Posted inଖେଳ

ଏହି ତାରିଖଟି ସଚିନ ତେନ୍ଦୁଲକରଙ୍କ ପାଇଁ ଥିଲା ଅଶୁଭ

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ନିଜ କ୍ରିକେଟ କ୍ୟାରିୟରରେ ଅନେକ ବିରଳ ରେକର୍ଡ ହାସଲ କରିଛନ୍ତି। ତାଙ୍କ ରେକର୍ଡ ଭାଙ୍ଗିବା ଯେକୌଣସି ବ୍ୟାଟ୍ସମ୍ୟାନଙ୍କ ପାଇଁ କଷ୍ଟକର। ସଚିନ ନିଜ କ୍ୟାରିୟର ଗୋଟିଏ ମାସର ପ୍ରତି ତାରିଖରେ ଶତକ କିମ୍ବା ଦ୍ୱିଶତକ ଲଗାଇଛନ୍ତି, କିନ୍ତୁ ଗୋଟିଏ ଦିନକୁ ଛାଡି। ସେହି ଦିନଟି ହେଉଛି ମାସ ଆରମ୍ଭ ଅର୍ଥାତ୍‌ ୧ ତାରିଖ। ୨୦ ବର୍ଷରୁ ଊର୍ଦ୍ଧ୍ୱ କ୍ରିକେଟ କ୍ୟାରିୟରରେ ସଚିନ କୌଣସି ମାସର ୧ ତାରିଖରେ ଶତକ କିମ୍ବା ଦ୍ୱିଶତକ ହାସଲ କରିପାରିନାହାନ୍ତି। ୧ ତାରିଖରେ ସେ ଦୁଇ ଦୁଇଥର ୯୮ ରନ୍‌ରେ ଆଉଟ୍‌ ହୋଇଛନ୍ତି। ତେଣୁ ଏହି ତାରିଖଟି ତାଙ୍କ ପାଇଁ ଅଶୁଭ ବୋଲି ଧରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଗର୍ଲଫ୍ରେଣ୍ଡଙ୍କ ନାଁ ଖୁଲାସା କଲେ ଧୋନୀ: କହିଲେ, ସ୍ତ୍ରୀଙ୍କୁ କହିବ ନାହିଁ

ଭାରତର କିମ୍ବଦନ୍ତୀ କ୍ରିକେଟର୍‌ ମହେନ୍ଦ୍ର ସିଂ ଧୋନୀଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ପ୍ରଶଂସକଙ୍କ ବିଷୟରେ ଜାଣିବାକୁ ଇଚ୍ଛା କରନ୍ତି। ତାଙ୍କ ଜୀବନୀକୁ ନେଇ ଏକ ଫିଲ୍ମ...

ରୋହିତଙ୍କ ଛଡ଼ା ସବୁ ଫେଲ୍‌

କୋଲକାତା,୨୧।୧୧: ଐତିହାସିକ ଇଡେନ ଗାର୍ଡେନ୍ସରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ରୋହିତ ଶର୍ମାଙ୍କୁ ଛାଡ଼ି ଦେଲେ ଫେଲ୍‌ ମାରିଛନ୍ତି ପ୍ରତ୍ୟେକ...

ପ୍ରଥମ ଟେଷ୍ଟ:ଫଲୋଅନ ଏଡ଼ାଇଲା ପାକିସ୍ତାନ

ମାଉଣ୍ଟ ମାଉଗାନୁଇ,୨୯।୧୨(ଏପି): ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ବିଫଳତା ପରେ ନୂଆ ଟେଷ୍ଟ ଅଧିନାୟକ ମହମ୍ମଦ ରିଜ୍‌ଓ୍ବାନ ଓ ଫହିମ ଆଶ୍ରଫ ଲଢୁଆ ବ୍ୟାଟିଂ କରି ଘରୋଇ...

ଏସ୍‌ଆର୍‌ଏଚ୍‌ର ସହଜ ବିଜୟ…

ମୁମ୍ବାଇ, ୨୩।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ବିପକ୍ଷରେ ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ସହଜ ବିଜୟ ହାସଲ...

ଟ୍ରେଣ୍ଡିଂ ପାଲଟିଛି ‘ପୁରାନେ’

ନୂଆଦିଲ୍ଲୀ,୧୪।୧: ଦୁଇ ବର୍ଷ ହେଲା ଲଗାତାର ଫେଲ୍‌ ହେଉଥିବା ଚେତେଶ୍ୱର ପୂଜାରା ଓ ଅଜିଙ୍କ୍ୟ ରାହାନେଙ୍କ ପାଇଁ ଜାତୀୟ ଦଳର ବାଟ ପ୍ରାୟତଃ ବନ୍ଦ ହୋଇଯାଇଛି।...

କ୍ଷୀର, ପରିବା ବିକ୍ରି କରୁଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର

ଭାରତୀୟ କ୍ରିକେଟ ଦଳର ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଯଦିଓ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇ ସାରିଛନ୍ତି, କିନ୍ତୁ ଏବେ ବି ତାଙ୍କ ନାମ ଚର୍ଚ୍ଚାରେ...

ଏଟିକେ ମୋହନବାଗାନ ବିଜୟୀ

ମାର୍ଗାଓ, ୨୨ା୧ (ପି.ଟି.)-ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଏକ ମ୍ୟାଚରେ ଏଟିକେ ମୋହନବାଗାନ ବିଜୟ ଲାଭ କରିଛି।...

ଋତୁପର୍ଣ୍ଣା ଚାମ୍ପିୟନ

ଭୁବନେଶ୍ୱର, ୨୦।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ପ୍ରତିଭା ସମ୍ପନ୍ନ ବ୍ୟାଡ୍‌ମିଣ୍ଟନ ଖେଳାଳି ଋତୁପର୍ଣ୍ଣା ପଣ୍ଡା କ୍ୟାରିୟରରେ ଆଉ ଏକ ଟାଇଟଲ ହାସଲ କରିଛନ୍ତି। ଗୋଆରେ ଅନୁଷ୍ଠିତ ୟୋନେକ୍ସ...

Advertisement
Archives

Model This Week