Posted inଖେଳ

ଇତିହାସ ରଚିଲେ ଏହି କ୍ରିକେଟର୍‌

ଲଣ୍ଡନ,୧୦।୭: ଇଂଲଣ୍ଡ ଟେଷ୍ଟ ଦଳର ଅଧିନାୟକ ବେନ ଷ୍ଟୋକ୍ସ ମହେନ୍ଦ୍ର ସିଂ ଧୋନୀଙ୍କ ରେକର୍ଡ ଭାଙ୍ଗିଛନ୍ତି। ତୃତୀୟ ଟେଷ୍ଟରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଷ୍ଟୋକ୍ସ ଏହି ସଫଳତା ହାସଲ କରିଛନ୍ତି। ହେଡିଙ୍ଗଲିରେ ଖେଳାଯାଇଥିବା ଆଶେସ ସିରିଜର ତୃତୀୟ ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ କଙ୍ଗାରୁଙ୍କୁ ୩ ଉଇକେଟରେ ପରାସ୍ତ କରିଛି। ତୃତୀୟ ଟେଷ୍ଟରେ ହାରିଯିବା ସତ୍ତ୍ୱେ ଅଷ୍ଟ୍ରେଲିଆ ଦଳ ୫ ମ୍ୟାଚ ବିଶିଷ୍ଟ ସିରିଜରେ ୨-୧ରେ ଆଗରେ ରହିଛି। ଲଗାତାର ଦୁଇ ଟେଷ୍ଟ ପରାଜୟ ପରେ ଇଂଲଣ୍ଡ ଦଳ ଜବରଦସ୍ତ ଭାବେ ସିରିଜ୍‌କୁ ଫେରିଛନ୍ତି। ଦ୍ରୁତ ବୋଲର ମାର୍କ ଉଡ୍‌ ଇଂଲଣ୍ଡ ଦଳର ବିଜୟର ହିରୋ ଥିଲେ।
ବେନ ଷ୍ଟୋକ୍ସଙ୍କ ଅଧିନାୟକତ୍ୱରେ ଇଂଲଣ୍ଡ ୫ମ ଥର ପାଇଁ ୨୫୦+ ସ୍କୋର ପିଛା କରିଛି। ଏହାପୂର୍ବରୁ ଏହି ରେକର୍ଡ ଭେଟେରାନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ନାମରେ ଥିଲା, ଯାହାର ଅଧିନାୟକତ୍ୱ ଟିମ ଇଣ୍ଡିଆ ୪ଥର ଟେଷ୍ଟ ମ୍ୟାଚରେ ୨୫୦ରୁ ଅଧିକ ସ୍କୋର ପିଛା କରି ବିଜୟ ହାସଲ କରିଥିଲା। ୱେଷ୍ଟଇଣ୍ଡିଜ ଭେଟେରାନ ଅଧିନାୟକ ବ୍ରାଏନ ଲାରା ଏବଂ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ଏହି ତାଲିକାରେ ତୃତୀୟ ସ୍ଥାନରେ ଅଛନ୍ତି। ଉଭୟଙ୍କ ଅଧିନାୟକତ୍ୱରେ, ସେମାନଙ୍କ ଦଳ ସଫଳତାର ସହିତ ୨୫୦+ ୩-୩ ଥର ପିଛା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri