ଉର୍ବଶୀଙ୍କୁ ଫଲୋ କରି ଅନ୍‌ଫଲୋ କଲେ ଏହି କ୍ରିକେଟର

ବଲିଉଡ ଅଭିନେତ୍ରୀ ଉର୍ବଶୀ ରୌତେଲା ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ନିକଟରେ ପାକିସ୍ତାନୀ କ୍ରିକେଟର ନସିମ ଶାହାଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ଆଉ ଏକ ଖବର ସାମ୍ନାକୁ ଆସିଛି ଯେ, ନସିମ ଶାହା ଇନଷ୍ଟାଗ୍ରାମରେ ଅଭିନେତ୍ରୀଙ୍କୁ ଫଲୋ କରିଥିଲେ ଏବଂ ପରେ ତାଙ୍କୁ ଅନ୍‌ଫଲୋ କରିଦେଇଛନ୍ତି। ଯାହାର ସ୍କ୍ରିନସଟ୍‌ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ନିକଟରେ ଏକ ସାକ୍ଷାତକାରରେ ଉର୍ବଶୀ କିଏ, ସେ ଜାଣନ୍ତି ନାହିଁ ବୋଲି ନସିମ କହିଥିଲେ । କିନ୍ତୁ ବର୍ତ୍ତମାନ ନସିମଙ୍କ ଇନଷ୍ଟାଗ୍ରାମର କିଛି ସ୍କ୍ରିନସଟ୍‌ ସୋସିଆଲ ମିଡିଆରେ ଭାଇରାଲ ହେଉଛି ।

ନାସିମ ଶାହା ଏବଂ ଉର୍ବଶୀ ରୌତେଲା


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଚିନ୍ତାରୁ ଦୂରେଇବା ପାଇଁ ମାଧୁରୀଙ୍କ ଗୀତରେ ନୃତ୍ୟକଲେ ବିଦେଶୀ ମହିଳା

କରୋନା ଭୟରେ ଅଧିକାଂଶ ଦେଶର ଲୋକେ ଘରୁ ବାହାରିବା ବନ୍ଦ କରିଦେଲେଣି। ଏତିକିବେଳେ ଜର୍ମାନର ଜଣେ ମହିଳା କରୋନା ଚିନ୍ତାରୁ ମୁକୁଳିବା ପାଇଁ ଏକ ଖାସ୍‌...

ଗର୍ଭବତୀ ଅଛନ୍ତି କି ସୋନମ!

ବଲିଉଡ ଅଭିନେତ୍ରୀ ସୋନମ କପୁର ପ୍ରାୟ ଏକ ବର୍ଷ ପରେ ଭାରତ ଫେରିଛନ୍ତି। ସୋନମ ବିମାନବନ୍ଦରରେ ତାଙ୍କ ପିତା ଅଭିନେତା ଅନିଲ କପୁରଙ୍କୁ ଦେଖିବା ପରେ...

କରୋନା କାଳରେ ପ୍ରେମିକାଙ୍କ ହାତ ଧରିବେ ସୁପରଷ୍ଟାର ନିଥୀନ: ସରିଲା ନିର୍ବନ୍ଧ

ସମଗ୍ର ବିଶ୍ୱ ତଥା ଦେଶରେ କରୋନା ଭୟ। ଏସବୁ ଭିତରେ ବିଭିନ୍ନ କଟକଣାକୁ ନେଇ ସାମାଜିକ କାମକୁ ବନ୍ଦ ରଖିବା ନଚେତ କୋଭିଡ ନିୟମ ମାନି...

ଟି-୨୦ ବିଶ୍ୱକପ୍‌ ପୂର୍ବରୁ କୋହଲି କଲେ ଖୁଲାସା

ଦୁବାଇ,୧୯।୧୦: ଭାରତ ଟି -୨୦ ବିଶ୍ୱକପ ୨୦୨୧ର ପ୍ରଥମ ଅଭ୍ୟାସ ଅପ୍‌ ମ୍ୟାଚରେ ଇଂଲଣ୍ଡକୁ ୭ ଉଇକେଟରେ ପରାସ୍ତ କରିଛି। କ୍ୟାପଟେନ ବିରାଟ କୋହଲି ଏହି...

୨୫ ବର୍ଷ ପରେ ସଞ୍ଜୟ ଲିଲା ଭଂସାଲିଙ୍କ ସହ କାମ କରିବାକୁ ଯାଉଛନ୍ତି ମନିଷା

ମୁମ୍ବାଇ: ବହୁ ବର୍ଷ ଧରି ବଡ ପରଦାଠାରୁ ଦୂରେଇ ରହିଛନ୍ତି ନାୟିକା ମନିଷା କୋଇରାଲା । ହେଲେ ଏବେ ଦୀର୍ଘ ବର୍ଷ ପରେ ସେ ପୁଣିଥରେ...

ହାତଘଣ୍ଟାରେ ପ୍ରସ୍ତୁତ ସ୍କର୍ଟ ପିନ୍ଧି ଚର୍ଚ୍ଚାରେ ଉର୍ଫି: ଲୋକେ ଫଟୋ ଦେଖି ମୁଣ୍ଡରେ ଦେଉଛନ୍ତି ହାତ

ବମ୍ବେ: କିଏ ହାତରେ ଘଣ୍ଟା ପିନ୍ଧେ ନଚେତ କାନ୍ଥରେ ଟଙ୍ଗାଏ, ହେଲେ ସୋସିଆଲ ମିଡିଆ ସେନ୍‌ସେଶନ୍‌ ଉର୍ଫି ଜାଭେଦ ଏହାକୁ ପିନ୍ଧି ଏବେ ଚର୍ଚ୍ଚାରେ। ଆଶ୍ଚର୍ଯ୍ୟ...

ଅଟୋଗ୍ରାଫ୍‌ ମାଗିଥିବା ଯୁବତୀଙ୍କ ପ୍ରେମରେ ପଡ଼ିଯାଇଥିଲେ ଗାଭାସ୍କର; ଏମିତି କରିଥିଲେ ନିଜର

ନୂଆଦିଲ୍ଲୀ, ୧୦।୭: ୧୯୪୯ ମସିହା ଆଜିର ଦିନରେ ବମ୍ବେରେ ଜନ୍ମଗ୍ରହଣ କରିଥିଲେ ଲିଟିିଲ୍‌ ମାଷ୍ଟର ସୁନିଲ ଗାଭାସ୍କର। ଆଜି ବି ସେ କ୍ରିକେଟ ଜଗତରେ ସକ୍ରିୟ...

କ୍ରିକେଟ୍‌ରେ ନୂଆ ସ୍ମାର୍ଟ ବଲ୍‌

ଓ୍ବେଲିଂଟନ, ୧୩।୮- ଆଧୁନିକ କ୍ରିକେଟ୍‌ରେ ଟେକ୍ନୋଲୋଜି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିସାରିଛି। ଏବେ କ୍ରିକେଟ୍‌ ଖେଳରେ ଆଉ ଏକ ନୂଆ ଟେକ୍ସନୋଲୋଜିର ପ୍ରୟୋଗ ଦେଖିବାକୁ...

Advertisement
Archives

Model This Week