Posted inଖେଳ

ଟି-୨୦ ବିଶ୍ୱକପ ଚାଲିଥିବାବେଳେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ନ୍ୟୁୟର୍କ,୧୬।୬: ଟି-୨୦ ବିଶ୍ୱକପ ୨୦୨୪ ଚାଲିଥିବାବେଳେ ଅନ୍ତର୍ଜାତୀୟ ସ୍ତରରେ ଦୁଇଟି ଦଳ ପାଇଁ ଖେଳିଥିବା ଷ୍ଟାର ଅଲରାଉଣ୍ଡର ଡେଭିଡ ଓ୍ବିଜେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି।
ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଡେଭିଡ ପ୍ରଥମେ ଆଫ୍ରିକୀୟ ଦଳ ପକ୍ଷରୁ କ୍ରିକେଟ ପଡ଼ିଆରେ ପ୍ରବେଶ କରିଥିଲେ। ଏହା ପରେ ସେ ନାମିବ୍ୟା କ୍ରିକେଟ ଦଳର ଖେଳିଥିଲେ। ଡେଭିଡ ଭାରତର ପ୍ରତିଷ୍ଠିତ ଲିଗ ଆଇପିଏଲରେ ମଧ୍ୟ ଭାଗ ନେଇଛନ୍ତି। ଏଠାରେ ବିରାଟ କୋହଲିଙ୍କ ସହ ତାଙ୍କର ସମ୍ପର୍କ ମଧ୍ୟ ବହୁତ ଭଲ ଥିଲା।
ଡେଭିଡ ଭିଜେ ଅନ୍ତର୍ଜାତୀୟ ସ୍ତରରେ ମୋଟ ୬୯ଟି ମ୍ୟାଚ ଖେଳିବାରେ ସଫଳ ହୋଇଥିଲେ। ଏଥିରେ ୧୫ଟି ଦିନିକିଆ ମ୍ୟାଚ ଏବଂ ୫୪ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିଲେ। ସେ ହାରାହାରି ୨୫.୩୮ରେ ଦିନିକିଆର ୧୫ ଇନିଂସରେ ୩୩୦ ରନ ସ୍କୋର କରିବାରେ ସଫଳ ହୋଇଥିଲା। ଟି-୨୦ର ୪୦ ଇନିଂସରେ ସେ ହାରାହାରି ୨୪.୦ ରେ ୬୨୪ ରନ ସଂଗ୍ରହ କରିଥିଲେ। ସେ ଦିନିକିଆରେ ୧୫ଟି ଏବଂ ଟି-୨୦ରେ ୫୯ଟି ଉଇକେଟ୍‌ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମେଗା ଅକ୍ସନ ପୂର୍ବରୁ ବିସିସିଆଇ ସମ୍ମୁଖରେ ବଡ଼ ଦାବି ରଖିଲେ ସମସ୍ତ ଦଳ, ହୋଇପାରେ ହଙ୍ଗାମା !

ନୂଆଦିଲ୍ଲୀ,୨୪।୭: ଆଇପିଏଲ୍‌ ୨୦୨୫କୁ ଆହୁରି ଅନେକ ମାସ ଥିଲେ ହେଁ ଏବେଠାରୁ ଫ୍ରାଞ୍ଚାଇଜଗୁଡ଼ିକ ପ୍ରସ୍ତୁତି ଆରମ୍ଭ କରିଲେଣି। ନୂଆ ସିଜନ ପୂର୍ବରୁ ପୁଣିଥରେ ମେଗା ଅକ୍ସନ...

ଅଲଗା ହେବାପରେ ପ୍ରଥମଥର ନତାଶାଙ୍କ ଫଟୋରେ ଏମିତି କମେଣ୍ଟ ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨୪।୭: କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶା ଷ୍ଟାନକୋଭିକ ଶେଷରେ ଅଲଗା ହୋଇଯାଇଛନ୍ତି। ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ଉଭୟ ଏନେଇ ସୂଚନା ଦେଇଛନ୍ତି। ନତାଶା ପୁଅ...

ସାରା ଜୀବନର ସାଥୀ ହେବେ ଏହି ୨ ମହିଳା କ୍ରିକେଟର୍‌: ସରିଲା ନିର୍ବନ୍ଧ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡର ଉଇକେଟ କିପର-ବ୍ୟାଟ୍ସମ୍ୟାନ ଆମି ଜୋନ୍ସ ଏବଂ ଅଷ୍ଟ୍ରେଲୀୟ ବୋଲର ପିପ୍ପା କ୍ଲିରିଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଛି। ଦୁହେଁ ଦୀର୍ଘ ଦିନ ଧରି ପରସ୍ପରକୁ...

‘ଟେଷ୍ଟ ମ୍ୟାଚ୍‌ର ଗୋଟିଏ ଦିନରେ ୬୦୦ ରନ୍‌ କରିବୁ’

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଟିମ୍‌ ଟେଷ୍ଟ କ୍ରିକେଟରେ ଗୋଟିଏ ଦିନରେ ୬୦୦ ରନ୍‌ କରିପାରେ। ଏଭଳି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ଦଳର ବ୍ୟାଟ୍ସମ୍ୟାନ୍‌ ଓଲି ପୋପ୍‌। ତେବେ...

ଆଇପିଏଲ୍‌ ୨୦୨୫ ପୂର୍ବରୁ ଗୁଜରାଟ ଟାଇଟନ୍ସକୁ ଲାଗିବ ଆଉ ଏକ ଝଟ୍‌କା? ପ୍ରୀତି ଜିଣ୍ଟାଙ୍କ ସହ ନୂଆ ପ୍ରୋଜେକ୍ଟରେ…

ନୂଆଦିଲ୍ଲୀ,୨୪।୭: ଆଇପିଏଲ୍‌ ୨୦୨୫ରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଅନେକ ମାସ ଥିଲେ ହେଁ ଏବେଠାରୁ କିଛି ଖେଳାଳିଙ୍କ ଦଳଡିଆଁ ଖବର...

‘ରୋହିତ ଖେଳିବା ଉଚିତ ନୁହେଁ, ସେ ବେହୋସ୍‌ ହୋଇଯିବେ’

ନୂଆଦିଲ୍ଲୀ,୨୪।୭: ଟିମ୍‌ ଇଣ୍ଡିଆର ନୂଆ ହେଡ୍‌ କୋଚ୍‌ ଗୌତମ ଗମ୍ଭୀର ନିକଟରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ ଏଭଳି କଥା କହିଥିଲେ ,...

ବିସିସିଆଇ ବିପକ୍ଷରେ ଆସିଲା ଏହି ଦେଶ: ପାକିସ୍ତାନ ଯିବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୨୪।୭:ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜକ ଦେଶ ହେଉଛି ପାକିସ୍ତାନ। ଏହି ଟୁର୍ନାମେଣ୍ଟର ତାରିଖ ଘୋଷଣା କରାଯାଇଛି। କିନ୍ତୁ ବିସିସିଆଇ କହିଛି ଯେ, ପାକିସ୍ତାନରେ ସୁରକ୍ଷା...

ଜାରି ହେଲା ଆଇସିସି ଟେଷ୍ଟ ରାଙ୍କିଙ୍ଗ୍‌, ତଳକୁ ଖସିଲେ ରୋହିତ

ନୂଆଦିଲ୍ଲୀ,୨୪।୦୭: ଇଂଲଣ୍ଡ ଏବଂ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଖେଳା ଯାଇଥିବା ଦ଼୍ବିତୀୟ ଟେଷ୍ଟ ମ୍ୟାଚ୍‌ ପରେ ଆଇସିସି ପକ୍ଷରୁ ଟେଷ୍ଟ ମାନ୍ୟତା ଜାରି କରାଯାଇଛି । ଇଂଲଣ୍ଡର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri