୧୮ ବର୍ଷର IPL ଇତିହାସରେ ପ୍ରଥମଥର ଘଟିଲା ଏମିତି; ଇତିହାସ ରଚିଲେ ପ୍ୟାଟ୍‌ କମିନ୍ସ

ନୂଆଦିଲ୍ଲୀ,୬।୫: ସନରାଇଜର୍ସ ହାଇଦ୍ରାବାଦର ଅଧିନାୟକ ପ୍ୟାଟ କମିନ୍ସ ଆଇପିଏଲ ଟୁର୍ନାମେଣ୍ଟରେ ଚମତ୍କାର ରେକର୍ଡ କରିଛନ୍ତି। ଏମିତି ରେକର୍ଡ ୧୮ ବର୍ଷ ମଧ୍ୟରେ କୌଣସି ଅଧିନାୟକ କରିପାରି ନାହାଁନ୍ତି। କମିନ୍ସଙ୍କ ଅଧିନାୟକତ୍ୱରେ, ସନରାଇଜର୍ସ ହାଇଦ୍ରାବାଦ ଦଳ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଦୃଢ଼ ବୋଲିଂ କରିଥିଲେ। ଏହି ମ୍ୟାଚ୍‌ରେ ପାୱାର ପ୍ଲେରେ ହିଁ ଦିଲ୍ଲୀ କ୍ୟାପିଟାଲ୍ସର ୩ଟି ଉଇକେଟ ନେଇଥିଲେ। କମିନ୍ସ ଏପରି କରିବାରେ ପ୍ରଥମ ବୋଲିଂ ଅଧିନାୟକ ହୋଇଛନ୍ତି। ଆଇପିଏଲ ଇତିହାସରେ ଏପର୍ଯ୍ୟନ୍ତ କୌଣସି ଅଧିନାୟକ ଏହି କୃତିତ୍ୱ ହାସଲ କରିନାହାଁନ୍ତି।

ସନରାଇଜର୍ସ ହାଇଦ୍ରାବାଦ ଦଳ ବର୍ତ୍ତମାନ ଆଇପିଏଲରେ ଭଲ ସ୍ଥିତିରେ ନାହିଁ। ଏହି ଦଳ ପ୍ଲେଅଫ ଦୌଡ଼ରୁ ବାଦ୍‌ ହୋଇସାରିଛି। ହାଇଦ୍ରାବାଦ ଏପର୍ଯ୍ୟନ୍ତ ୧୦ଟି ମ୍ୟାଚ ଖେଳିଛି, ଏଥିରେ ଦଳ ୭ଟି ମ୍ୟାଚରେ ପରାଜୟର ସମ୍ମୁଖୀନ ହୋଇଛି। SRH ଦଳ କେବଳ ୩ଟି ମ୍ୟାଚ ଜିତିଛି। ଏହି ୩ଟି ମ୍ୟାଚ ଜିତି ହାଇଦ୍ରାବାଦ ଦଳ ୬ ପଏଣ୍ଟ ପାଇଛି।

ଦିଲ୍ଲୀ ବିପକ୍ଷ ମ୍ୟାଚ ସମେତ ହାଇଦ୍ରାବାଦର ମୋଟ ଚାରୋଟି ମ୍ୟାଚ ବାକି ଅଛି। ଯଦି SRH ସମସ୍ତ ଚାରୋଟି ମ୍ୟାଚ ଜିତିଯାଏ, ତେବେ ଏହା କେବଳ ୧୪ ପଏଣ୍ଟ ପାଇପାରିବ। ଚଳିତ ବର୍ଷର ଆଇପିଏଲ ସିଜିନକୁ ଦେଖିଲେ ମନେ ହେଉଛି ପ୍ଲେଅଫ ପାଇଁ ଯୋଗ୍ୟତା ଅର୍ଜନ କରିବା ପାଇଁ ହାଇଦ୍ରାବାଦକୁ ୧୬ ପଏଣ୍ଟ ପାଇବା ଆବଶ୍ୟକ।

 


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri