Posted inଖେଳ

ଅବସର ନେଲେ ଭାରତର ଏହି ଉଇକେଟକିପର ବ୍ୟାଟର, ଜାଣନ୍ତୁ…

ମୁମ୍ବାଇ, ୪ା୬- ଉଇକେଟକିପର ବ୍ୟାଟର କେଏସ୍‌ ଭରତ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଏହି ନେଇ ସୂଚନା ଦେଇଛନ୍ତି।

ଭାରତ ପାଇଁ ଖେଳିବା ତାଙ୍କ ଜୀବନର ସବୁଠୁ ବଡ଼ ସମ୍ମାନ ବୋଳି ସେ ପ୍ରକାଶ କରିଛନ୍ତି। ୩୨ ବର୍ଷୀୟ ଭରତ ଅନ୍ତର୍ଜାତୀୟସ୍ତରରେ ୨୦୨୩ରୁ ୨୦୨୪ ମଧ୍ୟରେ ୭ ଟେଷ୍ଟ ଖେଳି ୨୦.୦୯ ଆଭରେଜ ଓ ୪୪ ରନର ସର୍ବାଧିକ ସ୍କୋର ସହ ୨୨୧ ରନ କରିଥିଲେ।

ସେ ଆହତ ଥିବା ରିଷଭ ପନ୍ତଙ୍କ ବଦଳରେ ୨୦୨୩ରେ ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଖେଳିଥିଲେ। ସେ ଅନ୍ତିମ ଥର ବିଶାଖାପାଟଣାରେ ୨୦୨୪ ଫେବୃଆରୀରେ ଭାରତ ପାଇଁ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

62,81,17,91,250… ଏହା କୌଣସି ଫୋନ ନମ୍ବର ନୁହେଁ – ଏହା FIFA ବିଶ୍ୱକପ ପାଇଁ ପୁରସ୍କାର ରାଶି! କ୍ରିକେଟ ଜଗତ ବି ପଛରେ ରହିଯିବ

ନୂଆଦିଲ୍ଲୀ,୪।୬: ପ୍ରଥମ ନଜରରେ, ଏହି ଶିରୋନାମାଟିର ଆରମ୍ଭରେ ଆପଣଙ୍କୁ ଏହା ଏକ ମୋବାଇଲ ଫୋନ ନମ୍ବର ବୋଲି ଲାଗିପାରେ; ତଥାପି, ଏହା 2026 FIFA ବିଶ୍ୱକପ ପାଇଁ…

ମମତାଙ୍କୁ ବଡ଼ ଅଫର ଦେଲେ ହୁମାୟୁନ୍‌ କବୀର, ଜାଣନ୍ତୁ କ’ଣ ଏହି ଅଫର? ସଭିଏଁ ପଡିଲେଣି ଚିନ୍ତାରେ!

କୋଲକାତା,୪।୬: ଗୁରୁବାର ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଘଟଣା ଘଟିଲା ଯେତେବେଳେ AJUP (ଆମ ଜନତା ଉନ୍ନୟନ ପାର୍ଟି)ର ପ୍ରତିଷ୍ଠାତା ହୁମାୟୁନ କବୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା…

ଜେୱର ବିମାନବନ୍ଦର ଫ୍ଲାଏଓଭର ନିର୍ମାଣ ସ୍ଥାନରେ ବଡ଼ ଦୁର୍ଘଟଣା: କ୍ରେନ ଓଲଟି ପଡ଼ିବାରୁ ଅନେକ ଶ୍ରମିକ ଫସି ରହିଛନ୍ତି; ୩ ମୃତ

ଫରିଦାବାଦ,୪।୬: ଗୁରୁବାର ଅପରାହ୍ନରେ ହରିୟାଣାର ଫରିଦାବାଦରେ ଜେୱର ବିମାନବନ୍ଦର ସଂଯୋଗ ନେଟୱାର୍କ ସହିତ ଜଡିତ ଏକ ପ୍ରମୁଖ ପ୍ରକଳ୍ପ ସହିତ ଜଡିତ ଏକ ନିର୍ମାଣ ସ୍ଥାନରେ ଏକ…

୯୨ ଭୂମିହୀନ ପରିବାରକୁ ମିଳିଲା ଘର ଠିକଣା

ଲାଞ୍ଜିଗଡ଼,୪ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ ରାଜସ୍ବ ବିଭାଗ ପକ୍ଷରୁ ୯୨ ଭୂମିହୀନ ପରିବାରକୁ ସ୍ଥାୟୀ ଘରଡ଼ିହ ପଟ୍ଟା ଗୁରୁବାର ଆବଣ୍ଟନ କରାଯାଇଛି। ପ୍ରତ୍ୟେକ ନାଗରିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri