ନିଲାମ ହେଲା ଏହି ଅଭିନେତ୍ରୀ ଫଟୋ,କେତେ ଟଙ୍କାରେ ଜାଣିଲେ…

ସାରା ବିଶ୍ବରେ ନିଜ ସୌନ୍ଦର୍ଯ୍ୟ ପାଇଁ ଚର୍ଚ୍ଚାରେ ରହିଥିବା ହଲିଉଡ ଅଭିନେତ୍ରୀ ମର୍ଲିନ ମୁନରୋଙ୍କର ଏକ ପୋଟ୍ରେଟ ୧୫୦୦ କୋଟି ଟଙ୍କାରେ ବିକ୍ରି ହୋଇଛି । ହେଲେ ଅଭିନେତ୍ରୀଙ୍କ ଏହି ପେଣ୍ଟିଂ ୧୯୬୪ ମସିହାର। ଯାହାକୁ ନିଲାମ କରାଯାଇଥିଲା । ଯାହାକୁ ନେଇ ଏବେ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର ବିଷୟ ପାଲଟିଛି।
ଏକ ରିପୋର୍ଟ ଅନଯାୟୀ, ନିଲାମୀରେ କେହି ମର୍ଲିନ ମୁନରୋଙ୍କର ସେହି ୬୮ ବର୍ଷ ପୁରୁଣା ପେଣ୍ଟିଂକୁ କିଣିଥିଲେ । କୁହାଯାଉଛି କି ମର୍ଲିନଙ୍କର ପେଣ୍ଟିଂ ଏ ପର୍ଯ୍ୟନ୍ତ କିଣାଯାଇଥିବା ସବୁଠୁ ଦାମୀ ଆମେରିକାନ ଆର୍ଟ ଅଟେ । ତେବେ ପେଣ୍ଟିଂକୁ ୧୫୦୦ କୋଟିରେ କିଏ କିଣିଛି ସେ ନେଇ କୌଣସି ଖବର ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ବନ୍ଧୁତା

କ’ଣ କରିବେ ଦିଶା ପଟାନି-ଏଣୁ ମାରିଲେ ଗୋ ହତ୍ୟା ତେଣୁ ମାରିଲେ ବ୍ରହ୍ମ ହତ୍ୟା। ଅର୍ଥାତ୍‌ ସେ ଦୋଛକିରେ ପଡିଯାଇଛନ୍ତି। ଟାଇଗର ଶ୍ରଫଙ୍କ ସହ ତାଙ୍କ...

କ୍ରିକେଟରଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାକୁ ଆସିଥିଲେ ସଙ୍ଗିତା

ମୁମ୍ବାଇ: ବଲିଉଡ୍‌ର ବିଗତ ଦିନର ନାୟିକା ସଙ୍ଗିତା ବିଜଲାନୀ ଏଥର ତାଙ୍କ ଜନ୍ମଦିନ ନିରାଡମ୍ବର ସହ ପାଳନ କରିଛନ୍ତି। ଜୁଲାଇ ୯ରେ ତାଙ୍କ ଜନ୍ମଦିନ ଥିବା...

ବଲିଉଡ୍‌ରେ ଡେବ୍ୟୁ କରିବେ ଆଲ୍ଲୁ!

ମୁମ୍ବାଇ: ସାଉଥ ସୁପରଷ୍ଟାର ଆଲ୍ଲୁ ଅର୍ଜୁନ ନିଜର ଅନ୍ଦାଜ ଓ ଅଭିନୟ ପାଇଁ ବେଶ୍‌ ଚର୍ଚ୍ଚାରେ ରହିଥାନ୍ତି। ତାଙ୍କର ଲୁକ୍‌ ଏବଂ ଆଉଟ୍‌ଫିଟକୁ ପ୍ରଶଂସକ ମଧ୍ୟରେ...

ଭାଇଙ୍କ ପାଇଁ କନ୍ୟା ଖୋଜି ବାହାରିଲେ ନେହା, ଜାଣନ୍ତୁ କିଏ ହେବେ ଭାଉଜ

ମୁମ୍ବାଇ: ଚଳିତ ସପ୍ତାହ ଶେଷସୁଦ୍ଧା ବିଗ ବସ୍‌-୧୪ରେ ଅନେକ ଅତିଥିଙ୍କୁ ଦେଖିବାକୁ ମିଳିବ। କାମ୍ୟା ପଞ୍ଜାବୀ ଏବଂ ଦେବୋଲିନା ଭଟ୍ଟାଚାର୍ଯ୍ୟ ଶୋ’ରେ ତୀକ୍ଷ୍ଣ ପ୍ରଶ୍ନ ପଚାରିବାକୁ...

ଆର୍ୟନ ଜଣେ ଭଲ ପିଲା, କେବଳ ଭୁଲ ସମୟରେ ଭୁଲ ସ୍ଥାନରେ ଥିଲେ: ସୁଜୈନ

ବମ୍ବେ: ଡ୍ରଗ୍ସ ମାମଲାରେ ଛନ୍ଦି ହୋଇଛନ୍ତି ବଲିଉଡ୍‌ ଅଭିନେତା ଶାହାରୁଖ ଖାନ୍‌ଙ୍କ ପୁଅ ଆର୍ୟନ। ଏନ୍‌ସିବି ତାଙ୍କୁ ଗିରଫ କରିବା ପରେ ଜଣଙ୍କ ପରେ ଜଣେ...

ପ୍ରେମିକଙ୍କ ସହ ବ୍ରେକ୍‌ଅପ୍‌କୁ ନେଇ ଚର୍ଚ୍ଚାରେ ଟାଇଗରଙ୍କ ଭଉଣୀ, କଲେ ଏପରି ନିବେଦନ

ବମ୍ବେ: ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫ୍‌ଙ୍କ ଭଉଣୀ କୃଷ୍ଣାଙ୍କର ହୋଇଛି ବ୍ରେକ୍‌ଅପ୍‌। ଇବାନ ହାୟମ୍ସଙ୍କଠାରୁ ସେ ଅଲଗା ହୋଇଛନ୍ତି। ଉଭୟଙ୍କ ରୋମାଣ୍ଟିକ୍‌ ଫଟୋ ସୋସିଆଲ ମିଡିଆରେ...

ଧର୍ମଶାଳା ରାସ୍ତାରେ ବୁଲୁଥିବା ନଜର ଆସିଲେ କରୀନା କପୁର

ମୁମ୍ବାଇ: କରୀନା କପୁର ଏବଂ ମଲାଇକା ଆରୋରାଙ୍କ କିଛି ଭିଡିଓ ସୋସିଆଲ ମିଡିଆରେ ଏବେ ତୀବ୍ର ଗତିରେ ଭାଇରାଲ ହେଉଛି। ଏହି ଭିଡିଓରେ କରୀନା ଏବଂ...

ବିବାହ ପରେ ଅନ୍ୟ ଅଭିନେତ୍ରୀଙ୍କ ସହ କାମ କରିବେ ନାହିଁ ବରୁଣ!

ବଲିଉଡ୍‌ର ଚକଲେଟ୍‌ ବଏ ବରୁଣ ଧାଓ୍ବନ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଦୀର୍ଘଦିନର ପ୍ରେମିକା ନତାଶା ଦଲାଲଙ୍କୁ ନିଜ ଜୀବନ ସାଥୀ ଭାବେ ବାଛିଛନ୍ତି ସେ।...

Advertisement
Archives

Model This Week