Posted inଖେଳ

ଆୟରଲାଣ୍ଡର ଏହି ମହିଳା ହେବେ Shikhar Dhawanଙ୍କ ପାର୍ଟନର? ଜାଣନ୍ତୁ କ’ଣ କରନ୍ତି ମିଷ୍ଟ୍ରି ଗାର୍ଲ

ନୂଆଦିଲ୍ଲୀ,୨୨।୨: ଭାରତ ଏବଂ ବାଂଲାଦେଶ ମ୍ୟାଚ ପାଇଁ ଚାମ୍ପିଅନ୍ସ ଟ୍ରଫି 2025 ବ୍ରାଣ୍ଡ ଆମ୍ବାସାଡର ଶିଖର ଧାୱନ ଦୁବାଇରେ ପହଞ୍ଚିଥିଲେ। ଏହି ମ୍ୟାଚ ସମୟରେ ଧାୱନଙ୍କୁ ଜଣେ ମିଷ୍ଟ୍ରି ଗାର୍ଲଙ୍କ ସହିତ ଦେଖିବାକୁ ମିଳିଥିଲା। କୁହାଯାଉଛି ଧାୱନ ଏହି ମହିଳାଙ୍କୁ ଡେଟ କରୁଛନ୍ତି । ଏହାକୁ ନେଇ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ହେଉଛି। କିନ୍ତୁ ଧାୱନ ଏ ସମ୍ପର୍କରେ କୌଣସି ପ୍ରତିକ୍ରିୟା ଦେଇନାହାଁନ୍ତି। ରିପୋର୍ଟ ଅନୁସାରେ, ଧାୱନଙ୍କ ସହିତ ଦେଖାଯାଇଥିବା ମହିଳା ଆୟରଲାଣ୍ଡର।

Shikhar Dhawan with Mystery Girl ଧାୱନ ଅନେକ ଥର ଟିମ ଇଣ୍ଡିଆ ପାଇଁ ଚମତ୍କାର ପ୍ରଦର୍ଶନ କରିଛନ୍ତି। କିନ୍ତୁ ଏବେ ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି। ଏବେ ଧାୱନ ୨୦୨୫ ଚାମ୍ପିଅନ୍ସ ଟ୍ରଫି ପାଇଁ ଦୁବାଇରେ ଅଛନ୍ତି। ସେ ଏହି ଟୁର୍ଣ୍ଣାମେଣ୍ଟର ବ୍ରାଣ୍ଡ ଆମ୍ବାସାଡର। ମ୍ୟାଚ ସମୟରେ ଧାୱନଙ୍କୁ ଜଣେ ମହିଳାଙ୍କ ପାଖରେ ବସିଥିବାର ଦେଖାଯାଇଥିଲା। ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଧାୱନଙ୍କ ପାଖରେ ବସିଥିବା ମହିଳା ହେଲେ ସୋଫି ସେନ। ସୋଫି ଆୟରଲାଣ୍ଡର ଏବଂ ପେଶାରେ ଜଣେ Product Consultant। କିନ୍ତୁ ଏ ସମ୍ପର୍କରେ କୌଣସି ସରକାରୀ ସୂଚନା ନାହିଁ।

ଟିମ ଇଣ୍ଡିଆ ଟୁର୍ଣ୍ଣାମେଣ୍ଟରେ ପ୍ରଥମ ମ୍ୟାଚ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିଲା। ଏଥିରେ ଭାରତ 6 ୱିକେଟରେ ବିଜୟୀ ହୋଇଥିଲା। ଶୁଭମନ ଗିଲ ଚମତ୍କାର ପ୍ରଦର୍ଶନ କରି ଶତକ ହାସଲ କରିଥିଲେ। ଭାରତର ପରବର୍ତ୍ତୀ ମ୍ୟାଚ ପାକିସ୍ତାନ ସହିତ। ରବିବାର ଦିନ ଦୁବାଇରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ଖେଳାଯିବ।

ସୂଚନାଥାଉ କି, ଶିଖର ଧାୱନଙ୍କ ବିବାହ ବିଚ୍ଛେଦ ହୋଇଯାଇଛି। ସେ ତାଙ୍କଠାରୁ ୧୦ ବର୍ଷ ବଡ଼ ମହିଳାଙ୍କୁ ବିବାହ କରିଥିଲେ। ଧାୱନ ଏବଂ ଆୟେଶା ମୁଖାର୍ଜୀ ୨୦୧୨ ମସିହାରେ ବିବାହ କରିଥିଲେ। କିନ୍ତୁ ଏବେ ସେମାନେ ଅଲଗା ହୋଇଯାଇଛନ୍ତି। ଧାୱନ ଏବଂ ଆୟେଶାଙ୍କର ଏକ ପୁଅ ମଧ୍ୟ ଅଛି। ତାଙ୍କ ନାମ ଜୋରାଭର।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri