Posted inଖେଳ

ଭାରତ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

କେପଟାଉନ୍‌,୨୨।୧୨: ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଡିନ ଏଲଗାର ଟେଷ୍ଟ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ ଭାରତ ବିପକ୍ଷରେ କ୍ୟାରିୟରର ଶେଷ ଟେଷ୍ଟ ମ୍ୟାଚ ଖେଳିବେ। ସେ ପ୍ରାୟ ୧୨ ବର୍ଷର ଟେଷ୍ଟ କ୍ୟାରିୟରରେ ୮୪ଟି ମ୍ୟାଚ ଖେଳିଛନ୍ତି। ଏଥିରେ, ୧୩ ଶତକ ଏବଂ ୨୩ ଅର୍ଦ୍ଧଶତକ ସ୍କୋର କରିଥିଲେ। ଡିସେମ୍ବର ୨୬ରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜରେ ସେ ସାମିଲ ଅଛନ୍ତି। ସେ ତାଙ୍କର ଶେଷ ମ୍ୟାଚ କେପଟାଉନରେ ଖେଳିବେ। ଏହି ମ୍ୟାଚ ଜାନୁଆରୀ ୩ରୁ ଆରମ୍ଭ ହେବ।
ଅବସର ସମ୍ପର୍କରେ ଏଲଗାର କହିଛନ୍ତି, କ୍ରିକେଟ ଖେଳିବା ଏକ ସ୍ବପ୍ନ। କିନ୍ତୁ ନିଜ ଦେଶ ପାଇଁ ଖେଳିବା ଏକ ବଡ କଥା। ୧୨ ବର୍ଷ ପାଇଁ ନିଜ ଦେଶ ପାଇଁ ଖେଳିବା ଏକ ବଡ଼ ସ୍ବପ୍ନ ପରି। କେପଟାଉନରେ ତାଙ୍କ କ୍ୟାରିୟରର ଶେଷ ଟେଷ୍ଟ ମ୍ୟାଚ ଖେଳିବି ଏହା ମୋର ପ୍ରିୟ ଷ୍ଟାଡିୟମ।
ଏଲଗାର ତାଙ୍କ କ୍ୟାରିୟରରେ ୮୪ଟି ଟେଷ୍ଟ ମ୍ୟାଚରେ ୫୧୪୬ ରନ ସ୍କୋର କରିଛନ୍ତି। ସେ ବୋଲିଂରେ ୧୫ ଉଇିକେଟ ନେଇଛନ୍ତି। ଏଲଗାର ୮ଟି ଦିନିକିଆ ମ୍ୟାଚ ମଧ୍ୟ ଖେଳିଛନ୍ତି । କିନ୍ତୁ ଏଥିରେ ବିଶେଷ କିଛି କରିପାରିଲା ନାହିଁ। ସେ ୨୦୧୨ରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳିଥିଲେ।
ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦୁଇଟି ଟେଷ୍ଟ ମ୍ୟାଚ ସିରିଜ ଖେଳାଯିବ। ଏହାର ପ୍ରଥମ ମ୍ୟାଚ ୨୬ ଡିସେମ୍ବରରେ ଖେଳାଯିବ। ଏହି ମ୍ୟାଚ ସେଞ୍ଚୁରିଅନରେ ଅନୁଷ୍ଠିତ ହେବ। ଦ୍ୱିତୀୟ ମ୍ୟାଚ ଜାନୁଆରୀ ୩ରେ କେପଟାଉନରେ ଖେଳାଯିବ। ଏହା ଏଲଗାରଙ୍କ କ୍ୟାରିୟରର ଶେଷ ମ୍ୟାଚ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଗର୍ଜିଲା S-400: ଅପରେଶନ ସିନ୍ଦୂରରେ ହଜାଇଥିଲା ପାକିସ୍ତାନ ନିଦ

ଭୁବନେଶ୍ୱର,୫ା୧: ଭାରତୀୟ ପ୍ରତିରକ୍ଷା କ୍ଷେତ୍ରରେ ସୋମବାର ଏକ ବଡ଼ ସଫଳତା ମିଳିଛି। ଓଡ଼ିଶା ଉପକୂଳସ୍ଥିତ ଅବଦୁଲ କଲାମ ଦ୍ବୀପରୁ ଅତ୍ୟାଧୁନିକ ଏୟାର ଡିଫେନ୍ସ ସିଷ୍ଟମ୍ S-400...

ପାଇପଲାଇନରୁ ONGC ଗ୍ୟାସ ଲିକ୍: ଅନେକ ସ୍ଥାନରେ ଲାଗିଲା ନିଆଁ, ଖାଲି ହେଲା ଗାଁ

ନୂଆଦିଲ୍ଲୀ,୫।୧: ଆନ୍ଧ୍ରପ୍ରଦେଶର କୋନାସୀମା ଜିଲାରେ ଏକ ଓଏନଜିସି ପାଇପଲାଇନରୁ ଭୟଙ୍କର ଗ୍ୟାସ ଲିକ୍ ହୋଇଛି । ମାଲିକିପୁରମ ମଣ୍ଡଳର ଇରୁସ୍ମାଣ୍ଡା ନିକଟରେ ଏହି ଗ୍ୟାସ ଲିକ୍...

ଆମେରିକାରେ ହେବାକୁ ଥିବା ସ୍ବତନ୍ତ୍ର ଅଲମ୍ପିକ୍ସ ସାଇକେଲିଂ ରେସରେ ଭାଗନେବେ ରାମ ବରିହା, ଅର୍ଥ ବାଧକ ସାଜିଥିବାରୁ…

ବଲାଙ୍ଗୀର, ୫।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଇଁନ୍ତଳାସ୍ଥିତ ସ୍ବତନ୍ତ୍ର ଭିନ୍ନକ୍ଷମ ଆବାସିକ ବିଦ୍ୟାଳୟର ବୌଦ୍ଧିକ ଭିନ୍ନକ୍ଷମ ଛାତ୍ର ରାମ ବରିହା ବିଶ୍ୱସ୍ତରୀୟ ସ୍ବତନ୍ତ୍ର...

ଜିଲାର ବିଭିନ୍ନ ସମସ୍ୟା ନେଇ ମୁଖ୍ୟ ଶାସନସଚିବଙ୍କୁ ଭେଟିଲେ ବିଧାୟକ

ଗଜପତି,୫।୧(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀ ସୋମବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନରେ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ଅନୁଗର୍ଗଙ୍କୁ ସାକ୍ଷାତ କରି ମୁଖ୍ୟଶାସନ...

ଏମିତି ଗାଁ, ଯେଉଁଠି କେବଳ ଜନ୍ମ ହୁଅନ୍ତି ଯାଆଁଳା ପିଲା

ବିଶ୍ୱର ଅନ୍ୟାନ୍ୟ ଦେଶ ପରି ଭାରତରେ ମଧ୍ୟ ଅନେକ ରହସ୍ୟମୟ ସ୍ଥାନ ଅଛି। ଏଥିମଧ୍ୟରୁ କେରଳର ଏକ ଛୋଟ ଗାଁ କୋଡିନିହି ରହିଛି। ଏହି ଗାଁରେ...

ଚନ୍ଦ୍ରଶେଖର ରାଓଙ୍କ ଝିଅ କବିତାଙ୍କ ବଡ଼ ଘୋଷଣା, କହିଲେ ମୁଁ ମୋର ନିଜସ୍ୱ ଦଳ…

ନୂଆଦିଲ୍ଲୀ,୫।୧: ଭାରତ ରାଷ୍ଟ୍ର ସମିତିର ସଭାପତି କେ. ଚନ୍ଦ୍ରଶେଖର ରାଓଙ୍କ ଝିଅ ଏବଂ ତେଲେଙ୍ଗାନାର ଏମ୍ଏଲସି କବିତା ଆଜି ତେଲେଙ୍ଗାନା ବିଧାନ ପରିଷଦରେ ଏକ ଅତ୍ୟନ୍ତ...

ଟି-୨୦ ବିଶ୍ୱକପ ପରେ ଏହି ୫ ଖେଳାଳି କରିବେ ଅବସର ଘୋଷଣା! ଲିଷ୍ଟରେ ଅଛନ୍ତି ଭାରତର ଏହି ଖେଳାଳି

ନୂଆଦିଲ୍ଲୀ,୫।୧: ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ଆୟୋଜିତ ଆଗାମୀ ଟି-୨୦ ବିଶ୍ୱକପ ୨୦୨୬ ଫେବୃଆରୀ ୭ ତାରିଖରେ ଆରମ୍ଭ ହେଉଛି। ଏହି ୨୦ ଦଳର ଟୁର୍ନାମେଣ୍ଟ...

କର୍ମଚାରୀ-ମିଲର ଅସାଧୁ ମେଣ୍ଟ, ଚାଷୀଙ୍କୁ ଶୋଷଣ ଅଭିଯୋଗରେ…

ଭଞ୍ଜନଗର,୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବିଭିନ୍ନ ଧାନମଣ୍ଡିରେ ଚାଷୀମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ବିଭିନ୍ନ ସଂଗଠନ ପକ୍ଷରୁ ସୋମବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri