Posted inଫୁରସତ

ସନ୍ତାନ ଜନ୍ମ କରିବା ପାଇଁ ଲକ୍ଷ ଲକ୍ଷ ଟଙ୍କା ଦେଉଛି ଏହି କମ୍ପାନୀ: ଏହା ପଛର କାରଣ ରହିଛି….

ଦୁନିଆର କିଛି ଦେଶର ଜନସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ କିଛି ଦେଶର ଜନସଂଖ୍ୟା ଦ୍ରୁତ ଗତିରେ ହ୍ରାସ ପାଉଛି। ଉଭୟ ପ୍ରକାରର ଦେଶ ନିଜ ନିଜ ସମସ୍ୟାର ମୁକାବିଲା ପାଇଁ ବିଭିନ୍ନ ପଦ୍ଧତି ଅବଲମ୍ବନ କରୁଛନ୍ତି। ଏହିପରି ଗୋଟିଏ ଦେଶ ହେଉଛି ଦକ୍ଷିଣ କୋରିଆ। ଏଠାରେ ଜନସଂଖ୍ୟା ଦ୍ରୁତ ଗତିରେ ହ୍ରାସ ପାଉଛି। ଏହି କାରଣରୁ ଏଠାରେ ପିଲାମାନଙ୍କୁ ସନ୍ତାନ ପ୍ରାପ୍ତି ପାଇଁ ଉତ୍ସାହିତ କରାଯାଉଛି।

ଦକ୍ଷିଣ କୋରିଆ କମ୍ପାନୀ ବୁୟୋଙ୍ଗ ଗ୍ରୁପ ଦେଶରେ ଦ୍ରୁତ ଗତିରେ ପ୍ରଜନନ ହାର କମିବାକୁ ନେଇ ଚିନ୍ତିତ। କମ୍ପାନୀରେ କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କୁ ସନ୍ତାନ ଜନ୍ମ ପାଇଁ ୭୫୦୦୦ ଡଲାର (ପ୍ରାୟ ୬୨ ଲକ୍ଷ ଟଙ୍କା) ଦେଉଛନ୍ତି। କମ୍ପାନୀ କହିଛି ଯେ, ଏହା ସହିତ କର୍ମଚାରୀଙ୍କୁ ଅନ୍ୟାନ୍ୟ ସୁବିଧା ଏବଂ ଛୁଟି ମଧ୍ୟ ଯୋଗାଇବ।

ଦକ୍ଷିଣ କୋରିଆ ବର୍ତ୍ତମାନ ବିଶ୍ୱର ସର୍ବନିମ୍ନ ପ୍ରଜନନ ହାର ସମସ୍ୟା ସହ ସଂଘର୍ଷ କରୁଛି। ୨୦୨୨ ବର୍ଷର ରିପୋର୍ଟକୁ ଦେଖିବା, ଏଠାରେ ପ୍ରଜନନ ହାର ୦.୭୮ ଥିଲା। ସେହି ସମୟରେ ପରିସଂଖ୍ୟାନ ଉପରେ କୋରିଆର ସରକାରୀ ପୂର୍ବାନୁମାନ ଅନୁଯାୟୀ, ଏହି ଅନୁପାତ ୨୦୨୫ରେ୦.୬୫ କୁ ଖସିପାରେ । ଏଭଳି ପରିସ୍ଥିତିରେ ଦେଶ ସାମ୍ନା କରୁଥିବା ଏକ ବଡ ସମସ୍ୟା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଷ୍ଟାର୍ମରଙ୍କ ଇସ୍ତଫା ପେରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି,…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri