Posted inTrending, ଖେଳ

୧୨୩ ବର୍ଷର ବିଶ୍ୱ ରେକର୍ଡ ଭାଙ୍ଗିଲେ ଏହି ଭାରତୀୟ ବ୍ୟାଟର! କ୍ରିକେଟ ଇତିହାସରେ ଯୋଡ଼ିହେଲା ନୂଆ ଅଧ୍ୟାୟ

ନୂଆଦିଲ୍ଲୀ,୪।୧୧:କ୍ରିକେଟ ଇତିହାସରେ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ଭାରତୀୟ ବ୍ୟାଟର ଚିନ୍ମୟ ସୁତାର। ମାତ୍ର ୫ଟି ଫାର୍ଷ୍ଟ କ୍ଲାସ ପାଳିରେ ୭୯୪ ରନ ସଂଗ୍ରହ କରି ସେ ୧୨୩ ବର୍ଷର ପୁରୁଣା ବିଶ୍ୱ ରେକର୍ଡକୁ ଭାଙ୍ଗି ଦେଇଛନ୍ତି। ଏହି ସଫଳତା ସହ ଅଷ୍ଟ୍ରେଲିଆର ମହାନ ବ୍ୟାଟର ୱିଲିୟମ ପନ୍ସଫୋର୍ଡଙ୍କ ରେକର୍ଡକୁ ପଛରେ ପକାଇଛନ୍ତି ଚିନ୍ମୟ।

୨୦୨୬-୨୭ ରଣଜୀ ଟ୍ରଫିର ପ୍ଲେଟ ଗ୍ରୁପ୍ରେ ମିଜୋରାମ ପକ୍ଷରୁ ଖେଳୁଥିବା ୨୯ ବର୍ଷୀୟ ଚିନ୍ମୟ ଅରୁଣାଚଳ ପ୍ରଦେଶ ବିପକ୍ଷ ମ୍ୟାଚ୍‌ରେ ନିଜର ପଞ୍ଚମ ଫାର୍ଷ୍ଟ କ୍ଲାସ ପାଳିରେ ଅପରାଜିତ ୧୩୫ ରନ କରିଛନ୍ତି। ଏହା ସହ ତାଙ୍କର ପ୍ରଥମ ୫ଟି ପାଳିର ମୋଟ ରନ ୭୯୪ରେ ପହଞ୍ଚିଛି। ପୂର୍ବରୁ ଏହି ରେକର୍ଡ ୱିଲିୟମ ପନ୍ସଫୋର୍ଡଙ୍କ ନାମରେ ଥିଲା। ସେ ନିଜର ପ୍ରଥମ ୫ଟି ଫାର୍ଷ୍ଟ କ୍ଲାସ ପାଳିରେ ୭୨୪ ରନ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ ସହାୟତା କେନ୍ଦ୍ର ଉପରେ ଆକ୍ରମଣ: ୩୧ ମୃତ

କିଭ୍‌,୪ା୧୧: ଦକ୍ଷିଣ ୟୁକ୍ରେନ୍‌ର ଏକ ସହାୟତା କେନ୍ଦ୍ରରୁ ଲୋକେ ମାନବୀୟ ସହାୟତା ସଂଗ୍ରହ କରିବା ପାଇଁ ଏକାଠି ହୋଇଥିବାବେଳେ ରୁଷିଆ ଆକ୍ରମଣ କରିବାରୁ ୩୧ ଜଣଙ୍କ ମୃତ୍ୟୁ…

ଅପହୃତ ମାଛଧରା ଜାହାଜ ସହ ୨୦ ଇରାନୀୟ ନାବିକଙ୍କୁ ଉଦ୍ଧାର କଲା ଭାରତୀୟ ନୌସେନା

ନୂଆଦିଲ୍ଲୀ, ୪ା୧୧: ୪୮ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିବା ଏକ ଦ୍ରୁତ ଅପରେଶନରେ ଭାରତୀୟ ନୌସେନା ସୋମାଲିଆ ଉପକୂଳରୁ ୨୦ ଜଣ ଇରାନୀୟ କର୍ମଚାରୀଙ୍କ ସହ ଏକ…

ଏନ୍‌ସିରୁ ଇସ୍ତଫା ଦେଲେ ଆଗା ରୁହୁଲ୍ଲା

ବଡଗାମ,୪ା୧୧: ଶ୍ରୀନଗର ଲୋକ ସଭା ସଦସ୍ୟ ସୟଦ ଆଗା ରୁହୁଲ୍ଲା ମେହେଦି ମଙ୍ଗଳବାର ନ୍ୟାଶନାଲ କନ୍‌ଫରେନ୍ସ(ଏନ୍‌ସି)ରୁ ଇସ୍ତଫା ଦେଇଛନ୍ତି। ସେ ଦଳର ନେତୃତ୍ୱ ଉପରେ ଧାରା ୩୭୦ର…

ଆମେରିକା ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ପାଇଁ ମତଦାନ ଜାରି

ଓ୍ବାଶିଂଟନ,୪ା୧୧: ଆମେରିକା କଂଗ୍ରେସକୁ କେଉଁ ଦଳ ନିୟନ୍ତ୍ରଣ କରିବ, ସେନେଇ ମଙ୍ଗଳବାର ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଅନୁଷ୍ଠିତ ହେଉଛି। ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସର ସମସ୍ତ ୪୩୫ ଆସନ ଏବଂ…

ଆଜି ପ୍ରଥମ ଦିନିକିଆ: ପେସ୍‌ ଆଟାକ୍‌ ଭାରତ ପାଇଁ ଚିନ୍ତାର କାରଣ

ଅକ୍‌ଲାଣ୍ଡ, ୪ା୧୧: ସ୍ଥାନୀୟ ଇଡେନ୍‌ ପାର୍କଠାରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। କ୍ୟାରିୟରରେ ଅନ୍ତିମଥର ପାଇଁ…

ବିକ୍ଷୋଭ ପାଇଁ ଅନିର୍ଦ୍ଦିଷ୍ଟ କାଳ ସ୍ଥାନ ଦଖଲ ହୋଇପାରିବନି

ନୂଆଦିଲ୍ଲୀ,୪ା୧୧: ବିକ୍ଷୋଭ କରିବା ପାଇଁ କେହି ଏକ ସ୍ଥାନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଦଖଲ କରିପାରିବେ ନାହଁି ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଏପରିକି ବିକ୍ଷୋଭ ପାଇଁ…

ବୁଧବାର ଏହି ଜିଲାର ସମସ୍ତ ସ୍କୁଲ ବନ୍ଦ ଘୋଷଣା, ନିର୍ଦ୍ଦେଶନାମା ଜାରି କଲେ…

ଛତ୍ରପୁର,୩।୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ନଭେମ୍ବର ୪ ତାରିଖ (ବୁଧବାର) ଗଞ୍ଜାମ ଜିଲାର ସମସ୍ତ…

କୋଟିଆରେ ଓଡ଼ିଶାର ଦୃଢ଼ ଆଭିମୁଖ୍ୟ: ପ୍ରଶାସନ-ପୋଲିସର ବିରୋଧ ପରେ ପଛଘୁଞ୍ଚା ଦେଲା ଆନ୍ଧ୍ର ପୋଲିସ୍

ପଟ୍ଟାଙ୍ଗି,୩।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନସ୍ଥ ବିବାଦୀୟ କୋଟିଆ ପଞ୍ଚାୟତର ନେରିଡିବାଲସା ଗ୍ରାମରେ ପୁଣି ଥରେ ସୀମା ବିବାଦ ଉଗ୍ର ରୂପ ନେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?