ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା ମଞ୍ଚରେ ଅଭିନୟ କରିବେ।

ଏକ ଭିଡିଓରେ ରାଣୀ ପଣ୍ଡା କହିଛନ୍ତି, ମୁଁ ଆପଣମାନଙ୍କୁ କହିଥିଲି ବଲିଉଡ୍‌ର ଜଣେ ସୁପରଷ୍ଟାର ମୋ’ ଯାତ୍ରାରେ ଅଭିନୟ କରିବେ ଯାହା ପୂର୍ବରୁ ଜଣାଇଥିଲି। ଆଜି ସେହି ସୁଯୋଗ ମିଳିଛି। ଆଉ ସେହି ସୁପରଷ୍ଟାର ଆଉ କେହି ନୁହନ୍ତି ସେ ହେଉଛନ୍ତି ପୁନିତ୍‌ ଇସର। ଯିଏ କି ମହାଭାରତରେ ଦୁର୍ଯ୍ୟୋଧନ ଭୂମିକାରେ ଅଭିନୟ କରି ଘରେ ଘରେ ବେଶ୍‌ ପରିଚିତି ଲାଭ କରିଛନ୍ତି। ସେ ଅନେକ ସିନେମାରେ ମଧ୍ୟ ଅଭିନୟ କରିସାରିଛନ୍ତି। ଏଥର ଆପଣମାନେ ତାଙ୍କୁ ମୋ’ ଯାତ୍ରା ମଞ୍ଚ ‘ନାଟ୍ୟମଣ୍ଡପ’ରେ ଦେଖିବାର ସୁଯୋଗ ପାଇବେ। ଆପଣମାନେ ତାଙ୍କୁ ଆଶୀର୍ବାଦ କରନ୍ତୁ ସେ ନିଶ୍ଚିତ ଯାତ୍ରାରେ ବି ଭଲ ଅଭିନୟ କରିବେ ବୋଲି ମୋର ଆଶା ବୋଲି ରାଣୀ କହିଛନ୍ତି।

ସେହିପରି ପୁନିତ ମଧ୍ୟ ଓଡ଼ିଶାବାସୀଙ୍କୁ କହିଛନ୍ତି, ଡେଞ୍ଜର ଦୁର୍ଯ୍ୟୋଧନ ଆପଣଙ୍କ ସାମ୍ନାକୁ ଖୁବ୍‌ଶୀଘ୍ର ଆସୁଛି। ଆପଣମାନେ ମୋତେ ନିଶ୍ଚିତ ଆଶୀର୍ବାଦ କରିବେ।

ସୂଚନା ଥାଉକି, ପୂର୍ବରୁ ଅର୍ଦ୍ଧେନ୍ଦୁ ସାହୁଙ୍କ ଓଡ଼ିଆ ଫିଲ୍ମ ‘ଚ୍ୟାଲେଞ୍ଜ’ରେ ମଧ୍ୟ ପୁନିତ୍‌ ଅଭିନୟ କରିସାରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉସେନ ବୋଲ୍ଟଙ୍କୁ ପଛରେ ପକାଇଦେବ ରୋବୋ ‘ସୁପରମ୍ୟାନ୍‌’: ଡେଇଁପାରିବ ୨ ମିଟର

ବେଜିଂ,୨୦ା୮:ଚାଇନାର ପ୍ରସିଦ୍ଧ ରୋବୋଟିକ୍ସ ସଂସ୍ଥା ‘ୟୁନିଟ୍ରି ରୋବୋଟିକ୍ସ’ ଏକ ନୂଆ ହ୍ୟୁମାନଏଡ୍‌ (ମଣିଷ ଭଳି ଦିଶୁଥିବା) ରୋବୋ ପ୍ରସ୍ତୁତ କରିଛି, ଯାହା ମାନବୀୟ ଶାରୀରିକ ଦକ୍ଷତାର ସମସ୍ତ…

GEN-Z ,ଆଲ୍ଫାଙ୍କ ମନ ଜିତିବାକୁ ମୋଦି ସରକାରଙ୍କ ମାଷ୍ଟରପ୍ଲାନ୍‌: କଲେ ଏମିତି କାମ, ଦେଶରେ ଚହଳ

ନୂଆଦିଲ୍ଲୀ,୨୦।୮: ଜନ୍ତର-ମନ୍ତରରେ ନିକଟରେ ହୋଇଥିବା ପ୍ରତିବାଦ ପରେ ଜେନ ଜି ଓ ଜେନ ଆଲ୍ଫା ପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଏକ…

ଚିନି ଦର ବଢ଼ିବା ପରେ ସରକାର ନେଲେ ବଡ଼ ପଦକ୍ଷେପ, ସେପ୍ଟେମ୍ବର ୧ରୁ …

ନୂଆଦିଲ୍ଲୀ,୨୦।୮: ଭାରତ ବିଶ୍ୱରେ ଚିନିର ସବୁଠାରୁ ବଡ଼ ଉପଭୋକ୍ତା। ଅଗଷ୍ଟରୁ ନଭେମ୍ବର ମଧ୍ୟରେ ଗଣେଶ ଚତୁର୍ଥୀ, ଦଶହରା ଏବଂ ଦୀପାବଳି ଭଳି ପର୍ବପର୍ବାଣୀ ଯୋଗୁ ଚିନିର ଚାହିଦା…

୩ ରାଶି ହୋଇଯାଆନ୍ତୁ ସତର୍କ, ମାଡିଆସୁଛି ସଙ୍କଟ! ରକ୍ଷାବନ୍ଧନରେ ଘଟୁଛି ଏଭଳି ଯାହା କେବେ…

ରକ୍ଷାବନ୍ଧନ ଦିନ ଅର୍ଥାତ୍‌ ୨୮ ଅଗଷ୍ଟରେ ଆଂଶିକ ଚନ୍ଦ୍ରଗ୍ରହଣ ହେବ। ଜ୍ୟୋତିଷଙ୍କ ମତାନୁସାରେ, ଏହି ଗ୍ରହଣର ପ୍ରଭାବ କିଛି ରାଶିର ବ୍ୟକ୍ତିଙ୍କ ଉପରେ ପଡ଼ିପାରେ। ବିଶେଷକରି ମେଷ,…

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

ଭାଜପା ବିଧାୟକଙ୍କୁ ମନ୍ଦିରରେ ପୂରାଇ ଦେଲେନି…ଆସିଲା ସାଂଘାତିକ ଅଭିଯୋଗ

ଲକ୍ଷ୍ନୌ,୨୦।୮: ଲକ୍ଷ୍ନୌରେ ଜଣେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଜାତିଭିତ୍ତିକ ଭେଦଭାବ ସହିତ ଜଡିତ ଏକ ଘଟଣା ସାମ୍ନାକୁ ଆସିଛି। ମାଲିହାବାଦର ଭାଜପା ବିଧାୟକ ଜୟ…

ଲୋକ ସଭା ଆସନକୁ ନେଇ ବଡ଼ ଗେମ୍‌ ଖେଳିବ କଂଗ୍ରେସ! ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ଏକ ପ୍ରସ୍ତାବ ପାସ କରୁଛି

ନୂଆଦିଲ୍ଲୀ,୨୦।୮: କଂଗ୍ରେସ ବୁଧବାର ଦାବି କରିଥିଲା ଯେ ଆଗାମୀ ୨୫ ବର୍ଷ ପାଇଁ ୫୪୩ ଲୋକ ସଭା ଆସନର ବର୍ତ୍ତମାନର ସଂଖ୍ୟା ବଜାୟ ରଖାଯାଉ। ଦଳ ଏହା…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri