କ୍ରାନ୍ତି ଦିବସରେ ସମ୍ମାନିତ ହେଲେ ଏହି ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ

ପଦ୍ମପୁର,୯ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆରୁହ ପଞ୍ଚାୟତ ତୁଲମତୁଲା ଗ୍ରାମର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସାରଦା ପ୍ରାସାଦ ରାୟଙ୍କୁ ସୋମବାର କ୍ରାନ୍ତି ଦିବସରେ ରାଷ୍ଟ୍ରପତିଙ୍କ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଜିଲାପାଳ ଡ. ଜ୍ଞାନ ଦାସ, ଉପଜିଲାପାଳ ପୀତାମ୍ବର ସାମଲ,ଅତିରିକ୍ତ ଜିଲାପାଳ ମଧୁସୂଦନ ଦାସ,ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀ, ବିଡିଓ ପ୍ରଣବ କୁମାର ବେହେରା, ଜିଲାପାଳ ଅବସରପ୍ରାପ୍ତ ସୂଚନା ଅଧିକାରୀ ସୁବାସ ଚନ୍ଦ୍ର ନାୟକ,ବିଧାୟକଙ୍କ ପ୍ରତିନିଧି ଅସିତ କୁମାର ଦାସ,ସରପଞ୍ଚ କଳ୍ପନା ରାଣୀ ସାହୁ ପ୍ରମୁଖ ଯୋଗ ଦେଇ ସଂଗ୍ରାମୀ ରାୟଙ୍କୁ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତାହେ ହେଲା ବ୍ରାହ୍ମଣୀଗାଁ ଅଞ୍ଚଳରେ ବିଦ୍ୟୁତ, ମୋବାଇଲ ସେବା ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୧୧।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ସମେତ ଦାରିଙ୍ଗବାଡ଼ିରେ ଗତ କିଛିଦିନ ହେଲା ମୋବାଇଲ ସେବା ବାଧାପ୍ରାପ୍ତ ହୋଇଛି। ବ୍ରାହ୍ମଣୀଗାଁ ସମେତ...

ଫାଟିଲାଣି ଜୀରା ନଦୀ ବ୍ରିଜ୍‌

ଭେଡ଼େନ,୨୧।୪ (ଡ଼ି.ଏନ.ଏ.) ବରଗଡ଼ ଜିଲା ଭେଡ଼େନ ବ୍ଳକ ଅନ୍ତର୍ଗତ ଧୁବେନପାଲି ଓ ଜାଣ୍ଡୋଲ ମଝିରେ ଜୀରା ନଦୀରେ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନିର୍ମିତ...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ପରିବାରର ୪ ସଦସ୍ୟ

ବ୍ରହ୍ମପୁର ଅଫିସ,୮ା୪-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱରରେ ଅଧିକ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ...

ଅଦିନିଆ ବର୍ଷା, କୁଆପଥର ମାଡ ଫସଲ ଉଜାଡିଲା

ସୁନ୍ଦରଗଡ, ୨୭ା୪ (ଡି.ଏନ୍‌.ଏ.) ଲକ୍‌ଡାଉନ ଯୋଗୁଁ ଚାଷୀଙ୍କ ପନିପରିବା ବିକ୍ରୀ ହୋଇ ନ ପାରି ନଷ୍ଟ ହେଉଛି। ଏହିସ୍ଥିତିରେ ଗତ ଦୁଇଦିନ ହେଲା ସୁନ୍ଦରଗଡ ଜିଲାରେ...

ହଟିଥାନ୍ତା ଶଟଡାଉନ ହେଲେ ପୁଣି ସପ୍ତାହେ ଲାଗୁହେଲା ଲକଡାଉନ୍‌: ଜାଣନ୍ତୁ କ’ଣ ଖୋଲା ରହିବ କ’ଣ ବନ୍ଦ

ମାଲକାନଗିରି,୧୨।୭(ଡି.ଏନ୍‌.ଏ.): କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଯୋଗୁ ମାଲକାନଗିରି ଜିଲା ପ୍ରଶାସନ ଗତ ଶୁକ୍ରବାର ରାତି ୮ଟାରୁ ରବିବାର ରାତି ୧୨ଟା ପର୍ଯ୍ୟନ୍ତ ମାଲକାନଗିରି ପୌରପରିଷଦ...

ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ

ଗଞ୍ଜାମ,୨୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ମହାମାରୀ ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି। ଦୈନଦିନ ଶହ ଶହ ସଂଖ୍ୟାରେ କରୋନା ଆକ୍ରାନ୍ତ ଚି଼ହ୍ନଟ ହେଉଥିବା ବେଳେ...

ବିଭିନ୍ନ ଦାବିନେଇ ଜିନ୍ଦଲ କ୍ଷତିଗ୍ରସ୍ତ ପ୍ରଜାଙ୍କ ଜନ ଆନ୍ଦୋଳନ: ଜାତୀୟ ରାଜପଥ ଅବରୋଧ

ଛେଣ୍ଡିପଦା,୧୨।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ଜରଡ଼ାଠାରେ ସୋମବାର ଜିନ୍ଦଲ କ୍ଷତିଗ୍ରସ୍ତ ପ୍ରଜା ସଂଘ ପକ୍ଷରୁ ଜନ ଆନ୍ଦୋଳନ ଦେଖିବାକୁ ମିଳିଛି। ବିଭିନ୍ନ ମୌଳିକ...

ଭାଜପାକୁ ଟାର୍ଗେଟ କଲେ ନିରଞ୍ଜନ, ଆକ୍ରମଣ ଘଟଣାରେ ଜଣେ ଅଟକ

କେନ୍ଦୁଝର,୧୮।୧(ସ୍ବ.ପ୍ର.): ରବିବାର କେନ୍ଦୁଝରରେ ହୋଇଥିବା ଆକ୍ରମଣ ଘଟଣାରେ ଟାଉନ ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରିବା ସହ ଅନ୍ୟମାନଙ୍କୁ ଧରିବ ପାଇଁ...

Advertisement


Archives

Model This Week