ଏହି ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ…

ଲସ୍‌ ଏଞ୍ଜେଲସ୍‌ , ୨୯।୮: ହଲିଉଡ୍‌ ଫିଲ୍ମ ‘ବ୍ଲାକ୍‌ ପାନ୍ଥର’ରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଚାଦ୍‌ଓ୍ବିକ୍‌ ବୋସ୍‌ମ୍ୟାନ୍‌ଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୩ ବର୍ଷ ହୋଇଥିଲା। ସେ ଦୀର୍ଘ ୪ ବର୍ଷ ଧରି ଅନ୍ତଃନଳୀ କର୍କଟ ରୋଗରେ ପୀଡ଼ିତ ଥିଲେ। ଲସ୍‌ ଏଞ୍ଜେଲସ୍‌ ସ୍ଥିତ ବାସଭବନରେ ବୋସ୍‌ମ୍ୟାନ୍‌ ପରିବାର ସଦସ୍ୟ ଏବଂ ସ୍ତ୍ରୀଙ୍କ ଉପସ୍ଥିତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। କର୍କଟ ରୋଗ ହୋଇଥିବା ଜଣାପଡ଼ିବା ପରେ ମଧ୍ୟ ବୋସମ୍ୟାନ୍‌ ଜଣେ ଯୋଦ୍ଧା ଭଳି ବିଭିନ୍ନ ଫିଲ୍ମର ଶୁଟିଂ ସେଟରେ ଯୋଗଦେଇଥିବା ପରିବାର ପକ୍ଷରୁ କୁହାଯାଇଛି। ଫିଲ୍ମ ଶୁଟିଂ ସମୟରେ ତାଙ୍କର କେତେକ ସର୍ଜରୀ ଏବଂ କେମୋଥେରାପି ମଧ୍ୟ ହୋଇଥିଲା। ୨୦୧୮ରେ ମାର୍ବଲ ଷ୍ଟୁଡ଼ିଓ ଦ୍ୱାରା ନିର୍ମିତ ହୋଇଥିବା ଫିଲ୍ମ ‘ବ୍ଲାକ୍‌ ପାନ୍ଥର’ ବୋସ୍‌ମ୍ୟାନ୍‌ଙ୍କୁ ସୁପରଷ୍ଟାରର ପରିଚିତି ଆଣି ଦେଇଥିଲା। ତାଙ୍କର ଶେଷ ଫିଲ୍ମ ‘ଦା ୫ ବ୍ଲଡସ୍‌’ ( ଦା ଫାଇଭ୍‌ ବ୍ଲଡସ୍‌) ଚଳିତ ବର୍ଷ ରିଲିଜ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡ୍ ଗାୟିକା ନେହା କକ୍କରଙ୍କ ବିବାହକୁ ନେଇ ପ୍ରସ୍ତୁତ ହେଉଛନ୍ତି ପରିବାର

ମୁମ୍ବାଇ: ବଲଉଡ୍ ଗାୟିକା ନେହା କକ୍କର ଅକ୍ଟୋବର ୨୩-୨୪ରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି । ଏଥିପାଇଁ ପ୍ରାୟ୍ର ସମସ୍ତ ପ୍ରସ୍ତୁତି ସରିଲାଣି ।...

୩୦ ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା ‘ଶଲା ବୁଢ଼ାର ବଦ୍‌ଲା’

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ଚଳଚ୍ଚିତ୍ର କହୁଛି ଓଡ଼ିଶାର ପରମ୍ପରା। ଗାଁର କଥା, ସାହିର କଥା ଆଉ ମଣିଷ ମଣିଷର କଥା। ମଣିଷ ଭିତରେ ଥିବା ରାଗ, କ୍ରୋଧକୁ ସମ୍ଭାଳି...

୨୯ ବର୍ଷର ହେଲେ ଶେହନାଜ

ବମ୍ବେ: ବିଗ୍‌ବସ୍‌ ବଦଳାଇଦେଲା ଭାଗ୍ୟ। ପଞ୍ଜାବରୁ ଆସିଥିବା ଏକ ଗାୟିକା ଏବେ ଜଣେ ଲୋକପ୍ରିୟ ସେଲିବ୍ରିଟି। ତାଙ୍କ ଷ୍ଟାରଡମ୍‌ କୌଣସି ସୁପରଷ୍ଟାରଠାରୁ କମ୍‌ ନୁହେଁ। ଆମେ...

୨୦୨୧ରେ ଭୋକିଲାଙ୍କ ସଂଖ୍ୟା ବଢ଼ିଯିବ: ଜାତିସଂଘ

ଜେନେଭା,୧୫।୧୧: ଚଳିତ ବର୍ଷ କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଜାରି ରହିଛି। କେତେକ ସ୍ଥାନରେ ଖାଦ୍ୟର ଘୋର ସଙ୍କଟ ଦେଖାଦେଇଛି। ତେବେ ଆସନ୍ତା ବର୍ଷ...

ଅଭିଜିତ୍‌ ପଲ୍‌ଙ୍କ ‘ଆମ୍‌ ଆଇ’ ଶ୍ରେଷ୍ଠ

ନୂଆଦିଲ୍ଲୀ, ୨୨ା୮: ଅଭିଜିତ୍‌ ପଲ ନିର୍ଦ୍ଦେଶିତ ‘ଆମ୍‌ ଆଇ’ ଶ୍ରେଷ୍ଠ ଶର୍ଟ ଫିଲ୍ମ ଭାବେ ବିବେଚିତ ହୋଇଛି। ଦ୍ୱିତୀୟ ସ୍ଥାନରେ ଦେବୋଜୋ ସଞ୍ଜୀବ ନିର୍ଦ୍ଦେଶିତ ‘ଅବ୍‌...

ପିତା ପୁତ୍ରଙ୍କ ସ୍ୱର-ତାଳ ଦେଖି ଆଶ୍ଚର୍ଯ୍ୟ ହେଲେ ବିଗ୍ ବି

ମୁମ୍ବାଇ: ସୋସିଆଲ ମିଡିଆରେ କ’ଣ କେତେବେଳ ଭାଇରାଲ ହେଉଛି ତାହା କହିବା ମୁସ୍କିଲ । ଏବେ ଜଣେ ପିତା-ପୁତ୍ରଙ୍କ ଭିଡିଓ ଖୁବ୍ ଭାଇରାଲ ହେଉଛି ।...

ଅସୁସ୍ଥ ଅଛନ୍ତି ଇଲିଆନା

ମୁମ୍ବାଇ: ବଲିଉଡରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ଇଲିଆନା ଡିକ୍ରୁଜ ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଅଭିନେତ୍ରୀ ହସ୍ପିଟାଲରୁ ସାଲାଇନ ବେଳେ କିଛି...

ବାଜି ମାରିପାରନ୍ତି ମାର୍କୋସ୍‌ ଜୁନିୟର

ମାନିଲା, ୮ା୨: ଫିଲିପାଇନ୍ସ ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରେ ମଇଦାନକୁ ଓହ୍ଲାଇଛନ୍ତି ପୂର୍ବତନ ରାଷ୍ଟ୍ରପତି ତଥା ଏକଛତ୍ରବାଦୀ ଶାସକ ସ୍ବର୍ଗତ ଫର୍ଡିନାଣ୍ଡ୍‌ ମାର୍କୋସ୍‌ଙ୍କ ପୁଅ ଫର୍ଡିନାଣ୍ଡ ମାକ୍ରୋସ୍‌...

Advertisement
Archives

Model This Week