Posted inଖେଳ

କ୍ୟାରିୟର୍‌ର ୧୦୦ତମ ଟେଷ୍ଟରେ ଭୋ ଭୋ ହୋଇ କାନ୍ଦିଲେ ଏହି କ୍ରିକେଟର୍‌

ଧର୍ମଶାଳା,୭।୩:ଇଂଲଣ୍ଡ ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋ ତାଙ୍କ କ୍ୟାରିୟରର ୧୦୦ତମ ଟେଷ୍ଟ ମ୍ୟାଚ ଖେଳୁଛନ୍ତି। ଧର୍ମଶାଳା ଟେଷ୍ଟ ମ୍ୟାଚ ପୂର୍ବରୁ ଇଂଲଣ୍ଡ ଦଳ ତାଙ୍କୁ ଏକ ବିଶେଷ ସମ୍ମାନରେ ସମ୍ମାନିତ କରିଥିଲା। ଏହି ଅବସରରେ ବେୟାରଷ୍ଟୋଙ୍କ ପରିବାର ମଧ୍ୟ ପଡ଼ିଆରେ ଉପସ୍ଥିତ ଥିଲେ। ଏହି ଯାତ୍ରା ଏପର୍ଯ୍ୟନ୍ତ ସେମାନଙ୍କ ପାଇଁ ସହଜ ହୋଇନାହିଁ। ବେୟାରଷ୍ଟୋ ଅନେକ ସଂଘର୍ଷର ସମ୍ମୁଖୀନ ହୋଇଛି।
ଧର୍ମଶାଳାରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ମ୍ୟାଚର ଏକ ଅଂଶ ହେଉଛନ୍ତି ବେୟାରଷ୍ଟୋ। ଏହି ମ୍ୟାଚ ପୂର୍ବରୁ ଇଂଲଣ୍ଡ କ୍ରିକେଟ ଦଳ ତାଙ୍କୁ ସମ୍ମାନିତ କରିଥିଲେ। ଏହି ଅବସରରେ ବେୟାରଷ୍ଟୋ ଭାବପ୍ରବଣ ହୋଇଥିଲେ। ତାଙ୍କ ଆଖିରୁ ଲୁହ ଝରିଥିଲା।
ବେୟାରଷ୍ଟୋଙ୍କ ମା’ ଦୁଇଥର କର୍କଟ ରୋଗରେ ପୀଡିତ ଥିଲେ। ବେୟାରଷ୍ଟୋଙ୍କ କ୍ୟାରିୟରରେ ତାଙ୍କ ମା’ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। କଠିନ ପରିସ୍ଥିତି ସତ୍ତ୍ୱେ ସେ ଅଭ୍ୟାସକୁ କେବେ ବି ହାତଛଡ଼ା କରି ନ ଥିଲେ।
ରିପୋର୍ଟ ଅନୁଯାୟୀ, ବେୟାରଷ୍ଟୋଙ୍କ ବାପା ଆତ୍ମହତ୍ୟା କରିଥିଲେ। ବେୟାରଷ୍ଟୋଙ୍କ ପିତା ଡେଭିଡ ବେୟାରଷ୍ଟୋ ମଧ୍ୟ ଜଣେ କ୍ରିକେଟର ଥିଲେ। କିନ୍ତୁ ମାନସିକ ଚାପ ଯୋଗୁ ସେ ଆତ୍ମହତ୍ୟା କରିଥିଲେ। ଏହା ପରେ ଜନି ବେୟାରଷ୍ଟୋଙ୍କ ଜୀବନ ଅନେକ ଉତ୍ଥାନ-ପତନ ଦେଇ ଗତି କଲା।
ସୂଚନାଯୋଗ୍ୟ ଯେ, ବେୟାରଷ୍ଟୋ ଏପର୍ଯ୍ୟନ୍ତ ୧୦୦ଟି ଟେଷ୍ଟରେ ୫୯୬୪ ରନ ସ୍କୋର କରିଛନ୍ତି। ସେ ଏହି ଫର୍ମାଟରେ ୧୨ ଶତକ ଏବଂ ୨୬ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କର ସର୍ବଶ୍ରେଷ୍ଠ ସ୍କୋର ଅପରାଜିତ ୧୬୭ ରନ ରହିଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଟିମ କୁକ୍‌ଙ୍କ ବାର୍ଷିକ ଆୟ ୫୨୫ କୋଟି, ଏବେ ତାଙ୍କର କେତେ ସମ୍ପତ୍ତି? ଶୁଣିଲେ ଆଶ୍ଚର୍ଯ୍ୟ ହେବେ

ଓ୍ବାଶିଂଟନ,୨୧।୪: ବିଶ୍ୱର ସବୁଠାରୁ ମୂଲ୍ୟବାନ କମ୍ପାନୀ ମଧ୍ୟରୁ ଗୋଟିଏ ଆପଲରୁ ଏକ ବଡ଼ ଖବର ଆସିଛି। ଆପଲର ଏକ ଯୁଗ ଶେଷ ହେବାକୁ ଯାଉଛି। ଆପଲର ସିଇଓ…

ଏହି ଜିଲାରେ ସ୍କୁଲ, କଲେଜ ଛୁଟି ୪ ଦିନ ବଢ଼ିଲା, ପ୍ରବଳ ଗରମକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

ଭୁବନେଶ୍ୱର,୨୧।୪: ବଲାଙ୍ଗୀର ଜିଲାରେ ସ୍କୁଲ, କଲେଜ, ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ୪ ଦିନ ବଢ଼ିଲା। ପ୍ରବଳ ଗରମକୁ ଦୃଷ୍ଟିରେ ରଖି ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ଛୁଟି…

ବ୍ରିଚ କାଣ୍ଡି ହସ୍ପିଟାଲରେ ଭର୍ତ୍ତି ହେଲେ NCP ଅଧ୍ୟକ୍ଷ

ମୁମ୍ବାଇ,୨୧।୪: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP)ର ଅଧ୍ୟକ୍ଷ ଏବଂ ରାଜ୍ୟ ସଭା ଏମପି ଶରଦ ପାୱାରଙ୍କୁ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ…

ଷ୍ଟିଲ୍‌ସିଟିରେ ରାଷ୍ଟ୍ରପତି: ଅଭିଭାଷଣରେ କହିଲେ ସୁନ୍ଦରଗଡ଼ କେବଳ ସଂସ୍କୃତି ପାଇଁ ନୁହେଁ, ସଂଗ୍ରାମ ହେଉଛି…

ରାଉରକେଲା,୨୧ା୪: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ଝାରସୁଗୁଡ଼ା ଏୟାରପୋର୍ଟରେ ଓହ୍ଲାଇ ସ୍ୱତନ୍ତ୍ର ହେଲିକପ୍ଟରରେ ଆସି ଷ୍ଟିଲସିଟି ରାଉରକେଲାରେ ମଙ୍ଗଳବାର ପହଞ୍ଚିଛନ୍ତି। ଏଠାରେ…

ପ୍ରଧାନମନ୍ତ୍ରୀଙ୍କୁ ‘ଝାଲମୁଢ଼ି’ ଖୁଆଇଥିବା ଦୋକାନୀଙ୍କ ମାସିକ ଆୟ ଜାଣିଲେ ଉଡ଼ିଯିବ ହୋସ୍‌

କୋଲକାତା,୨୧।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ମୋଦି ଝାରଗ୍ରାମରେ ‘ଝାଲମୁଢି’ ଖାଇବାକୁ ନେଇ ଚର୍ଚ୍ଚା ଜୋର ଧରିଛି। କିନ୍ତୁ ତାଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତି…

ବରୁଣେଇ ପୀଠରେ ସାମୁହିକ ବିବାହ ଉତ୍ସବ: ୪୯ ଯୋଡ଼ିଙ୍କର ଏକାସାଙ୍ଗେ ପଡ଼ିଲା ହାତଗଣ୍ଠି

ଖୋର୍ଦ୍ଧା,୨୧ା୪(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ବରୁଣେଇ ପୀଠରେ ସାମୁହିକ ବିବାହୋତ୍ସବ ଅନୁଷ୍ଠିତ ହୋଇଛି। ଜିଲାରେ ବିଭିନ୍ନ ବ୍ଲକରୁ ମନୋନୀତ ହୋଇଥିବା ୪୯ ଯୋଡ଼ି ଏହି ବିବାହରେ ସାମିଲ…

ଇସଲାମାବାଦ ଆଲୋଚନାରେ ନୂଆ ଟୁଇଷ୍ଟ! ଯୋଗ ଦେବେ ଟ୍ରମ୍ପ, ଇରାନ ପାଇଁ ଏହା ସରପ୍ରାଇଜ ନାଁ ଆଶ୍ଚର୍ଯ୍ୟକର ଘଟଣା? ଜାଣନ୍ତୁ…

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ଇସଲାମାବାଦରେ ହେବାକୁ ଥିବା ଇରାନ ସହିତ ଶାନ୍ତି ଆଲୋଚନାରେ ଅଂଶଗ୍ରହଣ କରିପାରନ୍ତି; କିନ୍ତୁ, ସେ ବ୍ୟକ୍ତିଗତ ଭାବରେ ଯୋଗ…

ମୁଁ ନିଜକୁ ଅସହଜ ମନେ କରୁଛି….ମୈଥିଲିଙ୍କ ଚାଞ୍ଚଲ୍ୟକର ବୟାନ

କୋଲକାତା,୨୧।୪:ଭାଜପା ବିଧାୟକ ମୈଥିଲି ଠାକୁର ବଙ୍ଗଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ହୁଗଲି (ପଶ୍ଚିମବଙ୍ଗ)କୁ ନିର୍ବାଚନ ପ୍ରଚାର ପାଇଁ ଆସିଛନ୍ତି। ବଙ୍ଗଳାରେ ପହଞ୍ଚିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri