ ଏଥିରେ ସମସ୍ୟା ସବୁ ହୋଇପାରେ।

୧ଅପ୍ରେଲ ପରେ କୌଣସି ବି ଇନଆକ୍ଟିଭ ବା ରିସାଇକିଲ କରାଯାଇ ଥିବା ନମ୍ବର ବ୍ୟାଙ୍କର ସିଷ୍ଟମରୁ ତୁରନ୍ତୁ ହଟେଇ ଦିଆଯିବ। ଯଦି ଆପଣ ନିଜର ବ୍ୟାଙ୍କ ଆକାଉଣ୍ଟ ବା ୟୁପିଆଇ ଆଇଡି ଆକ୍ଟିଭ ରଖିବାକୁ ଚାହାନ୍ତି , ତ ଏହାକୁ ତୁରନ୍ତ ରିଚାର୍ଜ କରନ୍ତୁ।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୧୪ରେ କେତେ ଥିଲା ପେଟ୍ରୋଲ-ଡିଜେଲ ଦର? ୧୨ ବର୍ଷରେ କେତେ ବଢିଛି? ଜାଣନ୍ତୁ…

ନୂଆଦିଲ୍ଲୀ, ୧୬।୫: ଅନ୍ତର୍ଜାତୀୟ ବଜାରରେ କ୍ରମାଗତ ଭାବେ କ୍ରୁଡ୍‌ ଅଏଲ ବା ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ବି ଏବେ ତୈଳ…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

୨୫ରୁ ଅଧିକ ଶ୍ରମିକ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟିଲା, ଆହତ ହସ୍ପିଟାଲରେ ଭର୍ତ୍ତିି

ବାସୁଦେବପୁର,୧୬।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ସଦର ମହକୁମାରୁ ବାସୁଦେବପୁରକୁ ଏକ ଛାତ ଢାଳିବାକୁ ଏକ ପିକଅପରେ ଆସୁଥିବା ୨୫ରୁ ଅଧିକ ଶ୍ରମିକ ଶନିବାର ସଡ଼କ ଦୁର୍ଘଟଣାର…

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

ଆମ ବ୍ୟବସ୍ଥା ଓ ସାଧାରଣ ଜନତା

କେନ୍ଦୁଝରର ଜିତୁ ମୁଣ୍ଡା ଏବେ ସାରା ଭାରତ ଓ ବିଶ୍ୱରେ ଚର୍ଚ୍ଚିତ ହୋଇଛନ୍ତି। ନିଜ ମୃତ ଭଉଣୀଙ୍କ ନାମରେ ବ୍ୟାଙ୍କରେ ଥିବା ଟଙ୍କାକୁ ଉଠେଇବାକୁ ଯାଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri