Posted inଖେଳ

ଦ୍ୱିତୀୟ ଟେଷ୍ଟରୁ ବାଦ୍‌ ପଡ଼ିବେ ଟିମ୍‌ ଇଣ୍ଡିଆର ଏହି ଖେଳାଳି

ନୂଆଦିଲ୍ଲୀ, ୧୦ା୨- ଇଂଲଣ୍ଡ ବିପକ୍ଷରେ ଚେନ୍ନାଇଠାରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳରେ ଅତିକମ୍‌ରେ ଗୋଟିଏ ପରିବର୍ତ୍ତନ ହୋଇପାରେ। ପ୍ରଥମ ମ୍ୟାଚ୍‌ରେ ଆଖିଦୃଶିଆ ପ୍ରଦର୍ଶନ କରିବାରେ ବିଫଳ ହୋଇଥିବା ଝାଡ଼ଖଣ୍ଡ ସ୍ପିନର ଶାହାବାଜ ନଦୀମ ଦଳରୁ ବାଦ୍‌ ପଡ଼ିବା ନିଶ୍ଚିତ। ତାଙ୍କ ବଦଳରେ କେଉଁ ଖେଳାଳିଙ୍କୁ ଚୂଡ଼ାନ୍ତ ଏକାଦଶରେ ଯାଗା ମିଳିବ, ତାହା ଆସନ୍ତା ଶୁକ୍ରବାର ଜଣାପଡ଼ିବ। କିନ୍ତୁ ଅହତ ସମସ୍ୟାରୁ ମୁକୁଳିଥିବା ଅକ୍ଷର ପଟେଲଙ୍କୁ ଦିଆଯାଇପାରେ ପ୍ରାଥମିକତା।

ପ୍ରଥମ ଟେଷ୍ଟରେ ଅକ୍ଷରଙ୍କ ଖେଳିବାର ବିଶେଷ ସମ୍ଭାବନା ଥିଲା। କିନ୍ତୁ ଆଣ୍ଠୁ ଜନିତ ଆହତ ସମସ୍ୟା ଯୋଗୁ ତାଙ୍କୁ ବିଶ୍ରାମ ଦିଆଯାଇଥିଲା। ସେ ଏବେ ଫିଟ୍‌ ଓ ନେଟ୍ସରେ ବ୍ୟାଟିଂ କରୁଛନ୍ତି। ଦ୍ୱିତୀୟ ଟେଷ୍ଟରେ ତାଙ୍କୁ ସୁଯୋଗ ମିଳିବ କି ନାହିଁ, ତାହା ଅଧିନାୟକ ବିରାଟ କୋହଲି ଓ ମୁଖ୍ୟକୋଚ୍‌ ରବି ଶାସ୍ତ୍ରୀଙ୍କ ଉପରେ ନିର୍ଭର କରେ ବୋଲି ବିସିସିଆଇ ସୂତ୍ରରୁ ଜଣାପଡ଼ିଛି।

ଉଲ୍ଲେଖଥାଉ କି, ଚେନ୍ନାଇ ଟେଷ୍ଟର ଉଭୟ ଇନିଂସରେ ନଦୀମ ୫୯ ଓଭର ବୋଲିଂ କରି ୨୩୩ ରନ୍‌ ଦେଇ ୪ ଉଇକେଟ ନେଇଥିଲେ। ସେ ଗୋଟିଏ ଓଭରରେ ୯ଟି ବଲ ପକାଇଥିଲେ, ଯାହାକି ଟେଷ୍ଟ କ୍ରିକେଟରେ ଗ୍ରହଣୀୟ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ମ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri