Posted inଫୁରସତ

ଏମିତି ସହର, ଯେଉଁଠି ସବୁକିଛି ଧଳା, କୋଠାରୁ ଆରମ୍ଭ କରି…

ସମସ୍ତେ ରଙ୍ଗକୁ ଭଲ ପାଆନ୍ତି। ରଙ୍ଗୀନ ଘର, ରଙ୍ଗଜୀନ କୋଠା ସମସ୍ତଙ୍କୁ ଆକର୍ଷିତ କରେ। ଆପଣ ଜାଣନ୍ତି କି, ବିଶ୍ୱରେ ଏପରି ଏକ ସହର ଅଛି ଯେଉଁଠାରେ ସବୁକିଛି ଧଳା। ଏହି ସହର ରଙ୍ଗୀନ ପୋଷାକ କିମ୍ବା ରଙ୍ଗୀନ ଯାନବାହନ ପସନ୍ଦ କରେ ନାହିଁ? ଆଜ୍ଞା ହଁ ଏପରି ଏକ ସହର ହେଉଛି ତୁର୍କମେନିସ୍ତାନର ରାଜଧାନୀ ଆଶଗାବାତ। ଯାହା ଧଳା ମାର୍ବଲ ସହର ଭାବରେ ଜଣାଯାଏ। ଏଠାରେ ପ୍ରତ୍ୟେକ କୋଠା ଧଳା ମାର୍ବଲରେ ତିଆରି। ଏହା ଏକ ସାଧାରଣ କଥା ନୁହେଁ, ସ୍ଥାନୀୟ ନିୟମର ଏକ ଅଂଶ।

ଆଶଗାବାତରେ ସବୁଠି ଧଳା ରଙ୍ଗ ଦେଖାଯାଏ। ପ୍ରତ୍ୟେକ କୋଠା, ରାସ୍ତା, ଫୁଟ୍‌ପାଥ୍‌, ବସ୍‌ ଷ୍ଟପ, ସବୁକିଛି ଧଳା ଚାଦରରେ ଆଚ୍ଛାଦିତ। ଯେତେବେଳେ ସୂର୍ଯ୍ୟକିରଣ ଏହି ମାର୍ବଲ କୋଠାଗୁଡ଼ିକ ଉପରେ ପଡ଼େ, ଏହା ଏକ ଆଶ୍ଚର୍ଯ୍ୟଠାରୁ କମ ନୁହେଁ। ସହରର ଚମକ ଦେଖିବା ପାଇଁ ଏକ ଦୃଶ୍ୟ। ଆଶଗାବାତ ଗିନିଜ ବୁକ ଅଫ୍‌ ଓ୍ବାଲର୍‌ଡ ରେକର୍ଡରେ ସ୍ଥାନ ପାଇଛି।

୨୦୦୦ ପରେ ଯେତେବେଳେ ଅଶଗାବାତ ପୁରୁଣା ସୋଭିଏତ୍‌ ଯୁଗର ଢାଞ୍ଚାରୁ ଉଭା ହୋଇଥିଲା। ସେତେବେଳେ ରାଷ୍ଟ୍ରପତି ସହରକୁ ଧଳା ମାର୍ବଲରେ ଆଚ୍ଛାଦିତ କରିବାକୁ ନିଷ୍ପତ୍ତି ନେଇଥିଲେ। ଧଳା ମାର୍ବଲର ବ୍ୟାପକ ବ୍ୟବହାର ସହିତ ୫୫୦ରୁ ଅଧିକ ନୂତନ କୋଠା ନିର୍ମାଣ କରାଯାଇଥିଲା।

ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଆଶଗାବାତର ରାସ୍ତାରେ କେବଳ ଧଳା କାର୍‌ ଚାଲିପାରିବ। ଯଦି କେହି ରଙ୍ଗୀନ କାର୍‌ ଚଲାନ୍ତି, ତେବେ ତୁର୍କମେନିସ୍ତାନ ପୋଲିସ ତୁରନ୍ତ ଏହାକୁ ଜବତ କରି ଭାରୀ ଜରିମାନା ଆଦାୟ କରେ। କୁହାଯାଏ, କାରଟିର ମାଲିକ ଧଳା ରଙ୍ଗ ନ କରିବା ପର୍ଯ୍ୟନ୍ତ ତାଙ୍କୁ ତ୍ରାହି ନାହିଁ। ଏହି ନିୟମ ୨୦୧୮ରେ ତତ୍କାଳୀନ ରାଷ୍ଟ୍ରପତି ଗୁରବାଙ୍ଗୁଲି ବର୍ଦିମୁଖାମେଦୋଭଙ୍କ ଦ୍ୱାରା ପ୍ରଚଳନ କରାଯାଇଥିଲା। କୁହାଯାଏ, ସେ ଧଳା ରଙ୍ଗକୁ ବହୁତ ପସନ୍ଦ କରୁଥିଲେ। ପ୍ରାରମ୍ଭରେ ରାଷ୍ଟ୍ରପତି ନିଜର ଇଚ୍ଛା ପୂରଣ କରିବା ପାଇଁ ସମଗ୍ର ସହରକୁ ଧଳା ରଙ୍ଗ କରିଥିଲେ, ଯାହା ପରେ ଏକ ସରକାରୀ ନିୟମ ପାଲଟିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?