ଏହି ଫଳର ଚୋପା କରେ ତ୍ୱଚାକୁ ଉଜ୍ଜ୍ୱଳ: ଜାଣନ୍ତୁ କେମିତି କରିବେ ବ୍ୟବହାର

ସୌନ୍ଦର୍ଯ୍ୟକୁ ନେଇ ପ୍ରାୟ ଅଧିକାଂଶ ଲୋକ ବେଶ୍‌ ଚିନ୍ତିତ। ଏକ ସୁନ୍ଦର ତ୍ୱଚା ପାଇବା ଲାଗି ସମସ୍ତଙ୍କର ଇଚ୍ଛା ଥାଏ। ଏ ନେଇ ବଜାରରେ ମିଳୁଥିବା ଅନେକେ ସୌଖୀନ ରାସାୟନିକ ପଦାର୍ଥ ବ୍ୟବହାର କରନ୍ତି, ଯାହାର ଅନେକ ପାର୍ଶ୍ୱପ୍ରତିକ୍ରିୟା ରହିଛି। ମାତ୍ର କମଳା ଚୋପା ବ୍ୟବହାର କରି ଆପଣ ଏକ ଉଜ୍ଜ୍ୱଳ ତ୍ୱଚା ପାଇପାରିବେ। କମଳା ଖାଇବାକୁ ଯେମିତି ସୁସ୍ବାଦୁ, ତାହାର ଚୋପା ମଧ୍ୟ ସେତିକି ଉପକାରୀ। ଏହାର ଚୋପାରେ ପ୍ରସ୍ତୁତ ଫେସ୍‌ ପ୍ୟାକ୍‌ ତ୍ୱଚା ଉଜ୍ଜ୍ୱଳ କରାଇଥାଏ।

YANSS 143 – How to Talk to People About Things – You Are Not So Smart

 

ପ୍ରସ୍ତୁତି ପ୍ରଣାଳୀ

-କମଳା ଚୋପାକୁ ଭଲଭାବେ ଶୁଖାଇ ଦିଅନ୍ତୁ। ଏହାକୁ ଗୁଣ୍ଡକରି ପ୍ୟାକ୍‌ ପ୍ରସ୍ତୁତିରେ ବ୍ୟବହାର କରିପାରିବେ।

-କମଳା ଚୋପାର ଗୁଣ୍ଡକୁ ହଳଦୀରେ ମିଶାଇ ସେଥିରେ କିଛି ଗୋଲାପ ଜଳ ମିଶାଇ ପେଷ୍ଟ ପ୍ରସ୍ତୁତ କରିପାରିବେ।

-ପେଷ୍ଟକୁ ମୁହଁରେ ଲଗାଇ ୧୫ ମିନିଟ୍‌ ପରେ ଧୋଇ ଦିଅନ୍ତୁ। ଦେଖିବେ ଏପରି କରିବାର କିଛିଦିନ ମଧ୍ୟରେ ତ୍ୱଚା ଉଜ୍ଜ୍ୱଳ ଦେଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ଦିଲ୍ଲୀରେ ମେଟ୍ରୋ ବନ୍ଦ ମାମଲା: CJI କହିଲେ ଲଞ୍ଚ୍‌ ପରେ ଦେଖିବା…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସୁରକ୍ଷା କାରଣରୁ ୧୬ଟି ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଛି। ଏହି ମାମଲା ଏବେ ସୁପ୍ରିମ୍ କୋର୍ଟରେ ପହଞ୍ଚିଛି। SCBA…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri