ଏଇ ଭାରତରେ

ଭାରତର ବିଭିନ୍ନ ସହର ଅଧୀନ ବସ୍ତିରେ ରହୁଥିବା ପିଲାମାନେ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସେମାନେ ପ୍ରାୟତଃ ଶ୍ରମିକ ଶ୍ରେଣୀ ପରିବାରର ହୋଇଥିବାରୁ ସେମାନଙ୍କ ଶିକ୍ଷା ଉପରେ ମାତାପିତା ସେତେଟା ଗୁରୁତ୍ୱ ଦେଇପାରନ୍ତିନାହିଁ। ଅନେକ ପିଲା ଅଧାରୁ ପାଠ ଛାଡ଼ି ଶିଶୁ ଶ୍ରମିକ ଭାବେ କାମ କରନ୍ତି। ରାଜସ୍ଥାନର ଜୟପୁର ସହରର ବସ୍ତିଗୁଡ଼ିକରେ ଏଭଳି ଅନେକ ପିଲା ରହିଛନ୍ତି, ଯେଉଁମାନଙ୍କ ଶିକ୍ଷାର ଆବଶ୍ୟକତାକୁ ଉପଲବ୍ଧିକରି ରାମ ରାଇକା ଓ ରାହୁଲ ସିଂ ସେମାନଙ୍କୁ ମାଗଣାରେ ପଢ଼ାଉଛନ୍ତି। ରାମ ଓ ରାହୁଲ ଉଭୟ ପେସାରେ ଇଞ୍ଜିନିୟର। ସେମାନେ ଦିନବେଳା ଡ୍ୟୁଟି ସାରିବାପରେ ସନ୍ଧ୍ୟା ସମୟରେ ରାସ୍ତାକଡ଼ରେ ସେହି ପିଲାମାନଙ୍କୁ ପଢ଼ାଉଛନ୍ତି। ରାମ ଓ ରାହୁଲ ‘ଅନ୍‌ଷ୍ଟପେବଲ୍‌-୨୦’ ନାମରେ ଏକ ସଂସ୍ଥା ଗଠନ କରି ତା’ ମାଧ୍ୟରେ ଏହି ଶିକ୍ଷାଦାନ ବ୍ୟବସ୍ଥାକୁ ଗତିଶୀଳ କରିଛନ୍ତି। ଏହି ଦୁଇଜଣ ପ୍ରଥମେ ୭ ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ। ହେଲେ ଏବେ ୫୦୦ ପିଲା ମାଗଣାରେ ପଢୁଛନ୍ତି। ଜୟପୁର ସହରର ୨୦ଟି କେନ୍ଦ୍ରରେ ଏହି ପିଲାମାନେ ପଢୁଛନ୍ତି। ୭୦ରୁ ଊର୍ଦ୍ଧ୍ୱ ସ୍ବେଚ୍ଛାସେବୀ ଏବଂ ୨୫ରୁ ଅଧିକ ଶିକ୍ଷକ ଏହି ଇଞ୍ଜିନିୟରଦ୍ୱୟଙ୍କୁ ଏପରି ଏକ ମହାନ୍‌ କାର୍ଯ୍ୟରେ ସହଯୋଗ କରୁଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?