Posted inଖେଳ

ରଣଜୀ ଟ୍ରଫିରେ ପ୍ରଥମ ହ୍ୟାଟ୍ରିକ୍‌ ନେଇଥିଲେ ଏହି ବୋଲର୍‌

ଅଧିକାଂଶ ଭାରତୀୟ କ୍ରିକେଟ ପ୍ରେମୀ ହୁଏତ ସି.କେ ନାଇଡୁ, ଲାଲା ଅମରନାଥଙ୍କ ନାମ ଶୁଣିଥିବେ, କିନ୍ତୁ କେବଳ ବାକା ଜିଲାନିଙ୍କୁ କ୍ରିକେଟପ୍ରେମୀ କମ୍‌ ଜାଣିଥିବେ। ଜୁଲାଇ ୨୦, ୧୯୧୧ରେ ଜଳନ୍ଦରରେ ଜନ୍ମଗ୍ରହଣ କରିଥିବା ବାକା ତାଙ୍କର ୩୦ତମ ଜନ୍ମଦିନର ୧୮ଦିନ ପୂର୍ବରୁ ଏହି ଦନିଆରୁ ବିଦାୟ ଦେଇଥିଲେ। ଆଜି ବାକା ଜିଲାନୀଙ୍କ ୧୧୦ତମ ଜନ୍ମଦିବସ।
ବାକା ୧୯୩୬ ମସିହାରେ ଇଂଲଣ୍ଡ ବିପକ୍ଷରେ ଦି ଓଭାଲରେ ଭାରତ ପାଇଁ ଏକମାତ୍ର ଟେଷ୍ଟ ମ୍ୟାଚ ଖେଳିଥିଲେ। ସେ ୩୧ ଟି ପ୍ରଥମ ଶ୍ରେଣୀ ମ୍ୟାଚ ମଧ୍ୟ ଖେଳିଥିଲେ। ଭାରତୀୟ କ୍ରିକେଟ ଇତିହାସରେ ବାକାଙ୍କ ନାମ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିଛି। ସେ ରଣଜୀ ଟ୍ରଫିରେ ପ୍ରଥମ ବୋଲର ଭାବେ ହ୍ୟାଟ୍ରିକ ଅର୍ଜନ କରିଥିଲେ। ଆହୁରି ମଧ୍ୟ, ସର୍ବକନିଷ୍ଠ ଖେଳାଳି ଭାବେ ଦୁନିଆ ଛାଡିଥିବା ଦ୍ୱିତୀୟ ଭାରତୀୟ ଖେଳାଳି ଭାବରେ ବାକାଙ୍କ ନାମ ମଧ୍ୟ ଇତିହାସର ପୃଷ୍ଠାରେ ଲିପିବଦ୍ଧ ହୋଇଛି। ବାକା ଉଭୟ ବଲ ଏବଂ ବ୍ୟାଟ ସହ ଦଳକୁ ସାହାଯ୍ୟ କରିବାରେ ସକ୍ଷମ ହୋଇଥିଲେ। ଏକମାତ୍ର ଅନ୍ତର୍ଜାତୀୟ ମ୍ୟାଚରେ ତାଙ୍କ ରେକର୍ଡ ସେତେଟା ଭଲ ନ ଥିଲା। କିନ୍ତୁ ପ୍ରଥମ ଶ୍ରେଣୀ ମ୍ୟାଚରେ ସେ ୯୨୮ ରନ ସଂଗ୍ରହ କରି ୮୩ଟି ଉଇକେଟ ନେଇଥିଲେ। ସେ ସର୍ବଶ୍ରେଷ୍ଠ ୧୧୩ ରନ ଇନିଂସ ପାଇଥିଲେ। ବୋଲିଂରେ ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ୩୭/୭ ଥିଲା। ପ୍ରଥମ ଶ୍ରେଣୀ କ୍ରିକେଟର ଗୋଟିଏ ମ୍ୟାଚ୍‌ରେ ସେ ୧୦ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri