X ଉପରେ ସାଇବର ଆଟାକ୍‌ ପଛରେ ଅଛି ଏହି ଦେଶ! ଏଲନ ମସ୍କଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୧।୩: ସାରା ବିଶ୍ୱରେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ସର୍ଭର ହୋଇଯାଛି। ଫଳରେ ୟୁଜର୍ସମାନେ ନାହିଁ ନ ଥିବା ଅସୁବିଧାର ସାମ୍ନା କରୁଛନ୍ତି। ଆମେରିକାର DOGE ବିଭାଗର ମୁଖ୍ୟ ଏଲନ ମସ୍କ ଦାବି,ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (ଟୱିଟର) ୟୁକ୍ରେନ ଅଞ୍ଚଳରୁ ଏକ ସାଇବର ଆକ୍ରମଣ ଦ୍ୱାରା ପ୍ରଭାବିତ ହୋଇଛି। ଏହା ଯୋଗୁ ଏକ୍ସର ସର୍ଭର ସାରା ବିଶ୍ୱରେ ଡାଉନ ହୋଇଯାଇଥିଲା।

ମସ୍କ କହିଛନ୍ତି, ପ୍ରକୃତରେ କ’ଣ ଘଟିଥିଲା ତାହା ଆମେ ଜାଣିନାହୁଁ, କିନ୍ତୁ ଏକ୍ସ ସିଷ୍ଟମକୁ ଭାଙ୍ଗିବା ପାଇଁ ୟୁକ୍ରେନ ଅଞ୍ଚଳର ଏକ IP ଠିକଣା ବ୍ୟବହାର କରି କ୍‌ସାଇବର ଆକ୍ରମଣ କରାଯାଇଥିଲା।’ ଏକ୍ସର ସ୍ଥିତି କ୍‌ଏବେ ସମ୍ପୂର୍ଣ୍ଣ ଠିକ ଅଛି।

ପୂର୍ବରୁ ଏକ୍ସ ପୋଷ୍ଟରେ, ମସ୍କ ସାଇବର ଆକ୍ରମଣରେ ଏକ ବିପଦଜନକ ଗୋଷ୍ଠୀ କିମ୍ବା ଏକ ଦେଶ ସମ୍ପୃକ୍ତ ଥିବା ସମ୍ଭାବନା ପ୍ରକାଶ କରିଥିଲେ। ସେ ଲେଖିଛନ୍ତି, ଏକ୍ସ ଉପରେ ସାଇବର ଆକ୍ରମଣ ହୋଇଛି। ପ୍ରତିଦିନ ଏକ୍ସ ଉପରେ ସାଇବର ଆକ୍ରମଣ ହେଉଛି, କିନ୍ତୁ ଏଥର ଏକ୍ସକୁ ବଡ଼ ଧରଣର ଟାର୍ଗେଟ କରାଯାଇଥିଲା। ଏହା କ’ଣ କୌଣସି ବିପଦପୂର୍ଣ୍ଣ ଗୋଷ୍ଠୀର କାମ ନା କୌଣସି ଦେଶ ମଧ୍ୟ ଏଥିରେ ସାମିଲ ଅଛି? ଏହାକୁ ଯାଞ୍ଚ କରାଯାଉଛି।

ସୂଚନାଯୋଗ୍ୟ,ଏଲନ ମସ୍କ ରୁଷ ଯୁଦ୍ଧକୁ ନେଇ ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଅନେକ ଥର ସମାଲୋଚନା କରିଛନ୍ତି। ୟୁକ୍ରେନୀୟ ରାଷ୍ଟ୍ରପତିଙ୍କୁ ଜଣେ ଏକଛତ୍ରବାଦୀ ବୋଲି କହି ମସ୍କ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…

କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri