Posted inଫୁରସତ

ଆଇଟି ଚାକିରି ଛାଡି ବିକୁଛନ୍ତି ଗଧ କ୍ଷୀର

ଅନେକେ ଭାବୁଥିବେ ଗଧ ନାମକ ପ୍ରାଣୀଟି କୌଣସି କାମକୁ ନୁହେଁ। ଭାର ଉଠାଇବା ଛଡା ଏହା ଅନ୍ୟ କୌଣସି କାମରେ ଆସୁ ନ ଥିବ। କିନ୍ତୁ ଜାଣି ଆଶ୍ଚର୍ଯ୍ୟ ହେବେ କର୍ନାଟକ ମାଙ୍ଗାଲୁରୁର ଶ୍ରୀନିବାସ ଗୌଡା ନାମକ ଜଣେ ସଫ୍ଟଓ୍ବେର ଇଞ୍ଜିନିୟର ମୋଟା ଦରମାଯୁକ୍ତ ଚାକିରି ଛାଡି ଆରମ୍ଭ କରିଛନ୍ତି ଡଙ୍କି ମିଲ୍କ ଫାର୍ମ। ଏଥିରେ ସେ ୪୨ ଲକ୍ଷ ଟଙ୍କା ନିବେଶ କରିଛନ୍ତି। ତାଙ୍କ ଫାର୍ମରେ ଏବେ ୨୦ଟି ଗଧ ଅଛି। ଏହାକୁ ଭାରତ ଓ କର୍ନାଟକର ପ୍ରଥମ ଗଧ ପାଳନ ପ୍ରଶିକ୍ଷଣ କେନ୍ଦ୍ର ବୋଲି କୁହାଯାଉଛି। ଶ୍ରୀନିବାସ କହନ୍ତି, ‘ଗଧ କ୍ଷୀରର ଚାହିଦା ଦିନକୁ ଦିନ ବଢିବାରେ ଲାଗିଛି। କାରଣ ଏହା ସ୍ବାଦିଷ୍ଟ, ଔଷଧୀୟ ଗୁଣରେ ଭରପୁର। ହେଲେ ଏହା ବହୁତ ମହଙ୍ଗା। ମୁଁ ଚାହେଁ ସମସ୍ତେ ଗଧ କ୍ଷୀର ସୁଲଭ ମୂଲ୍ୟରେ ପାଆନ୍ତୁ। ତେଣୁ ପ୍ୟାକେଟ୍‌ କରି କ୍ଷୀର ବିକ୍ରି କରିବାର ଯୋଜନା ରଖିଛି। ତା’ଛଡା ବ୍ୟୁଡି ପ୍ରଡକ୍ଟ ପାଇଁ ମଧ୍ୟ ଗଧ କ୍ଷୀର ବିକ୍ରି କରିବାକୁ ଯୋଜନା ରଖିଛି।’ ବ୍ୟବସାୟ ଆରମ୍ଭରୁ ହଁି ଶ୍ରୀନିବାସଙ୍କୁ ୧୭ ଲକ୍ଷ ଟଙ୍କାର ଅର୍ଡର ମିଳି ସାରିଛି। ଜୁନ୍‌ ୮ ତାରିଖରେ ସେ ବ୍ୟବସାୟ ଆରମ୍ଭ କରିଥିଲେ। ତେବେ ସେ ଯେତେବେଳେ ପ୍ରଥମେ ପରିବାର ଓ ସାଙ୍ଗସାଥୀଙ୍କୁ ଗଧ ଫାର୍ମ କରିବା କଥା ଜଣାଇଥିଲେ ସମସ୍ତେ ତାଙ୍କୁ ପରିହାସ କରିଥିଲେ। ଏବେ କିନ୍ତୁ ତାଙ୍କ ସଫଳତା ଦେଖି ସମସ୍ତେ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

୧୭୦୦ ଟଙ୍କାର ଚପଲ ପାଇଁ ମ୍ୟାନେଜରଙ୍କ ନାଁରେ ଜାମିନବିହୀନ ୱାରେଣ୍ଟ ଜାରି: ପୂରା ଘଟଣା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨୬।୧୨: ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଗ୍ରାହକ ଅଧିକାର ସମ୍ପର୍କିତ ଏକ ଅତ୍ୟନ୍ତ ଗମ୍ଭୀର ଏବଂ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। କେବଳ ଏକ ଚପଲ...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ସ୍ବାମୀଙ୍କ ୫୦୦ରୁ ଅଧିକ ମହିଳାଙ୍କ ସହ ଥିଲା ସମ୍ପର୍କ: ସ୍ତ୍ରୀ ଜାଣିବା ପରେ ଘଟିଲା…

ନୂଆଦିଲ୍ଲୀ,୨୩।୧୨: ବିଶ୍ୱରେ ଏପରି ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କର ବିବାହ ସାଥୀଙ୍କୁ ପ୍ରତାରଣା ଯୋଗୁ ଭାଙ୍ଗିଯାଏ। ବିବାହିତ ହେବା ସତ୍ତ୍ୱେ, ସେମାନଙ୍କର ଅନ୍ୟ ପୁରୁଷ କିମ୍ବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri