Posted inଖେଳ

ଚମତ୍କାର କ୍ୟାଚ୍‌ ଧରିଲେ ଏହି କ୍ରିକେଟର୍‌, ସମସ୍ତେ ଦେଖି ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ

ଆଣ୍ଟିଗୁଆ,୨।୨: ୱେଷ୍ଟଇଣ୍ଡିଜରେ ଖେଳାଯାଉଥିବା ଅଣ୍ଡର -୧୯ ବିଶ୍ୱକପରେ ଅନେକ ମହାନ ମ୍ୟାଚ ଦେଖିବାକୁ ମିଳିଥିଲା। ଟୁର୍ନାମେଣ୍ଟ ବର୍ତ୍ତମାନ ଶେଷ ହେବାକୁ ଯାଉଛି ଏବଂ ମଙ୍ଗଳବାରଠାରୁ ସେମିଫାଇନାଲ ପର୍ଯ୍ୟାୟ ଆରମ୍ଭ ହେଉଛି। ପ୍ରଥମ ସେମିଫାଇନାଲରେ ଇଂଲଣ୍ଡ ଏବଂ ଆଫଗାନିସ୍ତାନର ଦଳ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଭାରତ ଏବଂ ଅଷ୍ଟ୍ରେଲିଆର ଦଳ ମୁକାବିଲା କରିବେ।
ଏହି ସମୟରେ, ଜାନୁଆରୀ ୩୦ରେ, ଆଉ ଏକ ରୋମାଞ୍ଚକର ମ୍ୟାଚ ଖେଳାଯାଇଥିଲା। ଏଥିରେ ଶ୍ରୀଲଙ୍କା ଏବଂ ଦକ୍ଷିଣ ଆଫ୍ରିକାର ଅଣ୍ଡର -୧୯ ଦଳ ମୁହାଁମୁହିଁ ହୋଇଥିଲେ। ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଦକ୍ଷିଣ ଆଫ୍ରିକାକୁ ୬୫ ରନରେ ପରାସ୍ତ କରିଛି। ପରାଜୟ ସତ୍ତ୍ୱେ ଆଫ୍ରିକୀୟ ଦଳ ପ୍ରଶଂସକଙ୍କ ହୃଦୟ ଜିତିଥିଲେ। ଏହି ମ୍ୟାଚରେ ଆଫ୍ରିକାର ଆଣ୍ଡାଇଲ ସିମିଲାନେ ଦ୍ୱିତୀୟ ସ୍ଲି ରେ ସାକୁନା ଲିଆନେଜଙ୍କ କ୍ୟାଚ ଧରିଥିଲେ। ଏହା ଏକ ଚମତ୍କାର କ୍ୟାଚ୍‌ ଥିଲା। ଶ୍ରୀଲଙ୍କା ଇନିଂସର ନବମ ଓଭରରେ ଏହା ଘଟିଛି। ମାଥ୍ୟୁ ବୋଷ୍ଟ ସେହି ସମୟରେ ବୋଲିଂ କରୁଥିଲେ। ଲିଆନେଜ ଓଭରର ତୃତୀୟ ବଲକୁ ଭଲ ଭାବରେ ପଢି ନ ପାରି କଟ କରିବା ପ୍ରୟାସରେ କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ସିମିଲାନ ସ୍ଲିପ୍‌ ଚମତ୍କାର କ୍ୟାଚ ଧରିଥିଲେ। ପ୍ରଥମେ ବଲଟି ତାଙ୍କ ହାତରୁ ଖସି ପଡିଥିଲା, କିନ୍ତୁ ସେ ଏହାକୁ ଛାଡି ନ ଥିଲେ। ଏହି କ୍ୟାଚ୍‌ ପାଇଁ ସିମିଲାନଙ୍କୁ ବହୁତ ପ୍ରଶଂସା କରାଯାଉଛି। ତାଙ୍କ କ୍ୟାଚ୍‌ରଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?