Posted inଫୁରସତ

ଏହି ଯୁବକଙ୍କୁ ବିବାହ କରିବାକୁ ପାଗଳପ୍ରାୟ ଝିଅମାନେ; ଆସୁଛି ଅନେକ ପ୍ରସ୍ତାବ, କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ବର୍ତ୍ତମାନ ଡିଜିଟାଲ ସମୟ। ଏହି ସମୟରେ ପୁସ୍ତକ ଯେମିତି ଫ୍ୟାଶନ ପାଲଟିଯାଇଛି। ପୁସ୍ତକ ସହ ଅନେକ ଲୋକ ଫଟୋ ଉଠାଇ ସୋସିଆଲ ମିଡିଆରେ ପୋଷ୍ଟ କରୁଥିବା ଆମେ ଦେଖିଛୁ। ହେଲେ ଦୃଦୟରୁ ପୁସ୍ତକୁ ଭଲ ପାଉଥିବା ଲୋକ ଖୁବ୍‌ କମ୍‌। ଏମିତି ଜଣେ ଯୁବକ ରହିଛନ୍ତି, ଯିଏକି ପୁସ୍ତକ ସହ ଜୀବନ ବିତାଉଛନ୍ତି। ଅର୍ଥାତ୍‌ ସେ ଲାଇବ୍ରେରୀରେ ରୁହନ୍ତି। ଏ ନେଇ ଯୁବକଜଣଙ୍କ ସୋସିଆଲ ମିଡିଆରେ କିଛି ଫଟୋ ପୋଷ୍ଟକରି ଏହା ଜଣାଇଛନ୍ତି। ହେଲେ ଆଶ୍ଚର୍ଯ୍ୟର କଥା ହେଲା ଏହା ପରଠାରୁ ଝିଅମାନେ ତାଙ୍କୁ ପ୍ରପୋଜ କରିବା ଆରମ୍ଭ କରିଦେଇଛନ୍ତି। ବିବାହ ପାଇଁ ମଧ୍ୟ ତାଙ୍କ ନିକଟକୁ ଅନେକ ପ୍ରସ୍ତାବ ଆସୁଛି।
ସୌମିକ ନାମକ ଯୁବକ ଏହି ଟୁଇଟ୍‌ କରିଛନ୍ତି। ସେ ଟୁଇଟରରେ ୩ଟି ଫଟୋ ପୋଷ୍ଟକରି ଲେଖିଛନ୍ତି, ମୁଁ ଲାଇବ୍ରେରୀରେ ରହୁଛି। ଏହା ସେଇମାନଙ୍କ ପାଇଁ ଯେଉଁମାନେ ମୋ ବିଷୟରେ ଜାଣି ନାହାନ୍ତି। ଅନ୍ୟ ଏକ ଟୁଇଟ୍‌ରେ ସୌମିକ ଲେଖିଛନ୍ତି, ଏହା ୭୦-୮୦ ପ୍ରତିଶତ ପୁସ୍ତକ। ସମୁଦାୟ ୮ ହଜାର ପୁସ୍ତର ମୋ ପାଖରେ ରହିଛି ବୋଲି ସେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା…

ଚତୁର୍ଥୀ କରିବାକୁ ରାଜି ହେଲେନି ନବବଧୂ, ଶାଶୁ କଲେ ଏମିତି କାମ, ଭିଡିଓ ଦେଖିଲେ…

ଲକ୍ଷ୍ନୌ,୨୭।୨: ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ଭିଡିଓ ଭାଇରାଲ ହେଉଛି। କିଛି ଲୋକଙ୍କୁ ହସାଇଥାଏ, ଆଉ କିଛି ସେମାନଙ୍କୁ ଚକିତ କରିଦିଏ। କେତେବେଳେ ଏପରି ଭିଡିଓ ସାମ୍ନାକୁ…

ଦିଲ୍ଲୀ ଅବକାରୀ ନୀତି ମାମଲାରେ ପୂର୍ବତନ ଏମପି କେ. କବିତା ନିର୍ଦ୍ଦୋଷରେ ଖଲାସ, କୋର୍ଟ ରାୟ ଉପରେ କହିଲେ…

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ଏକ କୋର୍ଟ ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କେ. କବିତାଙ୍କୁ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତିରେ ଦୋଷମୁକ୍ତ କରିଛନ୍ତି।…

ଏଥର ଚତୁର୍ଥ ଆସନ ଲଢ଼ିବ ବିଜେଡି, ସାରଦା ଜେନା କହିଲେ ବର୍ତ୍ତମାନ ଦଳର ସବୁ ବିଧାୟକ…

ଭୁବନେଶ୍ୱର,୨୭ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡି ବିଧାୟକ ସାରଦା ଜେନା ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଚତୁର୍ଥ ଆସନ ଲଢ଼ିବ।…

ସରକାର ଜାରି କଲେ କଡ଼ା ନିର୍ଦ୍ଦେଶ, ଲକ୍ଷଲକ୍ଷ ଇଣ୍ଡିଆନ ରେଲେଓ଼୍ବରେ ହେବ…

ନୂଆଦିଲ୍ଲୀ,୨୭।୨: ରେଳ ମନ୍ତ୍ରଣାଳୟ ପେନସନଭୋଗୀଙ୍କୁ ସାଇବର ଠକେଇ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଇ ଏକ ସରକାରୀ ପରାମର୍ଶ ଜାରି କରିଛି। ସମ୍ପ୍ରତି, ଅନେକ ମାମଲା ସାମ୍ନାକୁ…

ବଦ୍‌ଲା ନେଲେ ତାଲିବାନ ସରକାର: ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଡ୍ରୋନ ଆକ୍ରମଣ!

ଇସଲାମାବାଦ୍‌,୨୭।୨: ଆଫଗାନିସ୍ତାନର ତାଲିବାନ ସରକାର ପାକିସ୍ତାନ ଉପରେ ପ୍ରତିଶୋଧ ନେଇଛନ୍ତି। ତାଲିବାନ ପ୍ରତିରକ୍ଷା ମନ୍ତ୍ରଣାଳୟର ଉପ ମୁଖପାତ୍ର ହମଦୁଲ୍ଲା ଫିତରତ ଦାବି କରିଛନ୍ତି, ଫୈଜାବାଦରେ ପାକିସ୍ତାନ ପ୍ରଧାନମନ୍ତ୍ରୀ…

ଦିନ ଦ୍ୱିପ୍ରହରେ ହେଲମେଟ୍‌ ଚୋରି, ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦେଖନ୍ତୁ ଭିଡିଓ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ ): ଆଉ ଦୁଇ ଦିନ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା । ବର୍ତ୍ତମାନ ସାହି ଗୁଡିକରେ ଏହି…

ଜନଶୁଣାଣିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଅଧାରୁ ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଜଳେଶ୍ୱର,୨୭ା୨(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧିନସ୍ଥ ସେଖସରେଇ (କ) ବାଲି ସୈରାତ ପାଇଁ ଆୟୋଜିତ ଜନଶୁଣାଣି ରଣକ୍ଷେତ୍ରରେ ପରିଣତ ହୋଇଛି। ବାଲି ଖନନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri