ମୋଟାପଣକୁ କମ୍‌ ଦେଖାଇଥାଏ ଏହି କଲର ଆଉଟ୍‌ଫିଟ୍‌

ଷ୍ଟାଇଲିଶ୍‌ ଓ ଗ୍ଲାମର୍ସ ଦେଖାଯିବା ପାଇଁ ହେଲେ ପ୍ରଥମେ ନିଜ ଆଉଟ୍‌ଫିଟ୍‌ ଉପରେ ଧ୍ୟାନଦେବାକୁ ହେବ। ତେବେ ବ୍ଲାକ୍‌ କଲର ଆଉଟ୍‌ଫିଟ୍‌ ମୋଟାପଣକୁ କମ୍‌ ଦେଖାଇଥାଏ। ତେଣୁ ପ୍ଲସ୍‌ ସାଇଜ୍‌ ମହିଳା ଏହି ରଙ୍ଗର ବିଭିନ୍ନ
ଡିଜାଇନ ଆପଣାଇ ପାରିବେ…
ବ୍ଲାକ୍‌ କଲର ଡ୍ରେସ୍‌ କିଣୁଥିଲେ ପ୍ରିଣ୍ଟେଡ୍‌ର ଲମ୍ବା ଡ୍ରେସ୍‌ କିଣନ୍ତୁ। ଏଭଳି ଡ୍ରେସ୍‌ ପିନ୍ଧିଲେ ପତଳା ଦେଖାଯିବେ।
ଯଦି ହାଇଟ୍‌ ଠିକ୍‌ ଥିବ ଓ ପ୍ଲସ୍‌ ସାଇଜ୍‌ ହୋଇଥିବ ତା’ହେଲେ ଭର୍ଟିକାଲ ଲାଇନ୍‌ ପ୍ରିଣ୍ଟଥିବା ଡ୍ରେସ୍‌ ପିନ୍ଧନ୍ତୁ।
ବ୍ଲାକ୍‌ର ବେଲ୍ଟ ଡ୍ରେସ୍‌ ମଧ୍ୟ ପ୍ଲସ୍‌ ସାଇଜ୍‌ ମହିଳାଙ୍କୁ ଭଲ ଲାଗିବ। ଏଭଳି ଡ୍ରେସ୍‌ରେ ବଡି ଫ୍ୟାଟ୍‌ କମ୍‌ ଲାଗିବ। ତେବେ ମୋଟା ବେଲ୍ଟ ପିନ୍ଧନ୍ତୁ, କିଛି ମାତ୍ରାରେ ପେଟ ଚାପି ହୋଇ ଛୋଟ ଲାଗିବ।
କଟନ୍‌ ଓ ଡେନିମ୍‌ ଫାବ୍ରିକ୍‌ର ଡ୍ରେସ୍‌ ପିନ୍ଧନ୍ତୁ ନାହିଁ, ଏଥିରେ ଅଧିକ ମୋଟା ଜଣାପଡ଼ିବ।
ଲାଇଲନ୍‌ କ୍ରେପ୍‌ ଓ ଶିଫନ୍‌ ଭଳି ଫାବ୍ରିକ୍‌ର ଫିଟିଂ ଡ୍ରେସ୍‌ ପିନ୍ଧନ୍ତୁ, ପତଳା ଦେଖାଯିବେ।
ବ୍ଲାକ୍‌ ଶାଢ଼ିରେ ମଧ୍ୟ ମୋଟାପଣକୁ କିଛି ମାତ୍ରାରେ ଲୁଚାଇ ହେବ। ଶାଢ଼ିରେ ମଧ୍ୟ ଭର୍ଟିକାଲ୍‌ ପ୍ରିଣ୍ଟ ପିନ୍ଧନ୍ତୁ ଅଧିକ ପତଳା ଲାଗିବେ। ତେବେ ଶାଢ଼ି ପିନ୍ଧିବା ସମୟରେ ପେଟିକୋଟ୍‌ ଠିକ୍‌ ଭାବେ ବାନ୍ଧନ୍ତୁ ନଚେତ୍‌ ମୋଟା ଲାଗିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri