ପହଣ୍ଡି ଅଘଟଣ: ପରିଚାଳନା କମିଟି ନେଲା ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଲେ…

ପୁରୀ,୧୦ା୭: ଆଡ଼ପ ପହଣ୍ଡିରେ ଅଘଟଣ ନେଇ ପରିଚାଳନା କମିଟିରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୁଧବାର ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଘଟଣାର ତଦନ୍ତ କରିବା ପାଇଁ ୩ ଜଣିଆ ଏକ କମିଟି ଗଠନ କରାଯାଇଛି। ଜଣେ ଏଡିଏମ୍‌, ଉନ୍ନୟନ ପ୍ରଶାସକ ଓ ଜଣେ ଡିଏସ୍‌ପି ରହିବେ ବୋଲି ନିଷ୍ପତ୍ତି ହୋଇଛି। ଭିଡିଓ ଫୁଟେଜ ସହ ସମସ୍ତ ଦିଗକୁ ଦେଖି ତଦନ୍ତ କରି ରିପୋର୍ଟ ଦେବେ। ନୀଳାଦ୍ରି ବିଜେର ୧୦ ଦିନ ମଧ୍ୟରେ କମିଟି ରିପୋର୍ଟ ପ୍ରଦାନ କରିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି।

ସୂଚନାଯୋଗ୍ୟ, ଶ୍ରୀବିଗ୍ରହମାନଙ୍କ ମଙ୍ଗଳବାର ସନ୍ଧ୍ୟାରେ ଆଡ଼ପ ମଣ୍ଡପ ପହଣ୍ଡି ସମୟରେ ରଥ ଉପରେ ଏକ ବଡ଼ଧରଣର ଅଘଟଣ ଘଟିଥିଲା। ବଡ଼ଠାକୁର ବଳଭଦ୍ରଙ୍କୁ ରଥରୁ ପହଣ୍ଡି କରି ଅଣାଯାଉଥିବା ବେଳେ ଚାରମାଳ ଉପରେ ସେବାୟତମାନେ ପକାଇ ଦେଇଥିଲେ। ଏଥିରେ କିଛି ସେବାୟତ ମଧ୍ୟ ଆହତ ହୋଇଥିଲେ। କିଛି ସମୟ ପରେ ଠାକୁରଙ୍କୁ ଉଠାଯାଇ ପୁଣ ପହଣ୍ଡି କରି ଜନ୍ମବେଦୀ ବା ଆଡ଼ପମଣ୍ଡପକୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?