ବଲିଉଡ୍‌ର ଏହି ଅଭିନେତ୍ରୀଙ୍କର ରହିଛି ସ୍ବତନ୍ତ୍ର ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ରେ ଅନେକ ପ୍ରସିଦ୍ଧ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ସମ୍ପର୍କରେ ଭଉଣୀ। ଫିଲ୍ମ ସହିତ ସେମାନଙ୍କ ବାସ୍ତବ ଜୀବନରେ ପରସ୍ପର ସହ ଜଡ଼ିତ। ଆଜି ସେମିତି କିଛି ସେଲିବ୍ରିଟିଙ୍କ ବିଷୟରେ ଜାଣନ୍ତୁ…

କରିସ୍ମା କପୁର-କରୀନା କପୁର। ଏମାନେ ଦୁଇ ଭଉଣୀ। ବଲିଉଡ୍‌ରେ ଦୁଇ ଭଉଣୀ ବେଶ୍‌ ନାଁ କମାଇଛନ୍ତି। ସେହିପରି ମଲାଇକା ଆରୋରା ଏବଂ ଅମୃତା ଆରୋରା। ବଲିଉଡ୍‌ର ଏହି ଭଉଣୀମାନେ ବି ଚର୍ଚ୍ଚାରେ ରହିଥାନ୍ତି।

ନିର୍ଦ୍ଦେଶକ ତଥା ନିର୍ମାତା କିରଣ ରାଓଙ୍କ ସହ ବଲିଉଡ୍‌ର ଅଭିନେତ୍ରୀ ଅଦିତି ରାଓଙ୍କର ଏକ ବିଶେଷ ସମ୍ପର୍କ ରହିଛି। ଉଭୟ ଅଦିତି ଏବଂ କିରଣ ରାଓ ରାଜ ପରିବାରର ଅଟନ୍ତି। ଏମାନେ ସମ୍ପର୍କୀୟ ଭଉଣୀ। ସେହିପରି ରାଣୀ ମୁଖାର୍ଜୀ ଏବଂ କାଜଲ ସମ୍ପର୍କୀୟ ଭଉଣୀ। ବଲିଉଡ୍‌ରେ ଏମାନଙ୍କ ସମ୍ପର୍କ ଏତେ ଭଲ ନ ଥିଲେ ବି ଏବେ ସମ୍ପର୍କରେ ମଧୁରତା ଆସିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

୧୦୮ ଆମ୍ବୁଲାନ୍ସ ଭିତରେ ଜନ୍ମ ହେଲା ଶିଶୁ କନ୍ୟା: ଫାର୍ମାସିଷ୍ଟଙ୍କ ମହାନତାକୁ ପ୍ରଶଂସା

ଗୁଣପୁର,୭।୭(ସୁଜାତା ପାଢ଼ୀ): ମାନବତା ଏବେ ବି ବଞ୍ଚିଛି । ରାୟଗଡା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯୁଗଳ କିଶୋର ଶବର ମହାନତା ଦେଖାଇ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri