Posted inଖେଳ

ବିଶ୍ୱକପ୍‌ ପୂର୍ବରୁ କ୍ରିକେଟ୍‌କୁ ଅଲବିଦା କହି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲେ ଏହି କ୍ରିକେଟର୍‌

ଇସଲାମାବାଦ୍‌,୧୬।୮: ପାକିସ୍ତାନୀ ଦଳର ବାମହାତୀ ଦ୍ରୁତ ବୋଲର ୱାହବ ରିଆଜ କ୍ରିକେଟ୍‌ରୁ ଅବସର ନେଇଛନ୍ତି। ବିଶ୍ୱକପ୍‌ ପୂର୍ବରୁ ରିଆଜଙ୍କ ଏପରି ନିଷ୍ପତ୍ତି ଦ୍ୱାରା ପାକିସ୍ତାନକୁ ଝଟ୍‌କା ଲାଗିଛି। ସେ ସୋସିଆଲ ମିଡିଆ ‘ଏକ୍ସ’ ମାଧ୍ୟମରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିବା ସୂଚନା ଦେଇଛନ୍ତି। ୩୮ ବର୍ଷୀୟ ୱାହବ କହିଛନ୍ତି ଯେ, ସେ ସାରା ବିଶ୍ୱରେ ଆୟୋଜିତ ହେବାକୁ ଥିବା ଟି -୨୦ ଲିଗରେ ଖେଳିବା ଜାରି ରଖିବେ। ୱାହାବ ପାକିସ୍ତାନ ପାଇଁ ୯୧ଟି ଦିନିକିଆ, ୨୭ ଟେଷ୍ଟ ଏବଂ ୩୬ ଅନ୍ତର୍ଜାତୀୟ ଟି-୨୦ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧରଣର ଚଢ଼ାଉ: ୧୯ ଦୋକାନୀ ନାଁରେ ମାମଲା ରୁଜୁ, ଜରିମାନା ଆଦାୟ

ରିଷିଡ଼ା ୨୩।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲାରେ ତମାଖୁ ନିୟନ୍ତ୍ରଣ ଆଇନକୁ କଡ଼ାକଡ଼ି କରିବା ପାଇଁ ଏକ ସ୍ପେଶାଲ…

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

Padma Awards: ଶିବୁ ସୋରେନ, ଆର୍. ମାଧବନ ଓ ରୋହିତ ଶର୍ମାଙ୍କ ସମେତ ଦେଶର ୬୫ ବିଶିଷ୍ଟ ବ୍ୟକ୍ତିତ୍ୱ ସମ୍ମାନିତ

ନୂଆଦିଲ୍ଲୀ,୨୩।୬: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି…

ଆକାଶଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ତୁର୍କୀର ମରସିନ ଠାରେ ଅନୁଷ୍ଠିତ ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ୨ଟି ସ୍ୱର୍ଣ୍ଣ ଓ…

ସନ୍ତୋଷପୁରରେ ଭାଜପାର ମିଶ୍ରଣ ପର୍ବ, ୫୦ରୁ ଅଧିକ ମହିଳା ଓ ପୁରୁଷ …

ଛତ୍ରପୁର/ଗଞ୍ଜାମ,୨୩।୬( ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକର ସନ୍ତୋଷପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ର ଏକ ମିଶ୍ରଣ…

ବିଦ୍ୟାଳୟ ଅଛି ହେଲେ ଛାତ ନାହିଁ, ଶିକ୍ଷକ ଅଛନ୍ତି ହେଲେ ପାଠପଢ଼ା ନାହିଁ: ନୂତନ ଗୃହ ନିର୍ମାଣରେ ମଧ୍ୟ ବ୍ୟାପକ ଅନିୟମିତତା

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ତୁମୋନୀଖୋଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri