କ୍ରାନ୍ତି ଦିବସରେ ସମ୍ମାନିତ ହେଲେ ଏହି ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ

ପଦ୍ମପୁର,୯ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆରୁହ ପଞ୍ଚାୟତ ତୁଲମତୁଲା ଗ୍ରାମର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସାରଦା ପ୍ରାସାଦ ରାୟଙ୍କୁ ସୋମବାର କ୍ରାନ୍ତି ଦିବସରେ ରାଷ୍ଟ୍ରପତିଙ୍କ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଜିଲାପାଳ ଡ. ଜ୍ଞାନ ଦାସ, ଉପଜିଲାପାଳ ପୀତାମ୍ବର ସାମଲ,ଅତିରିକ୍ତ ଜିଲାପାଳ ମଧୁସୂଦନ ଦାସ,ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀ, ବିଡିଓ ପ୍ରଣବ କୁମାର ବେହେରା, ଜିଲାପାଳ ଅବସରପ୍ରାପ୍ତ ସୂଚନା ଅଧିକାରୀ ସୁବାସ ଚନ୍ଦ୍ର ନାୟକ,ବିଧାୟକଙ୍କ ପ୍ରତିନିଧି ଅସିତ କୁମାର ଦାସ,ସରପଞ୍ଚ କଳ୍ପନା ରାଣୀ ସାହୁ ପ୍ରମୁଖ ଯୋଗ ଦେଇ ସଂଗ୍ରାମୀ ରାୟଙ୍କୁ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରିପାର୍ଶ୍ୱିକ ଉନ୍ନୟନରେ ଫେଲ୍‌ ମାରିଛି ଫେରୋକ୍ରୋମ କାରଖାନା: ୨୩ରେ କାରଖାନା ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା

ଡୁବୁରୀ,୨୦ା୮(ଡି.ଏନ୍‌.ଏ.)- କଳିଙ୍ଗନଗର ଶିଳ୍ପାଞ୍ଚଳ ଦାନଗଦୀ ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ପଞ୍ଚାୟତର ବାଳିଆପାଳ ମୌଜାରେ ପ୍ରତିଷ୍ଠିତ ବାଲିଆପାଳ ଫେରୋକ୍ରୋମ କାରଖାନା ଉପତ୍ାଦନ କ୍ଷମ ହେବାର ଦୀର୍ଘ ବର୍ଷ...

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଗଲେ ୨୩ ଶ୍ରମିକ: ଚାଲି ଚାଲି ଯାଉଥିଲେ ପଶ୍ଚିମବଙ୍ଗ

ରସାଳପୁର,୨୭।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ସଦର ଥାନା ପୋଲିସ ସୋମବାର ପୂର୍ବାହ୍ନରେ ପଶ୍ଚିମବଙ୍ଗର ୨୩ଜଣ ଶ୍ରମିକଙ୍କୁ ସ୍ଥାନୀୟ ପଞ୍ଚାୟତର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖିଛି। ସେମାନଙ୍କର ଖାଇବା ପିଇବା...

ଛୋଟ ପିଲାଙ୍କୁ ଖାଦ୍ୟ ବାଣ୍ଟିଲେ ଆଶାକର୍ମୀ

ବିଞ୍ଝାରପୁର,୬।୪(ଡି.ଏନ.ଏ): ସ୍ବଳ୍ପ ଦରମା ସତ୍ତ୍ୱେ ବିଞ୍ଝାରପୁର ବ୍ଲକ ଘଣ୍ଟିଆଳି ପଞ୍ଚାୟତ ଲେଙ୍କାସାହିର ଆଶାକର୍ମୀ ତିଳୋତ୍ତମା ବେହେରା ନିଜସ୍ବ ଉଦ୍ୟମରେ ଗ୍ରାମର ବିଭିନ୍ନ ପରିବାରରେ ଥିବା ଛୋଟ...

ଚଢ଼ା ଦରରେ ସାମଗ୍ରୀ ବିକି ୨୭ ବ୍ୟବସାୟୀ ଗିରଫ

ଝାରସୁଗୁଡା ଅଫିସ,୧ା୪-ଝାରସୁଗୁଡା ସହର ଶୁକର ବଜାର ଡେଲି ମାର୍କେଟରେ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ଚଢ଼ା ଦରରେ ବିକ୍ରୟ କରୁଥିବା ଅଭିଯୋଗ ହେବା ପରେ ପ୍ରଶାସନ ବୁଧବାର...

୧୩ରୁ ଖୋଲିବ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ

କୋରାପୁଟ,୧୦ା୯(ସ୍ବ.ପ୍ର.): କୋରାପୁଟ ସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ୧୩ ତାରିଖରୁ ଖୋଲିବ। ଲୋକ ସମ୍ପର୍କ ଅଧିକାରୀ ଡ. ଫଗୁନାଥ ଭୋଇ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।...

୨୪ ଘଣ୍ଟାରେ ୫ ଦୋକାନ ସିଲ୍‌

ଦେବଗଡ଼,୨୯ା୪(ଡି.ଏନ.ଏ.)-ଲକ୍‌ଡାଉନ କଟକଣା ସତ୍ତ୍ୱେ ନିର୍ଦ୍ଧାରିତ ସମୟଠାରୁ ଅଧିକ ସମୟ ଦୋକାନ ଖୋଲା ରଖିବା ଏବଂ କୌଣସି କାମ ନ ଥାଇ ବାହାରେ ବୁଲାବୁଲି କରୁଥିବା ବ୍ୟକ୍ତିମାନଙ୍କ...

ପ୍ରଶଂସା ସାଉଣ୍ଟୁଛି ଆସାଦ୍‌ଙ୍କ ‘ଆଫିୟାନ୍ସ’

କଟକ ଅଫିସ,୩୦ା୧୧: ଆଜି କଟକ ସହରକୁ ଓଡ଼ିଆ ସଙ୍ଗୀତର ଅନ୍ତୁଡ଼ିଶାଳ ବୋଲି କୁହାଯାଉଛି। ହେଲେ ୮୦ ଦଶକ ପୂର୍ବରୁ ଏଭଳି ଚିତ୍ର ନ ଥିଲା। ସେତେବେଳେ...

ଶବ ବ୍ୟବଚ୍ଛେଦ ରିପୋର୍ଟରେ ହୃଦ୍‌ଘାତଜନିତ ମୃତ୍ୟୁ

ଖଇରା, ୨୪।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ଖଇରା ବ୍ଲକ ଅଧୀନ ବଡଜୟୀପୁର ପଞ୍ଚାୟତ ସମିତିସଭ୍ୟା ପାର୍ବତୀ ସେଠୀଙ୍କ ଶ୍ୱଶୁର ଉପେନ୍ଦ୍ର ପ୍ରସାଦ ସେଠୀଙ୍କୁ ବିଜେଡି କର୍ମୀ...

Advertisement
Archives

Model This Week