Posted inଖେଳ

୨୪୩୩ ଟେଷ୍ଟ ମ୍ୟାଚ୍‌ ପରେ ପ୍ରଥମଥର ପାଇଁ କ୍ରିକେଟ୍‌ ପଡିଆରେ ଘଟିଲା ଏମିତି

ଓଭାଲ୍‌,୭।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚରେ ଭାରତ ଇଂଲଣ୍ଡକୁ ୧୫୭ ରନରେ ପରାସ୍ତ କରିଛି। ମ୍ୟାଚ ଜିତିବା ପାଇଁ ଇଂଲଣ୍ଡକୁ ୩୬୮ ରନର ଟାର୍ଗେଟ ଥିବାବେଳେ ଦଳ ମାତ୍ର ୨୧୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଏହି ମ୍ୟାଚ୍‌ରେ ଟେଷ୍ଟ କ୍ରିକେଟ ଇତିହାସରେ ମଧ୍ୟ ଏକ ନିଆରା ରେକର୍ଡ ସୃଷ୍ଟି ହୋଇଥିଲା। ୨୪୩୩ ଟେଷ୍ଟରେ ପ୍ରଥମ ଥର ପାଇଁ, ୪ ଜଣ ବ୍ୟାଟ୍ସମ୍ୟାନ ଗୋଟିଏ ମ୍ୟାଚ ରେ ୫୦ ରନ ସ୍କୋର କରି ଆଉଟ୍‌ ହୋଇଥିଲେ। ଓଭାଲ ଟେଷ୍ଟର ଦ୍ୱିତୀୟ ଇନିଂସରେ ରୋରି ବର୍ନସଙ୍କ ବ୍ୟତୀତ ଭାରତୀୟ ଉଇକେଟ୍‌ କିପର ରିଷଭ ପନ୍ତ ମଧ୍ୟ ୫୦ ରନରେ ଆଉଟ୍‌ ହୋଇଥିଲେ। ଏଥି ସହିତ, ଯଦି ଆମେ ଓଭାଲ ଟେଷ୍ଟର ପ୍ରଥମ ଇନିଂସ ବିଷୟରେ କହିବା, ତେବେ ଭାରତୀୟ ଅଧିନାୟକ ବିରାଟ କୋହଲି ମଧ୍ୟ ତାଙ୍କର ଅର୍ଦ୍ଧଶତକ ପୂରଣ କରିବା ପରେ ଆଉଟ ହୋଇଥିଲେ। ତାଙ୍କ ବ୍ୟତୀତ ଇଂଲଣ୍ଡର ଅଲରାଉଣ୍ଡର କ୍ରିସ ୱକ୍ସ ମଧ୍ୟ ସମାନ ସ୍କୋରରେ ଆଉଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri