Posted inଖେଳ

ଧୋନୀଙ୍କୁ ନେଇ ଏମିତି ଭବିଷ୍ୟବାଣୀ କଲେ ଏହି ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୧୦ା୫: ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ୍‌ ୨୦୨୩ର ପ୍ଲେ ଅଫ୍‌ରେ ପହଞ୍ଚିବାଠାରୁ ମାତ୍ର କିଛି ପାଦ ଦୂରରେ ରହିଛି। ଗତ ସିଜନରେ ବିପର୍ଯ୍ୟୟ ପରେ ଚେନ୍ନାଇ ସୁପର କିଙ୍ଗ୍ସ ଏହି ସିଜନରେ ଏକ ଦୃଢ଼ ପ୍ରତ୍ୟାବର୍ତ୍ତନ କରିଛି। ଏହି ସିଜନରେ କ୍ରମାଗତ ପ୍ରଦର୍ଶନ ପାଇଁ ଗୋଟିଏ କାରଣ ହେଉଛି ସେମାନଙ୍କର ଘରୋଇ ଫର୍ମ।

ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଲରାଉଣ୍ଡର ଇର୍‌ଫାନ ପଠାନ କହିଛନ୍ତି, ଘରୋଇ ପିଚ୍‌ରେ ଦମ୍‌ଦାର ପ୍ରଦର୍ଶନ ସହିତ ଚେନ୍ନାଇ ଫ୍ରାଞ୍ଚାଇଜ ଚେପାକକୁ ସେମାନଙ୍କର ଦୁର୍ଗ କରିପାରିଛି। ସେ କହିଛନ୍ତି, ‘ଚାଚା ଚୌଧୁରୀ’ ଏମ୍‌ଏସ୍‌ ଧୋନୀଙ୍କ ମୁଣ୍ଡ ଏହା ପଛରେ କାମ କରୁଛି। ତାଙ୍କ ବ୍ୟତୀତ କେହି ଏମିତି କରିପାରିବେ ନାହିଁ।

ଷ୍ଟାର୍‌ ସ୍ପୋଟର୍‌ସର ଏକ କାର୍ଯ୍ୟକ୍ରମରେ ଇରଫାନ କହିଛନ୍ତି, ପ୍ଲେ ଅଫ୍‌ ପାଇଁ ସିଏସ୍‌କେ ନିଶ୍ଚିତ।ବର୍ତ୍ତମାନ ସିଏସ୍‌କେ ଏହାକୁ ଟପ୍‌-୨ରେ ପହଞ୍ଚାଇବାକୁ ଚେଷ୍ଟା କରିବ। ମୁଁ ସବୁବେଳେ କହୁଛି, ଯେତେବେଳେ କୌଣସି ଟିମ୍‌ ନିଜ ଘରୋଇ ମୈଦାନକୁ ଆସନ୍ତି, ‘ଚାଚା ଚେଧୁରୀ’ ଏମ୍‌ଏସ୍‌ଡି ତାଙ୍କ ଷ୍ଟାଡିୟମର ଡୋର ବନ୍ଦ କରିଦିଅନ୍ତି। ଅର୍ଥାତ୍‌ଦର୍ଶକଙ୍କ ସାମ୍ନାରେ ବିପକ୍ଷ ଦଳ ପରାଜୟ ବରଣ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଯୁଦ୍ଧର ପ୍ରଭାବ: ବେଳକୁ ବେଳ ମହଙ୍ଗା ହେଉଛି ରାସ୍ତା କଡ଼ର ଖାଦ୍ୟ, ସାଧାରଣ ଜନତା ଚିନ୍ତାରେ

ନୂଆଦିଲ୍ଲଈ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଯୋଗୁ, ରାଜଧାନୀ ଦିଲ୍ଲୀ ଏବଂ ଏନସିଆରର ବାସିନ୍ଦାମାନେ ଗ୍ୟାସ ସିଲିଣ୍ଡର କିଣିବା ପାଇଁ ସଂଘର୍ଷ କରୁଛନ୍ତି; ଲୋକମାନେ ଲମ୍ବା ଧାଡ଼ିରେ ଠିଆ…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

ହର୍ମୁଜର ନାଁ ବଦଳେଇଦେଲେ ଟ୍ରମ୍ପ! କଲେ ବଡ଼ ଘୋଷଣା; ବିଶ୍ୱରେ ପଡିଲା ଚହଳ

ଓ଼୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଏକ ବିବାଦ ଦେଖାଦେଇଛି। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri