ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ହାତରେ ରହିଛି ଏହି ଗୁରୁତ୍ୱପୂର୍ଣ୍ଣ ବିଭାଗ, ଜାଣନ୍ତୁ…

ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ବିଭାଗ ମିଳିଥିବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ହାତରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ଆଦି ଗୁରୁତ୍ୱପୂର୍ଣ୍ଣ ବିଭାଗ ମିଳିଛି।

ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ମଧ୍ୟ କିଛି ବିଭାଗ ନିଜ ହାତରେ ରଖିଛନ୍ତି। ଏହି ବିଭାଗ ମଧ୍ୟରେ ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସମ୍ପଦ ଯୋଜନା ଓ ସମନ୍ବୟ, ଅର୍ଥ ଆଦି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଫେରୁଥିଲେ, ଧକ୍କା ଦେଇ ଚମ୍ପଟ ମାରିଲା ବାଇକ୍‌; ଚାଲିଗଲା ଯୁବକଙ୍କ ଜୀବନ, ସଙ୍ଗାତ ମାମୁ…

ଦିଗପହଣ୍ଡି,୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଝରିପଦର ଗ୍ରାମ ନିକଟରେ ଅଜଣା ବାଇକ ଧକ୍କାରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି।ମୃତକ…

ବରଗଡ଼ ଜିଲା ପ୍ରିମିୟର ଲିଗ୍: ସମଲେଶ୍ୱରୀ ଇଲେଭେନ ବିଜୟୀ

ବରଗଡ଼,୮।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା କ୍ରିକେଟ୍ ଆସୋସିଏଶନ୍, ବରଗଡ଼ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ୮ମ ବରଗଡ଼ ଜିଲଖ ପ୍ରିମିୟର ଲିଗର ପଞ୍ଚମ ଦିବସ ଶୁକ୍ରବାର ଅନୁଷ୍ଠିତ ପ୍ରଥମ…

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ…

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri