Posted inଖେଳ

ଝିଅର ଅନ୍ତିମ ସଂସ୍କାର ସାରି ଆସିଥିଲେ, ମଇଦାନରେ ଶତକ ମାରି ହୃଦୟ ଜିତିଲେ କ୍ରିକେଟର

ନୂଆଦିଲ୍ଲୀ,୨୬।୨: କ୍ରିକେଟ ଏପରି ଏକ ଖେଳ ଯେଉଁଠାରେ କେହି ଭଲ ପ୍ରଦର୍ଶନ କଲେ ହିରୋ ହୁଅନ୍ତି। ଏଥର ରଣଜୀ ଟ୍ରଫିରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯାହା ସମସ୍ତଙ୍କ ହୃଦୟ ଜିତିଛି। ରଣଜୀ ଟ୍ରଫି ମ୍ୟାଚ୍‌ରେ ବରୋଦା ବ୍ୟାଟ୍ସମ୍ୟାନ ବିଷ୍ଣୁ ସୋଲାଙ୍କିଙ୍କ କାହାଣୀ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। କାରଣ ବିଷ୍ଣୁ ତାଙ୍କର ସବୁଠାରୁ ଖରାପ ପର୍ଯ୍ୟାୟ ଦେଇ ଗତି କରୁଥିବା ସତ୍ତ୍ୱେ ଶତକ ମାରି ସମସ୍ତଙ୍କୁ ଚମକାଇଛନ୍ତି।

ବିଷ୍ଣୁ ଶନିବାର ଚଣ୍ଡିଗଡ଼ ବିପକ୍ଷରେ ଖେଳି ଶତକ ହାସଲ କରିଥିଲେ। ହେଲେ ସେ ଏହାର ଖୁସି ମନାଇ ନ ଥିଲେ। କାରଣ ସେ ତାଙ୍କ ଝିଅର ଶେଷକୃତ୍ୟ ଶେଷ କରିବା ପରେ ପଡ଼ିଆକୁ ଓହ୍ଲାଇଥିଲେ। ନିଜ ସନ୍ତାନକୁ ହରାଇବା ସତ୍ତ୍ୱେ ନିଜକୁ ସମ୍ଭାଳି ସେ ତାଙ୍କ ଦଳ ପାଇଁ ଏକ ଶତକ ମାରିଥିଲେ। ୧୨ ଚୌକା ସହାୟତାରେ ସେ ୧୬୧ ବଲରୁ ଅପରାଜିତ ୧୦୩ ରନ କରିଥିଲେ। ଏହାକୁ ନେଇ ଲୋକମାନେ ତାଙ୍କୁ ସାସିଆଲ ମିଡିଆରେ ପ୍ରଶଂସା କରୁଥିବା ବେଳେ ବରୋଦା କ୍ରିକେଟ ଆସୋସିଏସନ ତାଙ୍କୁ ପ୍ରକୃତ ହିରୋ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

୫ ରାଶି ଉପରେ ଶନିଙ୍କ କୋପଦୃଷ୍ଟି: ୧୧ ଡିସେମ୍ୱର ପର୍ଯ୍ୟନ୍ତ ରହିବାକୁ ହେବ ସତର୍କ, ଆରମ୍ଭ ହେଲା ଘୋର ଶନିଦଶା!

ଶନି ଗ୍ରହ ୨୭ ଜୁଲାଇ ୨୦୨୬ରେ ବକ୍ରୀ ହୋଇଥିଲେ। ଏବେ ୧୧ ଡିସେମ୍ୱରରେ ଶନି ମାର୍ଗୀ ହେବେ। ଏହି ସମୟ ମଧ୍ୟରେ ଶନିଙ୍କର ବକ୍ରୀ ଚଳନ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?