Posted inଜାତୀୟ

ବାଇକ୍‌ ଚାଳକକୁ ଅଟକାଇ ମାନବିକତା ଦେଖାଇଲେ ପୋଲିସ ବାବୁ

ଚେନ୍ନାଇ,୨୫।୩ : ନୂଆ ଯାନବାହନ ଆଇନ କାର୍ଯ୍ୟକାରୀ ହେଲା ପରେ ବାଇକ୍‌ ଚାଳକଙ୍କୁ ପୋଲିସ ଅଟକାଇବାର ଅର୍ଥ ହେଲା ଜରିମାନା କଟିବା ନିଶ୍ଚିତ। କିନ୍ତୁ ତାମିଲନାଡୁର ଜଣେ ପୋଲିସ କର୍ମୀ ବାଇକରଙ୍କୁ ଅଟକାଇ ମାନବିକତା ଦେଖାଇଛନ୍ତି।

ତାମିଲନାଡୁର ତେନକାସି ଯାଉଥିବାବେଳେ ଜଣେ ବାଇକ ଚାଳକଙ୍କୁ ରୋକିଥିଲେ ପୋଲିସ କର୍ମୀ। ଏହାପରେ ଚାଳକଙ୍କୁ କର୍ନାଟକର ବୋଲି ପ୍ରଶ୍ନ କରିଥିଲେ। ଚାଳକ ଜଣକ ହଁ କହିବା ପରେ ପୋଲିସ କର୍ମୀ କହିଥିଲେ, ସେହି ବାଟ ଦେଇ ଯାଉଥିବା ରାଜ୍ୟ ସ୍ଥରୀୟ ବସରେ ବସିଥିବା ଜଣେ ବୃଦ୍ଧା ମହିଳାଙ୍କ ମେଡିସିନ ବୋତଲ ଖସିପଡ଼ିଛି। ବସ୍‌କୁ ପିଛା କରି ମହିଳାଙ୍କୁ ମେଡିସିନ ଦେବା ପାଇଁ କହିଥିଲେ ପୋଲିସ କର୍ମୀ। ଏହାପରେ ଉକ୍ତ ବାଇକର ବସ୍‌ର ପିଛା କରି ମେଡିସିନ ଫେରାଇଥିଲେ। ଦୁଇ ଦିନ ତଳେ ୟୁଟ୍ୟୁବରେ ଶେୟାର ହୋଇଥିବା ଏହି ଘଟଣାର ଭିଡିଓକୁ ଏପର୍ଯ୍ୟନ୍ତ ୧୫ ହଜାର ୟୁଜର୍ସ ଦେଖି ସାରିଲେଣି। ପ୍ରାୟତଃ ୟୁଜର୍ସ ଏହାକୁ ପସନ୍ଦ କରିବା ସହ ପୋଲିସ କର୍ମୀଙ୍କ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ମୁହାଁ ତୃତୀୟ ଲହର…

ନୂଆଦିଲ୍ଲୀ, ୧୦।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି।...

ହିଂସା ସ୍ଥଳ ପରିଦର୍ଶନ କରିବାକୁ ଶୁଭେନ୍ଦୁ ଅଧିକାରୀଙ୍କୁ ମନା

କୋଲକାତା,୧୨।୬: ପଶ୍ଚିମବଙ୍ଗ ହାଓ୍ବଡ଼ା ଜିଲାରେ ହିଂସାକାଣ୍ଡ ଘଟିଥିବା ଘଟଣାସ୍ଥଳ ପରିଦର୍ଶନ କରିବାକୁ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ମନା...

କଳାସୁନା ଉଦ୍ଭାବନ କଲେ ଭାରତୀୟ ବୈଜ୍ଞାନିକ: ସୌରରଶ୍ମୀ ଅବଶୋଷକ ଭାବେ କରିବ କାର୍ଯ୍ୟ

ନୂଆଦିଲ୍ଲୀ,୯।୭: ସୁନା ଦେଖିବାକୁ ହଳଦିଆ। ତେବେ କେତେକ ଭାରତୀୟ ବୈଜ୍ଞାନିକ ଏବେ କଳାସୁନା ଉଦ୍ଭାବନ କରିବାକୁ ସକ୍ଷମ ହୋଇଛନ୍ତି। ଟାଟା ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଫଣ୍ଡାମେଣ୍ଟାଲ ରିସର୍ଚ୍ଚ(ଟିଆଇଏଫ୍‌ଆର୍‌)ର...

ଜବତ ହୋଇଥିବା ଚୋରି ସାମଗ୍ରୀ ବିକି ଦେଉଥିଲେ ମହିଳା ପୋଲିସ

ପାଲଘର,୫।୯: ଚୋରି ମାମଲାରେ ଜବତ ହୋଇଥିବା ସାମଗ୍ରୀକୁ ବିକ୍ରି କରିବା ଅଭିଯୋଗରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଗିରଫ କରାଯାଇଛି। ଏଭଳି ଘଟଣା ଘଟିଛି ମହାରାଷ୍ଟ୍ରର...

ଜାମିନ ପରେ ଦୀପ ସିଦ୍ଧୁ ଗିରଫ

ନୂଆଦିଲ୍ଲୀ, ୧୮ା୪: ଜାନୁୟାରୀ ୨୬ ଲାଲକିଲ୍ଲା ହିଂସା ମାମଲାରେ ଗିରଫ ପଞ୍ଜାବ ଅଭିନେତା ଦୀପ ସିଦ୍ଧୁଙ୍କୁ ଶନିବାର ଦିଲ୍ଲୀର ଏକ କୋର୍ଟ ଜାମିନ୍‌ ପ୍ରଦାନ କରିବାର...

ଭାଜପା ସହିତ ଶିବସେନାର ୩୩ ବର୍ଷର ମେଣ୍ଟ, ୭୩ ଆସନରୁ ୫୬ରେ ପହଞ୍ଚିଛି ଶିବସେନା…

ମୁମ୍ବାଇ, ୩୦।୬ : ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଏକନାଥ ସିନ୍ଧେ ୨୦ ଜୁନ ରାତିରେ ଉଦ୍ଧବ ଠାକରେଙ୍କ ବିରୁଦ୍ଧରେ ବିଦ୍ରୋହ କରିଥିଲେ। ଜୁନ୍‌ ୨୨ ରେ...

ଲାଲ ରଙ୍ଗର ଅତି ଦୁର୍ଲଭ ସାପ ଉଦ୍ଧାର

ଡେରାଡୁନ, ୮।୮: ଉତ୍ତରାଖଣ୍ଡର ନୈନିତାଲ ଜିଲାରୁ ଜଙ୍ଗଲ ବିଭାଗ ପକ୍ଷରୁ ଏକ ଅତି ଦୁର୍ଲଭ ଲାଲ ରଙ୍ଗର କୋରାଲ୍‌ କୁକ୍‌ରି ସାପ ଉଦ୍ଧାର କରାଯାଇଛି। ନୈନିତାଲର...

ପୁଲଓ୍ବାମା ଆକ୍ରମଣର ଯାଞ୍ଚ୍‌ ଉତ୍ତର ଦେଲେ କେନ୍ଦ୍ର ସରକାର: ଜୈଶ୍‌ ରଚିଥିଲା ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୨।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଯାଞ୍ଚ୍‌ ସମ୍ପର୍କିତ ଉତ୍ତର କେନ୍ଦ୍ର ସରକାର ଲୋକ ସଭାରେ ଉପସ୍ଥାପନ କରିଛନ୍ତି। ମନୀଶ୍‌...

Advertisement
Archives

Model This Week