ଏଇ ଭାରତରେ

କାଗଜ ପାଇଁ ବହୁସଂଖ୍ୟାରେ ଗଛ ଓ ବାଉଁଶ କଟାଯାଉଛି, ଯାହା ପରିବେଶ ପାଇଁ କ୍ଷତିକାରକ। ତେବେ ଏହାର ସମାଧାନ ବାଟ ପାଇଛନ୍ତି ରୂପଙ୍କର ଭଟ୍ଟାଚାର୍ଯ୍ୟ ଏବଂ ଅଙ୍କିତ୍‌ ଧର୍‌। ସେମାନେ ପାଣିରେ ବଢୁଥିବା ଏକପ୍ରକାର ଦଳ(କଲିକତି ଦଳ)ରୁ କାଗଜ ତିଆରି କରୁଛନ୍ତି। ସେମାନଙ୍କ ଅନୁସୃତ ପଦ୍ଧତିରେ କମ୍‌ କାର୍ବନ ନିର୍ଗମନ ହେଉଛି। ଏହି ସବୁଜ ନୂତନତ୍ୱ ସ୍ଥାନୀୟ ଲୋକଙ୍କୁ ରୋଜଗାର ଦେଇପାରିଛି। କଲିକତି ଦଳକୁ ସଂସ୍କୃତରେ ଜଳକୁମ୍ଭି କୁହାଯାଏ। ଏଣୁ ଏଥିରୁ ତିଆରି ହେଉଥିବା କାଗଜର ନାମ ରଖାଯାଇଛି କୁମ୍ଭି କାଗଜ। ଏହି କାଗଜ ତିଆରି ପାଇଁ ସେମାନେ ‘କୁମ୍ଭି କାଗଜ ପ୍ରାଇଭେଟ ଲିମିଟେଡ୍‌’ ପ୍ରତିଷ୍ଠା କରିଛନ୍ତି। ଏହି ଜଳକୁମ୍ଭି ଆସାମର ଅଧିକାଂଶ ଜିଲାରେ ବହୁମାତ୍ରାରେ ବଢୁଥିବାରୁ ସେଠାରେ ସ୍ଥାନୀୟ ଲୋକଙ୍କ ମାଧ୍ୟମରେ ଏସବୁ ସଂଗ୍ରହ କରାଯାଉଛି। କୁମ୍ଭି କାଗଜ ସମ୍ପୂର୍ଣ୍ଣ ରସାୟନମୁକ୍ତ ଏବଂ ଏହା ସହଜରେ ମାଟିରେ ମିଶିଯାଉଛି। ଜଣେ ବନ୍ୟଜନ୍ତୁ ଉଦ୍ଧାରକାରୀ ଭାବେ ଥରେ ପାଇଥନ୍‌ ଉଦ୍ଧାର କରିବା ସମୟରେ ରୂପଙ୍କର କୁମ୍ଭିଦଳ ସମ୍ପର୍କରେ ଜାଣିପାରିଥିଲେ। ପରେ ସେ ଉଭୟଚର ଜୀବ ବିଶେଷଜ୍ଞ ଡ. ପୁରକାୟସ୍ଥଙ୍କ ତତ୍ତ୍ୱାବଧାନନେର ଗବେଷଣା କରି କାଗଜ ତିଆରିର ଉପାୟ ପାଇପାରିଥିଲେ। ଆସାମ ସରକାରଙ୍କ ସହଯୋଗରେ ରୂପଙ୍କର ଓ ତାଙ୍କ ସାଥୀ ଅଙ୍କିତ୍‌ ଏକ କମ୍ପାନୀ ପ୍ରତିଷ୍ଠା କରି ୨୦୨୩ରୁ କାଗଜ ଉତ୍ପାଦନ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ସ୍କାଉଟସ-ଗାଇଡ଼ସ ପ୍ରତିଯୋଗିତା: ପଞ୍ଜିକରଣ ଆରମ୍ଭ

ଦାରିଙ୍ଗବାଡି,୫।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ ଓ ଗାଇଡ଼ସର ପ୍ରଥମଥର ପାଇଁ…

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri