Posted inଖେଳ

ମେସି, ରୋନାଲ୍ଡୋଙ୍କ କ୍ଲବରେ ସାମିଲ ହେଲେ ଏହି ମହାନ ଗୋଲକିପର, ଜାଣନ୍ତୁ…

ମେକ୍ସିକୋ ସିଟି,୨୫ା୬: ମେକ୍ସିକୋର ଭେଟେରାନ ଗୋଲକିପର ଗୁଇଲେର୍ମୋ ଓଚୋଆ ଫିଫା ବିଶ୍ୱକପ୍‌ ଇତିହାସରେ ତୃତୀୟ ଖେଳାଳି ଭାବେ ଷଷ୍ଠ ବିଶ୍ୱକପ୍‌ ଖେଳିଛନ୍ତି। ତାଙ୍କ ଭଳି ଚଳିତ ସଂସ୍କରଣରେ ଆର୍ଜେଣ୍ଟିନାର ଲିଓନେଲ ମେସି ଓ ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଷଷ୍ଠ ଥର ପାଇଁ ବିଶ୍ୱକପ୍‌ ଖେଳିଛନ୍ତି।

ସେ ପ୍ରଥମ ଗୋଲକିପର ଭାବେ ଏହି ଉପଲବ୍ଧି ପାଇଛନ୍ତି। ଚେକ୍‌ ରିପବ୍ଲିକ ବିପକ୍ଷରେ ମେକ୍ସିକୋ ସିଟିଠାରେ ଖେଳାଯାଇଥିବା ଅନ୍ତିମ ଗ୍ରୁପ୍‌ ମ୍ୟାଚ୍‌ରେ ମେକ୍ସିକୋ ଗୋଲକିପର ଏହି ମାଇଲଷ୍ଟୋନରେ ପହଞ୍ଚିଛନ୍ତି। ମ୍ୟାଚ୍‌ରେ ସେ ୭୩ତମ ମିନିଟ୍‌ରେ ଆଜଟେକା ଷ୍ଟାଡିୟମରେ ଉପସ୍ଥିତ ୮୫ ହଜାର ଦର୍ଶକଙ୍କ ‘ମେମୋ..ମେମୋ’ ନାରା ମଧ୍ୟରେ ପଡ଼ିଆକୁ ଆସିଥିଲେ। ଏହି ମହାନ୍‌ ଗୋଲକିପର ୨୦୦୬, ୨୦୧୦, ୨୦୧୪, ୨୦୧୮, ୨୦୨୨ ଓ ୨୦୨୬ରେ ମେକ୍ସିକୋ ବିଶ୍ୱକପ୍‌ ଦଳର ସଦସ୍ୟ ଥିଲେ। ଯଦି ଓ ସେ ୨୦୦୬ ଓ ୨୦୧୦ ସଂସ୍କରଣରେ ଆଦୌ ଖେଳି ନ ଥିଲେ, ମାତ୍ର ପରେ ସେ ମେକ୍ସିକୋର ମହାନ୍‌ ଗୋଲକିପର ସାବ୍ୟସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri