ଆଇପିଏଲ୍‌ ଖେଳିବା ଲାଗି ଅନ୍ତିମ ଦଳ ଭାବେ ଦୁବାଇରେ ପହଞ୍ଚିଲା ଏହି ଫ୍ରାଞ୍ଚାଇଜ୍‌

ଦୁବାଇ, ୨୪।୮: କରୋନା ମହାମାରୀ ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷ କରୋନା ଲାଗି ଆଇପିଏଲ୍‌ର ତ୍ରୟୋଦଶ ସଂସ୍କରଣ ଭାରତ ବଦଳରେ ୟୁଏଇରେ ସେପ୍ଟେମ୍ବର ୧୯ରୁ ନଭେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ଖେଳାଯିବ। ଏଥିଲାଗି ଆଇପିଏଲ୍‌ର ସମସ୍ତ ୮ଟି ଯାକ ଫ୍ରାଞ୍ଚାଇଜ୍‌ ପର୍ଯ୍ୟାୟକ୍ରମେ ୟୁଏଇରେ ପହଞ୍ଚି ସାରିଛନ୍ତି। ପୂର୍ବରୁ ୬ଟି ଫ୍ରାଞ୍ଚାଇଜ ଦୁବାଇରେ ପହଞ୍ଚିଥିବାବେଳେ ଦିଲ୍ଲୀ କ୍ୟାପିଟାଲ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦର ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ ରବିବାର ଆଇପିଏଲ୍‌ରେ ଅଂଶଗ୍ରହଣ କରିବା ଲାଗି ସେଠାରେ ପହଞ୍ଚିଛନ୍ତି। ହାଇଦ୍ରାବାଦ ପରେ ଦିଲ୍ଲୀ ଖେଳାଳି ଦୁବାଇରେ ଅବତାରଣ କରିଥିଲା। ଫଳରେ ସର୍ବଶେଷ ଦଳ ଭାବେ ଦୁବାଇରେ ପାଦ ଥାପିଛି ଦିଲ୍ଲୀ କ୍ୟାପିଟାଲ୍ସ। ଏଥିପୂର୍ବରୁ ଚେନ୍ନାଇ ସୁପର୍‌ କିଙ୍ଗ୍ସ, ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର, କିଙ୍ଗ୍ସ ଇଲେଭେନ ପଞ୍ଜାବ, କୋଲକାତା ନାଇଟ୍‌ ରାଇଡର୍ସ ଓ ମୁମ୍ବାଇ ଇଣ୍ଡିଆନ୍ସର ଖେଳାଳିମାନେ ଦୁବାଇରେ ପହଞ୍ଚି ସାରିଥିଲେ। ବିସିସିଆଇର କରୋନ ନିୟମ ଅନୁଯୟେୀ ସମସ୍ତ ଖେଳାଳି ଓ ଷ୍ଟାଫ୍‌ ହୋଟେଲ ରୁମ୍‌ରେ ୬ ଦିନ ଲାଗି କ୍ୱାରାଣ୍ଟାଇନରେ ରହିବେ। ଏହି ଅବସରରେ ଖେଳାଳିଙ୍କ କରୋନା ଟେଷ୍ଟ ୩ଥର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?